କମ୍ଭୁଧର କ୍ଷେତିଙ୍କୁ ରିପୋର୍ଟବୌଦ୍ଧ, ୨୮/୭: ବୌଦ୍ଧ ଜିଲ୍ଲାରେ ଗତ କାଲିଠାରୁ ଲଗାଣ ବର୍ଷା ହେଉଥିବାରୁ ବହୁ ଅଞ୍ଚଳରେ ପାଣି ଜମିଯାଇଛି ଏବଂ ମହାନଦୀର ଜଳସ୍ତର ବୃଦ୍ଧି ପାଇଛି। ଏହି ପରିସ୍ଥିତିରେ ବୌଦ୍ଧ ଜିଲ୍ଲାପାଳ ନିଜେ ମହାନଦୀକୂଳ ଅଞ୍ଚଳକୁ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଥିଲେ।ସେ ତଳଗାଁ ରାସ୍ତାରେ କରଡ଼ି, ମଥୁରା, ରାଧାନଗର ଇତ୍ୟାଦି ଅଞ୍ଚଳ ଗସ୍ତ କରି ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରିଥିଲେ। ନଦୀକୂଳ ଅଞ୍ଚଳର ଲୋକମାନେ ନଦୀରେ କୁମ୍ଭୀର Continue Reading




