
ପୁରୀ, ୧୧/୬ : ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ବା ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିଛନ୍ତି କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ। ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନ ମଣ୍ଡପରେ ବିଜେ କରାଇଛନ୍ତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି।ପରମ୍ପରା ଅନୁଯାୟୀ ସ୍ନାନ ମଣ୍ଡପରେ ବିରାଜିତ ଶ୍ରୀଜୀଉମାନଙ୍କର ସ୍ନାନ Continue Reading