ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୧୦ : ଗଜପତି ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ଏବଂ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବାତ୍ୟା ପ୍ରସ୍ତୁତି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଯୋଗ ଦେଇଥିଲେ।ଏହି ବୈଠକରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଉପଜିଲ୍ଲାପାଳ ଏବଂ ବାତ୍ୟା ସମ୍ପର୍କିତ ନୋଡାଲ ଅଧିକାରୀ ବିଜୟ କୁମାର ଦାସଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ Continue Reading




