ପୁରୀ, ୭/୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଜଗନ୍ନାଥଙ୍କ ଦର୍ଶନ ପାଇଁ ପହଞ୍ଚିଥିଲେ ବରୁଣ ଚକ୍ରବର୍ତ୍ତୀ, ୱାଶିଂଟନ ସୁନ୍ଦର ଓ ଅକ୍ଷର ପଟେଲ। କଡ଼ା ସୁରକ୍ଷାରେ ତାଙ୍କୁ ଶ୍ରୀମନ୍ଦିର ଭିତରକୁ ପାଛୋଟି Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୭/୨ : ଜିଲ୍ଲାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବରିଷ୍ଠ ନାଗରିକ ମାନେ ତୀର୍ଥ ଯାତ୍ରାରେ ବାହାରିଛନ୍ତି।ସ୍ଥାନୀୟ ପର୍ଯ୍ୟଟନ ଅଫିସରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ୱର୍ଦ୍ଧନା ଦେବାସହ ସମସ୍ତ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲ।ଏହାପରେ ସେମାନେ ବସ ଯୋଗେ ସମ୍ବଲପୁର ଅଭିମୁଖେ ବାହାରିଥିଲେ।ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇସଲୱାର,ଅତିରିକ୍ତ ଜିଲ୍ଲାପାଳ ଡ଼। ବିଜୟାନନ୍ଦ ସେଠୀ ସବୁଜ ପତାକା Continue Reading
କଟକ,୭/୨: ଫେବୃଆରୀ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଭାରତ ବନାମ ଇଂଲଣ୍ଡ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ ପାଇଁ ଟିକେଟ୍ କଳାବଜାରୀ ଅଭିଯୋଗରେ ପୋଲିସ ଶୁକ୍ରବାର କଟକରେ ତିନି ଜଣଙ୍କୁ ଗିରଫ କରିଛି।ରିପୋର୍ଟ ଅନୁଯାୟୀ, ତିନି ଅଭିଯୁକ୍ତ ମ୍ୟାଚ୍ ପାଇଁ ପ୍ରାୟ ଆଠଟି ଗ୍ୟାଲେରୀ ଟିକେଟ୍ ଅଧିକ ମୂଲ୍ୟରେ ବିକ୍ରି କରୁଥିଲେ। ସେମାନେ ଅନଲାଇନରେ ଟିକେଟ୍ ଫଟୋ ପୋଷ୍ଟ କରି କ୍ରେତାଙ୍କୁ ଖୋଜୁଥିଲେ।ବକ୍ସି ବଜାର ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଟିକେଟ୍ Continue Reading
ଭୁବନେଶ୍ବର, ୭/୨: ଆସନ୍ତାକାଲି (୮ତାରିଖ) ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ।ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ହେଉଛି ବିକାଶର Continue Reading
ଭୁବନେଶ୍ୱର, ୭/୨: ଗରିବ ଖଟିଖିଆଙ୍କ ଦରମା ପାଇଁ ଆସୁଥିବା ଟଙ୍କାକୁ ମିଳିମିଶି ଆତ୍ମସାତ କରିବା ସରକାରୀ ବାବୁଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । କୁବେର ସରକାରୀ ଅଧିକାରୀ ମାଲକାନଗିରି ଜଳଛାୟା ଉପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ ।ଅନ୍ୟମାନେ ହେଲେ ୩ ସରକାରୀ କର୍ମଚାରୀ ମାଲକାନଗିରି କୃଷି ବିଭାଗ ଇଞ୍ଜିନିୟର ମୋହନ ମଣ୍ଡଳ, ଡାଟା ଏଣ୍ଟ୍ରି ଅପରେଟର୍ ବିଶ୍ୱଜିତ୍ ମଣ୍ଡଳ ଓ ଚୁକ୍ତିଭିତ୍ତିକ କର୍ମଚାରୀ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୭/୨ : ଗୁରୁବାର ଅପରାହ୍ନ ୪ ଘଟିକା ସମୟରେ ଜ଼ିଲ୍ଲାପାଳ ଙ୍କ ମିନି ସମ୍ମିଳନୀ କକ୍ଷ ଠାରେ ବୌଦ୍ଧ ଜ଼ିଲ୍ଲା ର ୩ ଗୋଟି ବ୍ଲକ ର ଯୁବକ ମାନଙ୍କୁ ନିଯୁକ୍ତି ଓ ଦକ୍ଷତା ପ୍ରମାଣ ପତ୍ର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଉପ – ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ପ୍ରବୀଣ କୁମାର ବାଣୁଆ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବିତରଣ ଉତ୍ସବ ରେ ୪୫ ଜଣଙ୍କୁ ନିଯୁକ୍ତି ଓ ଦକ୍ଷ […]Continue Reading
ଭୁବନେଶ୍ୱର, ୬/୨: ଐତିହାସିକ କଟକ ବାଲିଯାତ୍ରାକୁ ମିଳିଛି ଜାତୀୟ ମାନ୍ୟତା। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ । ପୂର୍ବରୁ କଟକ ମେୟର ସୁବାସ ସିଂ ମଧ୍ୟ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଙ୍କୁ ଭେଟି ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ।ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ Continue Reading
ଭୁବନେଶ୍ୱର, ୬/୨: ରାଜ୍ୟକୁ ଶତ ପ୍ରତିଶତ ବିପର୍ଯ୍ୟୟ କ୍ଷତିପୂରଣ ଦେବା ସହିତ ରାଜ୍ୟକୁ ମିଳୁଥିବା ଟିକସକୁ ବୃଦ୍ଧି କରିବାକୁ ଷୋଡ଼ଶ ଅର୍ଥ ଆୟୋଗଙ୍କ ନିକଟରେ ଦାବି ରଖିଛନ୍ତି ରାଜ୍ୟ ସରକାର ।ସେହିପରି ୧୨ ଲକ୍ଷ ୫୯ ହଜାର ୧୪୮ କୋଟି ଟଙ୍କା ଦାବି କରାଯାଇଛି । ରାଜ୍ୟର ଅର୍ଥନୈତିକ ସ୍ଥିତି ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ନେଇ ଅର୍ଥ କମିଶନଙ୍କ ସହିତ ଆଲୋଚନା କରାଯାଇଛି ।୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନଙ୍କ ସହ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୨: ରାଜ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ୱିତ କରିବା ତଥା ଗ୍ରାମୀଣ ଜୀବନଧାରଣର ମାନ ବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ “ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଶୁଭାରମ୍ଭ କରିଛନ୍ତି।ଏହି ଯୋଜନାରେ ଗାଁ’ର ଭିତ୍ତିଭୂମି ବିକାଶ ପାଇଁ ବର୍ଷକୁ ହଜାର କୋଟି ଟଙ୍କା ଲେଖାଏଁ, ପାଞ୍ଚ ବର୍ଷରେ ମୋଟ ପାଞ୍ଚ ହଜାର କୋଟି ଟଙ୍କା ବିନିଯୋଗ Continue Reading
କଟକ, ୬/୨ : ଆସନ୍ତା ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା । ତ୍ରୁଟି ଶୂନ୍ୟ ପରୀକ୍ଷା ପରିଚାଳନା ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଁଚିଛି । ଚଳିତ ଥର ପ୍ରଶ୍ନ ପତ୍ର ଲିକ୍ ରୋକିବାକୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ।କ୍ରମିକ ନମ୍ବର ଏବଂ ୱାଟର୍ ମାର୍କ ବ୍ୟବସ୍ଥା କରାଯାଇଛି । ଯାହା ଦ୍ୱାରା କେଉଁ ପରୀକ୍ଷା କେନ୍ଦ୍ର ଏବଂ କେଉଁ ପିଲାର ପ୍ରଶ୍ନ ପତ୍ର […]Continue Reading




