Home Posts tagged ODISHA (Page 31)
Odisha News
ଭୁବନେଶ୍ବର,୨୨/୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।ଆସନ୍ତା ୨୮ ଓ ୨୯ ବେଳକୁ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ କାଳବୈଶାଖୀ ପ୍ରଭାବ ରହିବ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୫ : ଗୁରୁବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ମୁଖ୍ୟ ଡାକ୍ତର ଖାନାରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସରେ ଚିକିତ୍ସାଧୀନ ଥିବା ରୋଗୀ ମାନଙ୍କୁ ଫଳ ବଣ୍ଟନ କରା ଯାଇଥିଲା ।ଜିଲ୍ଲା କଂଗ୍ରେସ କମିଟି ସଭାପତି ଅବଦୁଲ କଲିମ୍ ଖାଁଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସାଧାରଣ ସମ୍ପାଦକ ଦେବରାଜ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ କୁମାର ମହାନନ୍ଦ, ଜେନି Continue Reading
Odisha News
କଟକ,୨୧/୫ : ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି ।ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର Continue Reading
Odisha News
କେନ୍ଦୁଝର, ୨୧/୫ : କେନ୍ଦୁଝର ଜିଲ୍ଲାରେ କାଳବୈଶାଖୀ ନେଇଛି ୩ ଜଣଙ୍କ ଜୀବନ। ପ୍ରବଳ ଝଡ଼ବର୍ଷା ଓ ପବନ ଯୋଗୁଁ ନରଣପୂର ଅଞ୍ଚଳରେ ଏକ ବିରାଟ ଟେଣ୍ଟ ଭୁଶୁଡ଼ି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଏହି ଅଘଟଣ ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ସୂଚନା ଅନୁଯାୟୀ, ନରଣପୂର ଅଞ୍ଚଳରେ ଏକ କାର‌୍ୟ୍ୟକ୍ରମ ପାଇଁ ବଡ଼ ଧରଣର ଟେଣ୍ଟ ବନ୍ଧାଯାଇଥିଲା। ଗୁରୁବାର ଅପରାହ୍ନରେ ହଠାତ୍ ପାଗ ବଦଳି ଯାଇଥିଲା। […]Continue Reading
Business News Top Stories
By Payal Banarjee Rourkela, May 21: The Foundation for Technology & Business Incubation (FTBI) centre of the National Institute of Technology (NIT) Rourkela celebrated its 10th Foundation Day. To mark the celebration, an event was organised at the FTBI premises, NIT Rourkela, to commemorate a decade of FTBI’s contribution to innovation-driven entrepreneurship and Continue Reading
Odisha News
ଭୁବନେଶ୍ବର,୨୦/୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି । କ୍ୟାବିନେଟରେ ଝଞ-ଝଉ ବିଭାଗରୁ ବଡ଼ ଘୋଷଣା କରାଯାଇଛି । ମୋଟ ୧୦୩୨ଟି ପୋଷ୍ଟ ସୃଷ୍ଟି ହୋଇଛି ।ଆଇନ ବିଭାଗର ୩ଟି, ଶକ୍ତି ବିଭାଗର ୨ଟି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧, […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୦/୫ : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ନୟାଗଡ ଜିଲ୍ଲା ଶାଖା ଓ ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ଏକାମ୍ର ନିର୍ବାଚନ ମଣ୍ଡଳୀ ର ମାନନୀୟ ବିଧାୟକ ଶ୍ରୀଯୁକ୍ତ ବାବୁ ସିଂ ମହୋଦୟ ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।ସୂଚନନୁଯାୟୀ ୦୧/୦୬/୨୦୦୮ ରୁ ୦୧/୦୬/୨୦୧୮ ମସିହା ମଧ୍ୟରେ ବିଭିନ୍ନ ଅନୁଦାନ ଓ ଅଣ ଅନୁଦାନ ମହାବିଦ୍ୟାଳୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତି ପାଇଥିବା ଅଧ୍ୟାପକ ଓ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୫ : ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଆଜି ଖୋର୍ଦ୍ଧା ବଲାଙ୍ଗୀର ରେଳ ରାସ୍ତାର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ଓ ପ୍ରଗତିର ସମୀକ୍ଷା ସହିତ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସ୍ଥିତି ସମୀକ୍ଷା ପାଇଁ ଗସ୍ତ କରିଥିଲେ।ସକାଳ ପ୍ରାୟ ୯.୩୦ ଘଟିକାରେ ଜିଲ୍ଲାପାଳ ତିରିଶ ମାଇଲ୍ ଗ୍ରାମକୁ ପହଞ୍ଚି ପ୍ରସ୍ତାବିତ ଚାରିଛକ ରେଳ ଷ୍ଟେସନ୍ ନିର୍ମାଣ ସ୍ଥଳ ପରିଦର୍ଶନ କରିଥିଲେ।ସେଠାରେ ରେଳ ଷ୍ଟେସନ୍ ନିକଟରେ ଥିବା Continue Reading
Odisha News
ଭୁବନେଶ୍ୱର, ୨୦/୫: ରାଜ୍ୟରେ ଅସହ୍ୟ ହେଉଛି ତାତି । ଆଗକୁ ତାତି ବଢିବା ସହ ଅଗ୍ନି ବର୍ଷା ହେବାକୁ ଥିବା ବେଳେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ ସହ ଉଷ୍ମ ରାତ୍ରିର ସ୍ଥିତି ।ଆସନ୍ତା ୨୪ ଘଣ୍ଟାରେ ନୟାଗଡ, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡା ଏହି ୪ ଜିଲ୍ଲାରେ ପ୍ରବଳ ଖରା ଓ ଗରମକୁ ନେଇ ହିଟ୍ ୱେଭ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ବଲାଙ୍ଗିର […]Continue Reading