କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୯: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍ ସଭାଗୃହରେ ଆଜି ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହା ସହିତ ‘ସେବା ସେତୁ’ ଅଭିଯାନ ମଧ୍ୟ ଆୟୋଜିତ ହୋଇଥିଲା। ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମହେନ୍ଦ୍ର କୁମାର ସାହୁଙ୍କ Continue Reading




