Home Posts tagged ODISHA (Page 307)
Odisha News
କଟକ,୯/୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଚାଳିଛି ଭାରତ ଓ ଇଂଲଣ୍ଡ ମହାମୁକାବିଲା। ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୯.୫ ଓଭରରେ ଇଂଲଣ୍ଡ ସମସ୍ତ ଉଇକେଟ ହରାଇ ୩୦୪ ରନ୍‌ର ବିଶାଳ ସ୍କୋର ଛିଡା କରିଛି। ଫଳରେ ଭାରତ ଆଗରେ ୩୦୫ ରନ୍‌ର ଟାର୍ଗେଟ୍ ରଖିଛି ଇଂଲଣ୍ଡ।ଜବାବରେ ଭାରତୀୟ ଦଳ ବ୍ୟାଟିଂ ଆରମ୍ଭ କରି ୬.୧ ଓଭର ସୁଦ୍ଧା ବିନା କୌଣସି […]Continue Reading
Odisha News
ଭୁବନେଶ୍ୱର, ୯/୨: ଏକ ଦୁଃଖଦ ଘଟଣା ଯାହା ଓଡିଶାର ପ୍ରବାସୀ ଶ୍ରମିକଙ୍କ ଦୁର୍ବଳତାକୁ ପୁନର୍ବାର ଉନ୍ମୋଚନ କରିଛି। ବଲାଙ୍ଗିରର ଜଣେ ବ୍ୟକ୍ତି ଏବଂ ତାଙ୍କ ପୁଅ ତାମିଲନାଡୁରେ ସନ୍ଦେହଜନକ ପରିସ୍ଥିତିରେ ମୃତ ଅବସ୍ଥାରେ ମିଳିଛନ୍ତି।ମୃତକଙ୍କ ନାମ ଅଭିରାମ କଟା ଏବଂ ତାଙ୍କ ପୁଅ ଉତ୍ତମ କଟା। ସେମାନେ ବଲାଙ୍ଗୀର ସିନ୍ଧେକେଲା ଥାନା ଅନ୍ତର୍ଗତ ଡଙ୍ଗାରପଡ଼ା ଗାଁର ବାସିନ୍ଦା ଥିଲେ।ରିପୋର୍ଟ ଅନୁଯାୟୀ, ଏହି ଦୁଇଜଣ ପ୍ରବାସୀ ଶ୍ରମିକ ଭାବରେ କାମ କରିବାକୁ Continue Reading
Odisha News
କଟକ, ୯/୨: କଟକ ବାରବାଟୀରେ ଦ୍ୱିତୀୟ ଦିନିକିଆରେ ଆରମ୍ଭରୁ ଭାରତକୁ ଝଟକା ଲାଗିଛି । ଭ୍ରମଣକାରୀ ଦଳ ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି । ଘରୋଇ ଦଳ ଭାରତ ବୋଲିଂ କରିବାକୁ ମଇଦାନକୁ ଓହ୍ଲାଇବ ।ଭାରତ ଚୂଡ଼ାନ୍ତ ଏକାଦଶରେ ଦୁଇଟି ପରିବର୍ତ୍ତନ କରାଯାଇଛି । ବରୁଣ ଚକ୍ରବର୍ତ୍ତୀ ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବାକୁ ଯାଉଛନ୍ତି । କୁଲଦୀପ ଯାଦବ ବାଦ୍ ପଡ଼ିଛନ୍ତି । ସେପଟେ ଜୟସ୍ୱାଲଙ୍କ ସ୍ଥାନରେ ବିରାଟ କୋହଲି […]Continue Reading
Odisha News
ଭୁବନେଶ୍ୱର, ୯/୨: ରାସନକାର୍ଡକୁ ଇ-କେୱାଇସି ସହ ସଂଯୋଗ କରିବା ନେଇ ରାଜ୍ୟ ସରକାର ଆଉ ଦେବେ ନାହିଁ ସମୟ ।ଆସନ୍ତା ଫେବୃୟାରୀ ୧୫ ତାରିଖ ସୁଦ୍ଧା ଯଦି ଇ-କେୱାଇସି ନ କରିବେ ଦେବେ ସରକାର ରାସନକାର୍ଡରୁ ହିତାଧିକାରୀଙ୍କ ନାମକୁ ତାଙ୍କ ତରଫରୁ କାଟିଦେବେ । ଆଉ ନୂଆ ତାଲିକାରେ ପ୍ରକାଶ କରିବେ ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।ମନ୍ତ୍ରୀଙ୍କ ସୂଚନା ମୁତାବକ, ଫେବୃୟାରୀ ୧୫ ତାରିଖ […]Continue Reading
Odisha News
ଭୁବନେଶ୍ୱର,୯/୨ : ରାଜ୍ୟରୁ ଗତ କିଛିଦିନ ହେଲା ଶୀତ ଉଭାନ ହୋଇଯାଇଥିଲା। ତାପମାତ୍ରା ବୃଦ୍ଧି ପାଇବା ସହ ଲୋକେ ଫେବୃଆରୀ ଆରମ୍ଭରୁ ଗ୍ରୀଷ୍ମ ଋତୁର ଅନୁଭବ କରିଥିଲେ। ହେଲେ ୨ଦିନ ହେଲା ପାରଦ ସାମାନ୍ୟ ତଳକୁ ଖସିବା ସହ ଖରାତାତି ପ୍ରକୋପ କମିଛି।ଶନିବାର ସର୍ବୋଚ୍ଚ ଦିନ ତାପମାତ୍ରା ଅନୁଗୋଳରେ ୩୪.୭ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବାବେଳେ ରାଉରକେଲାରେ ସର୍ବନିମ୍ନ ରାତି ତାପମାତ୍ରା ୯.୭ ଡିଗ୍ରୀ ରହିଥିଲା। ତେବେ ସୋମବାର ସୁଦ୍ଧା ରାତି ତାପମାତ୍ରା ୨ରୁ ୩ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟ ତର୍ଗାବାଲି ଠାରେ ଡିମ୍ବୁଲି ମହୋତ୍ସବ ସମାରୋହ ସମିତି ଆନୁକୂଲ୍ୟରେ ଡିମ୍ବୁଲି ମହୋତ୍ସବ ଚଳିତ ମାସ ୧୮ଓ ୧୯ ଦୁଇଦିନ ଧରି ମହୋତ୍ସବ ସଭାପତି ଗୌରଚନ୍ଦ୍ର ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ , ଏ ନେଇ ସମସ୍ତ କାର୍ଯ୍ୟକ୍ରମ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।ପ୍ରଥମ ତଥା ଉଦଘାଟନ ଦିନ ସକାଳ ୯ଘଣ୍ଟ ସମୟରେ Continue Reading
Odisha News
ଭୁବନେଶ୍ବର, ୮/୨: ରାଜଧାନୀ ଭୁବନେଶ୍ବର ‌ସମେତ କଟକ, ରାଉରକେଲା, ସମ୍ବଲପୁର, ଖୋର୍ଦ୍ଧା ସହରରେ ପରିଚାଳିତ ହେଉଥିବା ସାଧାରଣ ପରିବହନ ବ୍ୟବସ୍ଥା ‘ମୋ ବସ୍’ର ନାମ ପରିବର୍ତ୍ତନ ହେବ। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶନିବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ‘ମୋ ବସ୍‌’ର ନାଁ ପରିବର୍ତ୍ତନ ହୋଇ ‘ଆମ ବସ୍‌’ ହେବ।ଦୁର୍ଘଟଣା ରୋକିବା ପାଇଁଁ ବସ୍‌ରେ କ୍ୟାମେରା ଲାଗିବ। ଗତ କିଛି ଦିନ ହେବ ଲଗାତାର ମୋ ବସ୍ ଦୁର୍ଘଟଣା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୨ :ଶୁକ୍ରବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ଜେଲରେ ଥିବା ବନ୍ଦୀ ମାନଙ୍କୁ ଦିଆଯାଉଥିବା ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମକୁ ପରିଦର୍ଶନ କରିଛନ୍ତି ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଅଜୟ କୁମାର ଦାଶ ।ଶ୍ରୀ ଦାଶ ସେଠାରେ ବନ୍ଦୀ ମାନଙ୍କୁ ଦିଆ ଯାଉଥିବା ଦୁଇଟି ବ୍ୟାଚର ତାଲିମ କାର୍ଯ୍ୟମକୁ ପରିଦର୍ଶନ କରିବା ସହ ତାଲିମ୍ ପୁସ୍ତକ ବଣ୍ଟନ କରିଥିଲେ ।ତା ସହିତ ତାଲିମ୍ ନେଉଥିବା ବନ୍ଦୀ ମାନଙ୍କ Continue Reading
Odisha News Ollywood News
ଭୁୁବନେଶ୍ୱର, ୮/୨: ଅଲିଉଡ ଜଗତରୁ ଆସିଛି ବଡ ଖବର । ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର । ଚିକିତ୍ସା ପାଇଁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉତ୍ତମ ମହାନ୍ତି ଭେଣ୍ଟିଲେଟରେ ଥିବା ନେଇ ସୂଚନା ମିଳିଛି । ତେବେ ପରିବାର ପକ୍ଷରୁ ଏ ନେଇ କୌଣସି ସୂଚନା ଦିଆଯାଇ ନାହିଁ ।ସୂଚନା ଅନୁଯାୟୀ, ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଆମ୍ବୁଲାନ୍ସ ଜରିଆରେ ବାହାର ରାଜ୍ୟକୁ ନିଆଯାଇପାରେ । ବର୍ତ୍ତମାନ ପଟିଆ […]Continue Reading
Odisha News
ଭୁବନେଶ୍ୱର,୮/୨: ଗତକାଲି ସନ୍ଧ୍ୟାରେ କ୍ୟାବିନେଟରେ୧୧ ଟି ବିଷୟରେ ଆଲୋଚନା ହେବା ସହ ଏହି ପ୍ରସ୍ତାବରେ ମୋହର ବାଜିଛି। ଏଥିରୁ ଗୁରୁତ୍ବପୂର୍ଣ୍ଣ ହେଉଛି ପେନସନ୍ ସ୍କିମ୍ । ସରକାରୀ କର୍ମଚାରୀଙ୍କୁ ସର୍ବନିମ୍ନ ୧୦ ହଜାର ଟଙ୍କା ପେନସନ୍ ମିଳିବାକୁ ସୁନିଶ୍ଚିତ କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସୂଚନା ମୁତାବକ, କେନ୍ଦ୍ର କ୍ୟାବିନେଟ ୟୁନିଫଆଡ ପେନସନ ଯୋଜନାକୁ ଅନୁମୋଦିତ କରିଛନ୍ତି । ୨୦୨୫ ପହିଲାରୁ ଏହା କାର‌୍ୟ୍ୟକାରୀ ହେବାର ଅଛି । ଓଡ଼ିଶା ସରକାର ମଧ୍ୟ ଏହି Continue Reading