ନୂଆପଡ଼ା, ୧୬/୧୦ : ନୂଆପଡ଼ା ଆସନକୁ ଅକ୍ତିଆର କରିବାକୁ ଭାରତୀୟ ଜନତା ପାର୍ଟି ରଣନୀତି ପ୍ରସ୍ତୁତ କରିସାରିଛି । ଏବେ ପ୍ରଚାର ଉପରେ ଗୁରୁତ୍ୱ ଦିଆଯାଇଛି । ବିଜେପି ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିଛି । ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ବାହାର ନେତୃବୃନ୍ଦ, କେନ୍ଦ୍ରମନ୍ତ୍ରୀ, ସାଂସଦ ଓ ବିଧାୟକମାନେ ପ୍ରଚାର ମଙ୍ଗ ସମ୍ଭାଳିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ଼ ମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ , ୧୬/୧୦ : ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ ଜିଲ୍ଲାବ୍ୟାପି ଭୋଟ ଚୋରି ଦସ୍ତଖତ ଅଭିଯାନ ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ଜିଲ୍ଲା ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଡିସିସି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇ ଯାଇଛି ।ପିସିସି ପର୍ଯ୍ୟବେକ୍ଷକ ସୁଶ୍ରୀ ସ୍ୱାଗତିକା ପଟ୍ଟନାୟକ ଏହି ବୈଠକରେ ଯୋଗ ଦେଇ ଜିଲ୍ଲାର ଦଳୀୟ କାର୍ଯ୍ୟକର୍ତ୍ତା ମାନଙ୍କ Continue Reading
ନୂଆପଡା, ୧୬/୧୦ : ନୂଆପଡାରେ ବିଜେପିର ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି। ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇ ଦଳୀୟ ପ୍ରାର୍ଥୀ ଜୟ ଢୋଲକିଆଙ୍କ ଲାଗି ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ନୂଆପଡା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ। ନୂଆପଡା ଇତିହାସରେ ନୂଆ ଫର୍ଦ୍ଦ ଯୋଡି ହେବାକୁ ଯାଉଛି ।ଏବେଠାରୁ ନୂଆପଡାବାସୀ ଦେଖିବେ ଡବଲ ଇଞ୍ଜିନ ସରକାରର ବିକାଶ। ବିଜେପିକୁ ଯଶସ୍ୱୀ କରିବାକୁ ଆପଣଙ୍କ ସହଯୋଗ ଦରକାର। Continue Reading
ଭୁବନେଶ୍ୱର, ୧୬/୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ କର୍ମଚାରୀମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି । ରାଜ୍ୟ ସରକାର ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିଛି ।ବର୍ତ୍ତମାନ ମିଳୁଥିବା ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢ଼ି ୫୮ ପ୍ରତିଶତ ହୋଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ଗତ ଜୁଲାଇରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା କରାଯାଇଛି । ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ […]Continue Reading
ଭୁବନେଶ୍ବର ୧୬/୧୦: ପୋଲିସ ଏସ୍ଆଇ ପରୀକ୍ଷା ବିଭ୍ରାଟ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ । ପୂର୍ବରୁ ପରୀକ୍ଷା ତ୍ରୁଟିଶୂନ୍ୟ ଏବଂ ଦୁର୍ନୀତି ମୁକ୍ତ କରିବା ପାଇଁ ଆମେ ବ୍ୟବସ୍ଥା କରିଥିଲୁ ।ଏଥିପାଇଁ ଜିଲ୍ଲା ଏସ୍ପି ଓ ପୋଲିସ ଅଧିକାରୀ ମାନଙ୍କୁ ସତର୍କ କରାଯାଇଥିଲା । ଫଳସ୍ୱରୂପ ଆମେ ପରୀକ୍ଷାରେ ବିଭ୍ରାଟ ହେବା ପୂର୍ବରୁ ଠାବ କରିପାରିଲୁ । ଏ ଘଟଣାର ତଦନ୍ତ ଚାଲିଛି ଖୁବ୍ଶୀଘ୍ର ଅନ୍ୟ ଅଭିଯୁକ୍ତ ଧରାପଡ଼ିବେ ।Continue Reading
ଭୁବନେଶ୍ୱର , ୧୬/୧୦: ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୮୦ ବର୍ଷରେ ପାଦ ଥାପିଛନ୍ତି ନବୀନ ପଟ୍ଟନାୟକ । ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢ଼ଙ୍ଗରେ ପାଳନ କରିବେ । ଏହି ଅବସରରେ ତାଙ୍କୁ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ ।ଏହି ଅବସରରେ ଫୋନ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ମାନ୍ୟବର ବ୍ରହ୍ମପୁର ସାଂସଦ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧକ୍ଷତାରେ ସାଂସଦ ଖେଳ ମହୋତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ସାଂସଦ ଖେଳ ମହୋତ୍ସବ ମାଧ୍ୟମରେ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଲୁକାୟିତ ଉଦୀୟମାନ କ୍ରୀଡ଼ା ପ୍ରତିଭା ମାନଙ୍କୁ ଲୋକ ଲୋଚନକୁ ଆଣିବାର ଲକ୍ଷ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୫/୧୦ : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ପତ୍ର ସଂଖ୍ୟା -,୯୮୮୩ ତାରିଖ-୧୨.୦୯.୨୦୨୫ ଅନୁଯାୟୀ ଆଜି ବାଜପୁର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଜପୁର ଖୋର୍ଦ୍ଧା ଠାରେ ଖୁବ୍ ଯାକଜମକରେ ଅନୁଷ୍ଠିତ ହୋଇଯାଇଛି ।ଏହି କ୍ଲଷ୍ଟର୍ ରେ ୧୨ ଟି ବିଦ୍ୟାଳୟରୁ ପ୍ରାୟ ୧୫୦ ରୁ ଉର୍ଦ୍ଧ୍ବ ଶିକ୍ଷାର୍ଥୀମାନେ ଯୋଗ ଦେଇଥିଲେ। ଚତୁର୍ଥ ରୁ ଦଶମ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୧୦ : ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରି କ୍ଲବ ଅଫ ବ୍ରହ୍ମପୁର ଇଷ୍ଟର ମିଳିତ ଆନୁକୂଲ୍ୟରେ, ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ବିଜୁ ମହାବୀର ଫୁଟ୍ ସେଣ୍ଟର, ଖୋର୍ଦ୍ଧାଙ୍କ ସହଭାଗିତାରେ ନୟାଗଡ ରୋଟାରୀ କ୍ଲବ ପରିସରରେ ଭିନ୍ନକ୍ଷମଙ୍କ ପାଇଁ ମାଗଣାରେ କୃତ୍ରିମ ଅଙ୍ଗ ରୋପଣ ଶିବିର ଆୟୋଜନ କରାଯାଉଛି ।ଏହି କ୍ରମରେ ନୟାଗଡଠାରେ ନଭେମ୍ବର ୩ ରୁ ୭ ପର୍ଯ୍ୟନ୍ତ ଆୟୋଜନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୧୫/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁନିଅନ ବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି “ସାଇଟ୍ ସେଭର୍ଷ-ଇଣ୍ଡିଆ” ସହଯୋଗରେ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” ପକ୍ଷରୁ ଜିଲ୍ଲାସ୍ତରୀୟ ବିଶ୍ଵ-ଧଳା ବାଡ଼ି ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ Continue Reading




