Home Posts tagged ODISHA (Page 30)
Odisha News
ଭୁବନେଶ୍ବର , ୧୪/୧୦ : ଦୀପାବଳି ପୂର୍ବରୁ ବାଣ ଫୁଟା ନେଇ ଗାଇଡଲାଇନ ଜାରି ହୋଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ଏଥିସହିତ ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି। ପାର୍କ, ସାଇଲେନ୍ସ ଜୋନ (ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟ)ର ୧୦୦ ମିଟରରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।ସେହିପରି ଧାର୍ମିକ Continue Reading
Odisha News
ବରଗଡ଼. ୧୪/୧୦ : ସୋମବାର ବିଳମ୍ବିତ ରାତିରେ ବରଗଡ଼ ସହର ଉପକଣ୍ଠ ପାଣିଛତର-ଜମୁର୍ଡା ରାସ୍ତାରେ ଏକ ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି । ଓଭରବ୍ରିଜ ତଳୁ ଜଣେ ୨୬ ବର୍ଷିୟ ଯୁବକଙ୍କ ଗଳା କାଟି ହତ୍ୟା କରାଯାଇଛି । ମୃତ ଯୁବକ ଜଣଙ୍କ ଜମୁର୍ଡା ଟାଙ୍ଗରପଡାର ଭୀମସେନ ବିଶ୍ବାଳ ବୋଲି ଜଣାପଡ଼ିଛି ।ସୂଚନା ଅନୁସାରେ, ଆଜି ସକାଳୁ ସକାଳୁ କିଛି ଲୋକ ଜମୁର୍ଡା ଓଭରବ୍ରିଜ ତଳେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡିଥିବାର ଦେଖିଥିଲେ । ଏନେଇ […]Continue Reading
Odisha News
ଭୁବନେଶ୍ୱର ,୧୪/୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଗଣଦୁଷ୍କର୍ମର ଶିକାର ହୋଇଥିବା ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଓଡ଼ିଆ ଛାତ୍ରୀ ଓ ତାଙ୍କ ମାଆଙ୍କ ସହିତ କଥା ହୋଇଛନ୍ତି । ଏଥିସହ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିସନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ଓଡ଼ିଆ ଝିଅଙ୍କୁ କହିଛନ୍ତି ‘ଚିନ୍ତା କରନାହିଁ, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୪/୧୦ : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ପତ୍ର ସଂଖ୍ୟା ୯୮୮୩ ତା ୧୨.୦୯.୨୦୨୫ – ଅନୁଯାୟୀ ଆଜି ଖୋର୍ଦ୍ଧା ପୌର ପରିଷଦ ଫରେଷ୍ଟ କଲୋନୀ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଖୋର୍ଦ୍ଧା ଠାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଏହି କ୍ଲଷ୍ଟର୍ ର ୧୨ ଟି ବିଦ୍ୟାଳୟ ଏବଂ ଗୋଟିଏ ମହାବିଦ୍ୟାଳୟରରୁ ପ୍ରାୟ ୩୫୦ରୁ ଉର୍ଦ୍ଧ୍ବ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୩.୧୦ : ପର୍ବ ପର୍ବାଣୀରେ ଦେବାଦେବୀଙ୍କ ବିସର୍ଜନ ଓ ବିବାହ ଶୋଭାଯାତ୍ରା ସମୟରେ ସଙ୍ଗୀତ ଓ ନୃତ୍ୟ ଆମ ସାମାଜିକ ଜୀବନର ଅଂଶ ବିଶେଷ ।ମାତ୍ର ବିଗତ ବର୍ଷ ଗୁଡିକରେ ଛାତିଥରା ଓ ପ୍ରାଣଘାତି ଶବ୍ଦ ସୃଷ୍ଟିକାରୀ “ଡି.ଜେ” ଗାଡି ଯାଉଥିବା ରାସ୍ତାର ଉଭୟ ପାଶ୍ୱର୍ରେ ବସବାସ କରୁଥିବା ବୟସ୍କ ଓ ଅସୁସ୍ଥ ବ୍ୟକ୍ତି, ରୋଗୀ, ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ଦେଉଥିବା ଯନ୍ତ୍ରଣାକୁ ବିଚାର କରି ଏଥିରୁ ନିବୃତ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୩ : (ସୋମବାର )ଦିନ ଦିବା ୧୦ ଘଟିକା ସମୟରେ ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟ ରେ ଅତିରିକ୍ତ ଉନ୍ନୟନ ଅଧିକାରୀ ଜ଼ିଲ୍ଲା ପରିଷଦ […]Continue Reading
Odisha News
ଭୁବନେଶ୍ୱର,୧୩/୧୦: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷାର ପ୍ରତ୍ୟାହାର ଆରମ୍ଭ ହୋଇଛି। ଆଗାମୀ ୨-୩ ଦିନ ମଧ୍ୟରେ ଓଡ଼ିଶାର ଅବଶିଷ୍ଟ ଅଞ୍ଚଳରୁ ମୌସୁମୀ ବର୍ଷା ପ୍ରତ୍ୟାହାର ହେବ ବୋଲି ଆଇଏମ୍‌ଡି କହିଛି।ଆଇଏମ୍‌ଡି ବୁଲେଟିନ୍‌ରେ କୁହାଯାଇଛି, “ମୌସୁମୀ ବର୍ଷା କର୍ଣ୍ଣାଟକ, ତେଲଙ୍ଗାନା, ମହାରାଷ୍ଟ୍ରର ଅଧିକାଂଶ ଅଞ୍ଚଳ, ସମ୍ପୂର୍ଣ୍ଣ ଗୋଆ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ଼, ବିହାର, ଝାଡ଼ଖଣ୍ଡ, Continue Reading
Odisha News
ଭୁବନେଶ୍ୱର , ୧୩/୧୦ : ବଢ଼ିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି । ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି ମଧ୍ୟ ବଢ଼ିଛି। ଅନ୍ୟପକ୍ଷେ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ବୃଦ୍ଧି କରାଯାଇଛି। ଏସବୁ ଆବେଦନ ସମୟସୀମା ଅବଧି ଅକ୍ଟୋବର ୨୪ ତାରିଖକୁ ଉଚ୍ଚ ଶିକ୍ଷା ବିଭାଗ ବୃଦ୍ଧି କରିଛି।ଏହି ଯୋଜନାରେ ଇ- ମେଧାବୃତ୍ତି(ୟୁଜି-ମେରିଟ୍, ପିଜି-ମେରିଟ୍ ଓ ଟେକ୍ନିକାଲ୍ ଆଣ୍ତ ପ୍ରଫେସନାଲ୍ Continue Reading
Odisha News
ପୁରୀ , ୧୩/୧୦ : ସୋମବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇ ୧୦୦୦ ଟଙ୍କା ଦେବା ସହ ଏବଂ ପଇଡ ବିକୁଥିବା ବେପାରୀ ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ ସୁଖ ହୋଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀଧରଙ୍କ ସହ କଥା ହେବା ବେଳେ କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା […]Continue Reading
Odisha News
ଭୁବନେଶ୍ୱର, ୧୩/୧୦ : ରାଜ୍ୟରେ ପ୍ରଥମ ଥର ପାଇଁ ରାଜଧାନୀ ଭୁବନେଶ୍ୱରରେ ବୁଲା କୁକୁର ଗଣନା କରାଯାଇଥିଲା । ଗତ ସେପ୍ଟେମ୍ବର ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ବିଏମ୍ ସି ପକ୍ଷରୁ ଦୁଇଟି ପର୍ଯ୍ୟାୟରେ କୁକୁର ଗଣନା କରାଯାଇଥିଲା । ବିଏମ୍ ସି ଅଂଚଳରେ ଥିବା ୬୭ଟି ଓ୍ୱାର୍ଡର ସମସ୍ତ ଗଳିକନ୍ଦିରେ ଏହି କୁକୁର ଗଣନା କାର୍ଯ୍ୟ ହୋଇଥିଲା ।ବିଏମସି ଅଞ୍ଚଳରେ ୪୭,୧୨୬ ବୁଲା କୁକୁର ଥିବା ସୂଚନା ମିଳିଛି । ୨୩,୦୪୭ ଅଣ୍ଡିରା, ୧୫,୫୫୨ ମାଈ […]Continue Reading