Home Posts tagged ODISHA (Page 299)
Odisha News
ଭୁବନେଶ୍ୱର, ୯/୧୨ : ପୁଣି ଥରେ ପଦାରେ ପଡ଼ିଛି କଂଗ୍ରେସ କଳି । ଏଥର ବିଧାନସଭା ଗୃହ ଭିତରେ । ଅଧିବେଶନ ଚାଲିଥିବାବେଳେ ଦୁଇ କଂଗ୍ରେସ ବିଧାୟକ ଦାଶରଥୀ ଗମାଙ୍ଗୋ ଓ ସି ଏସ୍ ରାଜନ ଏକ୍କା ମଧ୍ୟରେ କଥାକଟି ହୋଇଥିବା ଦେଖିବାକୁ ମିଳିଥିଲେ । ତେବେ କଳିକୁ ତୁଟାଇବାକୁ ଅନ୍ୟ ବିଧାୟକଙ୍କୁ ହସକ୍ଷେପ କରିବାକୁ ପଡ଼ିଥିବା ଜଣାପଡ଼ିଛି ।ସୋମବାର ବିଧାନସଭା ଅଧିବେଶନ ଚାଲିଥିଲା । ଏହି ସମୟରେ ମୋହନା କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଓ […]Continue Reading
Social Media News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୯/୧୨ : ବାଲେଶ୍ୱର ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସଭାପତି ସତ୍ୟ ଶିବ ସୁନ୍ଦର ଦାଶ, , ଅଧ୍ୟକ୍ଷା ଗୋପାମୁଦ୍ରା ମହାପାତ୍ର,ଉପାଧ୍ୟକ୍ଷ ଉତ୍ପଳ ମହାନ୍ତି ପ୍ରମୁଖ ଉଦଘାଟନ କରିଥିଲେ । ସମ୍ପାଦକ ଅରିଜିତ ଘୋସାଲଙ୍କ ସଂଯୋଜନାରେ ଆୟୋଜିତ ଆଜିର କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲେ ଓଡ଼ିଶା ସଙ୍ଗୀତ ଜଗତର ଲୋକପ୍ରିୟ ଯୁବ ଗାୟକ ସତ୍ୟଜିତ , ସୁମଧୁର ଗୀତ ବେସ ଆକର୍ଷିତ କରିଥିଲା Continue Reading
Odisha News
ଭୁବନେଶ୍ୱର,୯/୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି ।ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ଭାଜପାରେ ମିଶିଥିଲେ।ନାମାଙ୍କନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବରଗଡ଼, ୮/୧୨ : ବରଗଡ଼ ଜିଲ୍ଲା ସୋହେଲା ଠାରେ ଧାନର ସର୍ବନିମ୍ନ ସହାୟତା ମୂଲ୍ୟ କୁଇଣ୍ଟାଲ ପିଛା ୨୩ ଶହ ଟଙ୍କା ଉପରେ ଆଠଶହ ଟଙ୍କା ର ଇନପୁଟ ସହାୟତା ସହିତ ସମୁଦାୟ ୩୧୦୦ ଟଙ୍କା ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ।ଏହି ଅବସରରେ ବୌଦ୍ଧ ଜିଲ୍ଲା ମୁରସୁଣ୍ଡି ସ୍ଥିତ ଖେଳ ପଡିଆରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଚାଷୀ ସମାବେଶ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ […]Continue Reading
Odisha News
ଭୁବନେଶ୍ବର,୮/୧୨ : ଓଡ଼ିଶା ପୋଲିସର ଅନ୍ୟତମ ଚର୍ଚ୍ଚିତ ଅଧିକାରୀ ଧୀରେନ୍ଦ୍ର ସମ୍ଭାଜୀ କୁଟ୍ଟେ(ଡିଏସ କୁଟ୍ଟେ) କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ। ତାଙ୍କୁ କେନ୍ଦ୍ର ସରକାର ବିଏସଏଫ ଆଇଜି ଭାବେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖା ହୋଇଛି। ୧୯୯୭ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଡିଏସ୍ କୁଟ୍ଟେ ‌ଏବେ ରାଜ୍ୟ ସରକାରଙ୍କ ଗୃହ ବିଭାଗରେ ଓଏସ୍‌ଡି ପଦବିରେ ଅଛନ୍ତି। କୁଟ୍ଟେ ୨୦୨୮ ମସିହାରେ ଅବସର Continue Reading
Odisha News
ବାଲେଶ୍ୱର,୮/୧୨: ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍‌ଙ୍କୁ ଗିରଫ କରାଯାଇଥିବା ବେଳେ ସାନଭାଇ ସବିର ଖାନ୍ ଚମ୍ପଟ ମାରିଥିବା ଜଣାପଡ଼ଛି। ଜବତ ବ୍ରାଉନ୍‌ସୁଗାରର ମୂଲ୍ୟ ୨କୋଟି ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।ଅଡ଼ରବଜାର ସ୍ଥିତ ଅମଜେତ ଖାନ୍‌ଙ୍କ ଘରେ ଏହି Continue Reading
Odisha News
ଭୁବନେଶ୍ୱର,୮/୧୨: ଖାତାକୁ ଗଲା ଟଙ୍କା। ବରଗଡ଼ ସୋହେଲାରେ ଚାଷୀଙ୍କୁ ଇନପୁଟ ସହାୟତା ପ୍ରଦାନ କରିଛନ୍ତି ମୋହନ ସରକାର। ଚାଷୀଙ୍କ ଖାତାକୁ ଆସିଛି ୮୦୦ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ସରକାରଙ୍କ ୨୩୦୦ ଗଝଚ ସହ ୮୦୦ ଇନପୁଟ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ।ରାଜ୍ୟ ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୮ ଶହ ଟଙ୍କାର ଇନ୍‌ପୁଟ ସବ୍‌ସିଡି ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଚାଷୀଙ୍କୁ ଧାନର ଇନ୍‌ପୁଟ ସହାୟତା ରାଶି Continue Reading
Odisha News
ଓଡିଶା , ୮/୧୨ : ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି ମହାକୁମ୍ଭରେ ଯୋଗ Continue Reading
Odisha News
ଭୁବନେଶ୍ୱର, ୭/୧୨ : ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୭/୧୨: ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଆଜି ବୌଦ୍ଧ ଜିଲ୍ଲା ପରିଦର୍ଶନ କରି ଗ୍ରାମ୍ୟ ଉନ୍ନୟନ ବିଭାଜନ, ବୌଦ୍ଧର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଛନ୍ତି । ଏହି ଅବସରରେ ସେ ଉକ୍ତ ଗ୍ରାମ୍ୟ ଉନ୍ନୟନ ବିଭାଜନ ଅଧୀନସ୍ଥ ଗ୍ରାମ୍ୟ ଭନ୍ନୟନ ବିଭାଗର ସମସ୍ତ ପ୍ରକଳ୍ପ ଓ ନିର୍ମାଣ କାର୍ଯ୍ୟର ସବିଶେଷ ସମୀକ୍ଷା କରିଥିଲେ ।ଏହି ପରିଦର୍ଶନ ଅବସରରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ସେତୁ Continue Reading