ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୪/୧୨: ମହିଳା ଓ ଯୁବ ବର୍ଗଙ୍କୁ ଆତ୍ମନିର୍ଭର ଓ ସ୍ଵାବଲମ୍ବୀ କରିବା ପାଇଁ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ଅଭିନବ ପଦକ୍ଷେପ ଗ୍ରହଣ କରିଛି। ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର ଜରିଆରେ ସେମାନଙ୍କୁ ପ୍ରଶିକ୍ଷଣ ଦେବା ସହ ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ମଧ୍ୟ ପଦକ୍ଷେପ ଗ୍ରହଣ କରୁଛି।ଏହି ପରିପ୍ରେକ୍ଷୀରେ ଟିପିଏନଓଡିଏଲ ପକ୍ଷରୁ କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକ ଅନ୍ତର୍ଗତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ /ହରଭଙ୍ଗା ,୪/୧୨ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କୁଶଙ୍ଗ ପଂଚାୟତ କୁମାରୀ ଗ୍ରାମରେ ବୌଦ୍ଧ ପାଳଝାର ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ତରଫରୁ କୃଷିଜୀବୀ ମହିଳା ମାନଙ୍କୁ ନେଇ ପନିପରିବା ଚାଷ ଉପରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଗ୍ରାମର ସ୍ୱୟଂ ସହାୟିକା ଦଳର ମହିଳା ଚାଷୀ ମାନଙ୍କୁ ନେଇ ଏକ ଦିବସ୍ୟୀ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି ।କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ Continue Reading
By Nalini Sahu Bhubaneswar, Dec. 4: Utkal Hospital, a leading super multi-specialty healthcare provider in Odisha, has achieved a historic breakthrough by successfully performing its first cadaveric kidney transplant, setting a new benchmark in the state’s medical care. The patient, a 36-year-old woman battling end-stage kidney disease, had been undergoing regular dialysis Continue Reading
ପୁରୀ, ୪/୧୨ : ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ । ଆଜି ପୁରୀରେ ବିଭିନ୍ନ କାର୍ଯ୍ୟରେ ଯୋଗ ଦେବେ ରାଷ୍ଟ୍ରପତି । ପୁରୀରେ ୯.୩୦ମିନଟ ସମୟରେ ତାଳବଣିଆ ହେଲିପ୍ୟାଡରେ ପହଁଚିଥିଲେ ମହାମହିମ ।ହେଲିପ୍ୟାଡରୁ ବାହାରି ଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ବଡଦାଣ୍ତରେ ଚାଲିଚାଲି ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସାଂସଦ ସମ୍ବିତ ପାତ୍ର ପ୍ରମୁଖ Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର,୪/୧୨: ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଚନ୍ଦ୍ରପୁର ଠାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ହୋଇ ଯାଇଥିଲା ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା ଓ କୃତି ଛାତ୍ର ଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା।ଉକ୍ତ ଦିବସରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କୁ Continue Reading
ମାଲକାନଗିରି, ୪/୧୨: ଭୂମିକମ୍ପରେ ଥରିଲା ମାଲକାନଗିରି। ମୁଲୁଗୁ ଜିଲ୍ଳାରେ ମାଲକାନଗିରି ସହିତ ଛତିଶଗଡ ଏବଂ ସୁକମା ବିଜାପୁର ଆଦି ସ୍ଥାନରେ ସକାଳୁ ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ତେବେ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ପ୍ରାୟ ୫ ଦଶମିକ ୩ ରହିଥିଲା ।ଭୂମିରୁ ୪୦ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ରସ୍ଥଳ ଥିବା ଜଣାପଡିଛି। ଭୂକମ୍ପ ହେବାରୁ ଭୟଭୀତ ହୋଇପଡିଛନ୍ତି ସ୍ଥାନୀୟ ଲୋକେ ଭୟରେ ଲୋକେ। ଏପରିକି କିଛି ଲୋକ ମଧ୍ୟ ଘର ବାହାରକୁ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୧୨ : ଜିଲ୍ଲା ପ୍ରଶାସନ, ବୌଦ୍ଧ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମିଳିତ ଆନୁକୁଲ୍ୟରେ ମଙ୍ଗଳବାର ବୌଦ୍ଧ ଜିଲ୍ଲା ଟାଉନ ହଲ ଠାରେ ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି ।ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପାଳ , ବୌଦ୍ଧ ଶ୍ରୀ ସୁବ୍ରତ ପଣ୍ଡା , ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀ ଜୟକୃଷ୍ଣ ମିଶ୍ର ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରାହୁଲ ପ୍ରଧାନ ମୁଖ୍ୟ […]Continue Reading
By Swagatika Mohanty Rayagada, (Odisha), Dec. 3: The Sijimali bauxite block, spanning Kalahandi and Rayagada districts, holds the promise of transforming the socio-economic fabric of one of Odisha’s most underdeveloped regions. With its vast potential, this mining project is poised to uplift tribal communities while preserving their cultural identity and environmental Continue Reading
ପୁରୀ,୩/୧୨: ଡିସେମ୍ବର ୪ ଅର୍ଥାତ୍ ଆସନ୍ତାକାଲି ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏନେଇ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏଥିପାଇଁ କାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପୁରୀ ପୌରପାଳିକାରେ ଆସନ୍ତାକାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲାପାଳ ସିର୍ଦ୍ଧାଥ ଶଙ୍କର ସ୍ବାଇଁ।ନୌସେନା ଦିବସରେ ୧୫ଟି ଜାହାଜ, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ ବୋଲି ଜଣାପଡିଛିି। ଏୟାରକ୍ରାଫ୍ଟ କ୍ୟାରିୟର Continue Reading
ଓଡ଼ିଶା, ୩/୧୨ : ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ୍ ଫିଲ୍ମ ପ୍ରଯୋଜକ ଏକତା କପୁର। ଓଡ଼ିଶା ବିଧାନସଭାରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ‘ଦି ସାବରମତି ରିପୋର୍ଟ’ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି।ଏଥିସହ ରାଜ୍ୟ ସରକାର ‘ଦି ସାବରମତି ରିପୋର୍ଟ’ ଫିଲ୍ମକୁ କରମୁକ୍ତ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ‘ଦି ସାବରମତି ରିପୋର୍ଟ’ ଫିଲ୍ମର ପ୍ରଯୋଜିକା ହେଉଛନ୍ତି ଏକତା କପୁର।ଏକତା କପୁରଙ୍କ ପ୍ରଯୋଜିତ ଫିଲ୍ମ Continue Reading




