କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୭/୧୨: ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଆଜି ବୌଦ୍ଧ ଜିଲ୍ଲା ପରିଦର୍ଶନ କରି ଗ୍ରାମ୍ୟ ଉନ୍ନୟନ ବିଭାଜନ, ବୌଦ୍ଧର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଛନ୍ତି । ଏହି ଅବସରରେ ସେ ଉକ୍ତ ଗ୍ରାମ୍ୟ ଉନ୍ନୟନ ବିଭାଜନ ଅଧୀନସ୍ଥ ଗ୍ରାମ୍ୟ ଭନ୍ନୟନ ବିଭାଗର ସମସ୍ତ ପ୍ରକଳ୍ପ ଓ ନିର୍ମାଣ କାର୍ଯ୍ୟର ସବିଶେଷ ସମୀକ୍ଷା କରିଥିଲେ ।ଏହି ପରିଦର୍ଶନ ଅବସରରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ସେତୁ Continue Reading
By Subrat Sarangi Bhubaneswar, Dec 7 : Eleven athletes from the Odisha AM/NS India Kho Kho High-Performance Centre (HPC) represented Odisha in the Junior National Kho Kho Championship 2024 held in Aligarh, Uttar Pradesh from Nov 25-29, 2024. Giving a stellar performance throughout the tournament, both the Odisha Boys and Girls teams went on to […]Continue Reading
ଭୁବନେଶ୍ୱର, ୭/୧୨ : ଆଜି ପୁଣି ଗୃହରେ ଛତୁଆ ଅପ୍ରମିଶ୍ରଣ ପ୍ରସଙ୍ଗ ଉଠିଛି । ଏସଏସଜି ଗ୍ରୁପ୍ ଅପମିଶ୍ରିତ ଛତୁଆ ଦେଉଥିବା ନେଇ ସ୍ପଷ୍ଟ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ସମ୍ପୃକ୍ତ ଗ୍ରୁପ୍ ଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଉପ ମୁଖ୍ୟମନ୍ତ୍ରୀ ଗୃହରେ ଉତ୍ତର ଦେଇଛନ୍ତି ।ଉପମୁଖ୍ୟମନ୍ତ୍ରୀଙ୍କ ଉତ୍ତର ଅନୁସାରେ ୧୨୫ଟି ଏସଏସଜି ଗ୍ରୁପ ଅପମିଶ୍ରୀତ ଛତୁଆ ଦେଉଥିବା ନଜରକୁ ଆସିଥିଲା । ସେମାନଙ୍କ ବିରୋଧରେ Continue Reading
ଭୁବନେଶ୍ୱର, ୭/୧୨ : ରାଜଧାନୀ ଘରଭଡ଼ା ଦେବା ନାଁରେ ଡେଣ୍ଟିଷ୍ଟଙ୍କୁ ଚୂନ ଲଗାଇଲେ ଦଲାଲ। ଘରଭଡ଼ା ଦେବାକୁ କହି ୨ମାସର ଅଗ୍ରୀମ ଟଙ୍କା ନେଇଗଲା। ହେଲେ ଶେଷରେ ନାଁ ଘର ମିଳିଲା, ନାଁ ଟଙ୍କା ଫେରିପାଇଲେ ଡେଣ୍ଟିଷ୍ଟ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଏନେଇ ଡେଣ୍ଟିଷ୍ଟ ଜ୍ୟୋତିପ୍ରକାଶ ସାହୁ ଇନଫୋସିଟି ଥାନାରେ ଅଭିଯୋଗ କରିଛନ୍ତି।ଯାଜପୁରରୁ ଆସିଥିବା ଜ୍ୟୋତି ପ୍ରକାଶ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଇଣ୍ଟର୍ନସିପ ପାଇଁ ଆସିଥିଲେ। ରାସ୍ତାକଡ଼ରେ Continue Reading
ସମ୍ବଲପୁର,୬/୧୨ : ଗିରଫ ହେଲେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ । ଏସିଏଫ ରେବତୀ ରମଣ ଯୋଶୀଙ୍କୁ ଆଜି ଗିରଫ ଭିଜିଲାନ୍ସ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ପରେ ଗିରଫ କରାଯାଇଛି।ଏସିଏଫ ରେବତୀ ରମଣ ଯୋଶୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ମାଳ ମାଳ ସମ୍ପତ୍ତିକୁ ଠାବ କରାଯାଇଛି। ଚଢାଉ ବେଳେ ସମ୍ବଲପୁର ଟାଉନରୁ ଏକ ୩ ମହଲା ସମେତ ୩ କୋଠା ମିଳିଛି। ସମ୍ବଲପୁର ଓ ବରଗଡ଼ରେ […]Continue Reading
ଭୁବନେଶ୍ୱର,୭/୧୨: ରାଜ୍ୟରେ ତାପମାତ୍ରା କମିବ। ଆଜିଠାରୁ ଅର୍ଥାତ୍ ଶନିବାରଠାରୁ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ସହିତ ଥଣ୍ଡା ମଧ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।୯ ତାରିଖରୁ ତାପମାତ୍ରା କମିବା ସହିତ ଥଣ୍ଡା ବଢ଼ିବ।ସେହିପରି ୧୦ ତାରିଖରୁ ଉପକୂଳ ଓ ପଶ୍ଚିମ ଓ ରାତି ତାପମାତ୍ରା କମିବାର ସମ୍ଭାବନା ରହିଛି। ଏହାଯୋଗୁ ଶନିବାର ଅଳ୍ପ କୁହୁଡ଼ି ଦେଖାଦେଇପାରେ।Continue Reading
ଭୁବନେଶ୍ୱର, ୬/୧୨ : ଧାନ ଚାଷୀଙ୍କୁ ଅମଳ ଚିନ୍ତା। କାରଣ ଆସୁ ବର୍ଷା! ଆଗାମୀ ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିସହ ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେଣୁ ପ୍ରବର ଶୀତ ହେବ ବୋଲି ଆକଳନ କରାଯାଉଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର […]Continue Reading
ରାଇରଙ୍ଗପୁର, ୬/୧୨ : ଆଜି ପ୍ରଥମ ଥର ନିଜ ଜନ୍ମମାଟି ରାଇରଙ୍ଗପୁରର ଉପରବେଡା ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁ୍ର୍ମୁ । ମୟୂରଭଞ୍ଜକୁ ଚତୁର୍ଥ ଥର ଗସ୍ତ କରିଥିବା ରାଷ୍ଟ୍ରପତି ଉପରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଯାଇଛନ୍ତି ।ସେଠାରେ ନିଜ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢିବାକୁ ପରାମର୍ଶ ଦେଇଛନ୍ତି । ରାଷ୍ଟ୍ରପତି କହିଛନ୍ତି ପାଠ କେବଳ ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ଆବଶ୍ୟକ ।ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, ସମାଜରେ ବଡ Continue Reading
ପାରାଦ୍ଵୀପ, ୬/୧୧୨ : ବିପିସିଏଲ ଗ୍ୟାସ ପାଇପ ଲାଇନ ସମ୍ପ ମରାମତି ବେଳେ ଗଳିପଡି ଯୁବକ ଗୁରୁତର, ଅଚେତ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି କୁଜଙ୍ଗ ମେଡିକାଲ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଛନ୍ତି। ଯାହାକୁ ନେଇ କୁଜଙ୍ଗ ମେଡିକାଲ ପରିସରରେ ଉତ୍ତେଜନା ପରିସ୍ଥିତି ଦେଖିବାକୁ ମିଳିଛି । ଘଟଣାକୁ ନେଇ ପ୍ରତ୍ୟେକ୍ଷଦର୍ଶୀ ଶ୍ରମିକ ମାନଙ୍କ କହିବା ଅନୁଯାୟୀ କଟକ ପାରାଦୀପ ରାସ୍ତାର ତାଳଦଣ୍ଡା ନିକଟରେ ବିପିସିଏଲ ର ପାଇପ ଲାଇନ ମରାମତି କାର୍ୟ୍ୟ Continue Reading
By Subrat Sarangi Paradip, Dec.6: Commemorating the death anniversary of Bharat Ratna Dr. B R Ambedkar, Paradip Port Authority celebrated his legacy as the PPA fraternity led by Shri P.L. Haranadh, Chairman offered floral tributes at the statue of Dr Ambedkar in the morning. They remembered how his pioneering vision united us in the spirit […]Continue Reading




