ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୩ : ଗଜପତି ଜିଲ୍ଲା ସଦର ମହକୁମା ତଥା ଉପାନ୍ତ ସହର ପାରଳାଖେମୁଣ୍ଡି ଠାରେ ଦୀର୍ଘ ବର୍ଷ ଧରି ନିର୍ମାଣ ଚାଲିଥିବା ଜଗନ୍ନାଥ ମନ୍ଦିର ପାଇଁ ପାରଳା ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ତାଙ୍କ ବିଧାୟକ ପାଣ୍ଠିରୁ ଦେବେ ୫୦ ଲକ୍ଷ ଟଙ୍କା ବୋଲି ପ୍ରତିଶ୍ରୁତି ଦେବା ସହ ତାଙ୍କ ମାମୁଁ ତିରୁପତି ଚୌଧୁରୀ ଦେବେ ୩୦ ଲକ୍ଷ ଟଙ୍କା ଓ ହାଇଟେକ୍ ଗ୍ରୁପ ଅଧ୍ୟକ୍ଷ ଡ଼ଃ ତିରୁପତି ପାଣିଗ୍ରାହୀ ମଧ୍ୟ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା ,୧୬/୩ : ରଙ୍ଗର ପର୍ବ ‘ହୋଲି’ ଅବସରରେ ଚ଼ିଲିକାର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚନ୍ଦନଙ୍କ ନାଚୁଣୀ ସ୍ଥିତ ବାସଭବନ ଠାରେ ଆୟୋଜିତ “ହୋଲି ଉତ୍ସବ” କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଦଳୀୟ ନେତୃବୃନ୍ଦ,ଦେବ ଦୁର୍ଲ୍ଲଭ କାର୍ଯ୍ୟକର୍ତ୍ତା,ସାମ୍ବାଦିକ,ସମାଜସେବୀ ତଥା ବୁଦ୍ଧିଜୀବି, ସ୍ଥାନୀୟ ଜନସାଧାରଣ ମାନଙ୍କ ସହ ହୋଲି ଉତ୍ସବ Continue Reading
ଭୁବନେଶ୍ୱର, ୧୬/୩ : ଓଡ଼଼ିଶାରେ ଗୁଜୁରାଟ ମଡ଼େଲରେ ହେବ ପୋଷଣ କେନ୍ଦ୍ର । ଅତ୍ୟାବଶକ ସାମଗ୍ରୀ ପାଇଁ ରାଜ୍ୟରେ ପୋଷଣ କେନ୍ଦ୍ର ଖୋଲାଯିବା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଏଥିପାଇଁ ଓଡ଼ିଶାରୁ ଏକ ସ୍ୱତନ୍ତ୍ର ଟିମ୍ ଗୁଜୁରାଟ ଯିବେ ବୋଲି କହିଛନ୍ତି ମନ୍ତ୍ରୀ ।ପୋଷଣ କେନ୍ଦ୍ରରେ ଚାଉଳ, ଡ଼ାଲି, ତେଲ ଅଟା ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇ ଦିଆଯିବ । ଏହାଦ୍ୱାରା ଗରିବ ଓ ମଧ୍ୟବିତ୍ତ ବର୍ଗର ଲୋକେ ଉପକୃତ ହୋଇପାରିବେ […]Continue Reading
ଭୁବନେଶ୍ବର, ୧୬/୩ : ରାଜ୍ୟରେ ତାତି ଆହୁରି ୪ ଦିନ ଅସ୍ତବ୍ୟସ୍ତ କରିବ। ମାର୍ଚ୍ଚ ୧୯ ତାରିଖ ପରେ ପାଗ ବଦଳିବା ସହ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ତେବେ ଆଗାମୀ ତିନିଦିନ ଅର୍ଥାତ ୧୯ ତାରିଖ ଯାଏ ତାତି କଲବଲ କରିବା ସହିତ ଆଭ୍ୟନ୍ତରିଣ ଓଡ଼ିଶାରୁ ଉପକୂଳ ପର୍ୟ୍ୟନ୍ତ ଅସମ୍ଭାଳ ତାତିରେ ଜଳିବ। ତେବେ ଗତକାଲି ୪୨.୫ ସହ ଦେଶର ସବୁଠାରୁ ଉତ୍ତପ୍ତ ସହର ବୌଦ୍ଧ ରହିଥିବା […]Continue Reading
ଜଳେଶ୍ୱର, ୧୬/୩ : ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଅଧୀନସ୍ଥ ଗଡ଼ସାହି ବାଲିଆପାଳ ଅଞ୍ଚଳର ଜଣେ ନବବିବାହିତାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣକ ନବବିବାହିତାଙ୍କ ପଡ଼ିଶା ଓ ସମ୍ପର୍କରେ କକା ବୋଲି ଜଣା ପଡ଼ିଛି।ପ୍ରକାଶଯୋଗ୍ୟ ଯେ ନବବିବାହିତାଙ୍କ ୬ ମାସ ତଳେ ବିବାହ ହୋଇଥିବା ବେଳେ ତାଙ୍କ ଆଧାର କାର୍ଡରେ କିଛି ତ୍ରୁଟି ଥିବାରୁ ଦୁଷ୍କର୍ମ ଅଭିଯୁକ୍ତ ଜଣକ ଏହା ଠିକ୍ କରିଦେବେ କହିଥିଲେ। ଗତକାଲି ନବବିବାହିତା ଓ ତାଙ୍କ ସ୍ବାମୀଙ୍କୁ ଏକ Continue Reading
ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ବର, ୧୬/୩ : ‘ଶ୍ରୀରାଧା’ର ସ୍ରଷ୍ଟା ତଥା ପ୍ରଖ୍ୟାତ ସାହିତ୍ୟିକ ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।ଭାରତୀୟ ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ନିଜ ଅବଦାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୩ : ଆନ୍ତର୍ଜାତୀୟ ଗ୍ରାହକ ଦିବସ ୨୦୨୫ ପାଳନ ଅବସରରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ରସିକରାଜ ମନ୍ଦିର ପରିସରରେ , ଗ୍ରାହକ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଏକ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସଭାପତି ଶ୍ରୀ ରକମ ଲୋକନାଥଙ୍କ ଅଧ୍ୟକ୍ଷତା ରେ , ଜିଲ୍ଲା ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ , ଶ୍ରୀ ଲିଙ୍ଗରାଜ ପାଣିଗ୍ରାହୀ , ଶ୍ରୀ ମୁରଲି ପରିଛା , ଶ୍ରୀ ଭଗବତ ପାଢ଼ୀ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୩ : ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ ।ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି […]Continue Reading
ଭୁବନେଶ୍ୱର, ୧୫/୩ : ବରିଷ୍ଠ ପୋଲିସ ଅଧିକାରୀ ଓ ସାମ୍ବାଦିକ ମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ହୋଲି ପାଳନ କରିଛନ୍ତି । ପୋଲିସ ଡିଜି ୱାଇ ବି ଖୁରାନିଆ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଖୋଳି ଖେଳିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦେହରେ ରଙ୍ଗ ବୋଳିବା ପରେ ପରସ୍ପରକୁ ମିଠା ଖୁଆଇଥିଲେ । ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଭାତୃତ୍ୱ ଓ ସଦଭାବନାର ପର୍ବ […]Continue Reading
ଭୁବନେଶ୍ୱର, ୧୫/୩ : ଭୁବନେଶ୍ବର: ରାଜ୍ୟରେ ଶନିବାର ତାତି ରେକର୍ଡ ଭାଙ୍ଗିଛି । ହୋଲିରେ ପଶ୍ଚିମ ଓଡ଼ିଶା ଜଳୁଛି । ତାପମାତ୍ରା ୪୨ ଡିଗ୍ରି ସେଲସିୟସ୍ ଛୁଇଁଛି। ଶନିବାର ଅପରାହ୍ନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୪୨ ଡିଗ୍ରି ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଆସନ୍ତା ନ୍ତା ୪ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ଦୋଳ ଓ ହୋଲି ଦିନ ତାତି […]Continue Reading




