Home Posts tagged ODISHA (Page 311)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୧୧ : ବୌଦ୍ଧ ବ୍ଲକ୍ ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲୋକକଳା ଗ୍ରାମ ନାରାୟଣ ନଗର ଗ୍ରାମରେ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଭବ୍ୟ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନିମନ୍ତେ ମନ୍ଦିର ନିର୍ମାଣ କମିଟିର ସଭାପତି ରାଜେନ୍ଦ୍ର ମେହେରଙ୍କ ସଭାପତିତ୍ୟରେ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ପ୍ରସ୍ତୁତି ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ Continue Reading
Top Stories
Bhubaneswar, Nov. 21: A Village Agriculture Worker (VAW) from Bhatapada Panchayat, under Chandbali block in Odisha’s Bhadrak district, has been suspended for allegedly demanding bribes from farmers affected by Cyclone Dana to facilitate government assistance. The Chief District Agriculture Officer suspended the VAW, identified as Bhagabati Kisan, after a video showing her Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୧୧ : ବୌଦ୍ଧ ବ୍ଲକ୍ ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲୋକକଳା ଗ୍ରାମ ନାରାୟଣ ନଗର ଗ୍ରାମରେ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଭବ୍ୟ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନିମନ୍ତେ ମନ୍ଦିର ନିର୍ମାଣ କମିଟିର ସଭାପତି ରାଜେନ୍ଦ୍ର ମେହେରଙ୍କ ସଭାପତିତ୍ୟରେ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ପ୍ରସ୍ତୁତି ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ Continue Reading
Odisha News
ଭୁବନେଶ୍ୱର,୨୧/୧୧: ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨୪ ତାରିଖରେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥର ୨୦ରୁ ୨୫ ଲକ୍ଷ ମହିଳା ଏହି ଟଙ୍କା ପାଇବେ ।ତେବେ ଏହି ପର୍ଯ୍ୟାୟରେ ରାଜ୍ୟର ଲକ୍ଷ ଲକ୍ଷ ଅଙ୍ଗନବାଡି କର୍ମୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୧ : ସିଭିଲ୍ ଇଞ୍ଜିନିୟରିଂ ବିଭାଗ ଏବଂ ଡାଟା ସାଇନ୍ସ ଏବଂ ମେସିନ୍ ଲର୍ନିଂ କେନ୍ଦ୍ର ଦ୍ବାରା ସ୍କୁଲ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜିର ସହଭାଗୀତାରେ ସେଞ୍ଚୁରିଅନ୍ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ, ପାରଳାଖେମୁଣ୍ଡିଠାରେ ହାଇବ୍ରିଡ୍ ଓରାଲ୍ ଏବଂ ପୋଷ୍ଟର ଉପସ୍ଥାପନା ସହିତ “ଚତୁର୍ଥ ଆନ୍ତର୍ଜାତୀୟ ଭୌଗୋଳିକ ସୂଚନା ପ୍ରଣାଳୀ (ଜି:ଆଇ:ଏସ୍) ଦିବସ – ୨୦୨୪\” ଆୟୋଜିତ Continue Reading
Odisha News
ମାଲକାନଗିରି,୨୧/୧୧: ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲା ଏମ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ଏହି ଗୁଳି ବିନିମୟ ହୋଇଛି।ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ବେଳେ ଦୁଇ ମାଓବାଦୀଙ୍କୁ କାବୁ କରିଛନ୍ତି ଯବାନ । ସେପଟେ ମାଓବାଦୀଙ୍କ ଗୁଳିରେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ଆହତ ଯବାନଙ୍କ ନାମ ଡମ୍ବରୁ ବଡନାୟକ । ତାଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ୫ ଦିନ ଚାଲିବା ପରେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁ ଓ ସାଧୁ ସନ୍ଥଙ୍କ ଉପସ୍ଥିତ ରେ ହରେକୃଷ୍ଣ ହରେ ରାମ ଓ ମନ୍ତ୍ର ଧ୍ୱନି ରେ ସମଗ୍ର ମନ୍ଦିର ପ୍ରକମ୍ପିତ ହୋଇଉଠିଥିଲା ।ସକାଳୁ ସୂର୍ଯ୍ୟ ପୂଜା ,ସାଲା ପୂଜା ,ଦେବତା ମାନଙ୍କ ନଗର ଭ୍ରମଣ ,ଘୃତ ଯଜ୍ଞ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୧୧ : ବୁଧବାର ସନ୍ଧ୍ୟା ରେ ବାଳିକା ଉଚ୍ଚ ବିଦ୍ୟାଳୟ, ବଡ଼ବନ୍ଧ ଠାରେ ଜ଼ିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ, ସରଗି ଫୁଲ ,୨୦୨୪ଉଦଯାପିତ ହୋଇଯାଇଛି ।ମୁଖ୍ୟଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ତଥା ସି. ଡ଼ି. ଇ. ଓ. ଶ୍ରୀଯୁକ୍ତ ଅନିରୁଦ୍ଧ ପ୍ରଧାନ, ସମ୍ମାନିତ ଅତିଥି ଭାବେ ଉପ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଜ଼ିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଅତିରିକ୍ତ ଜ଼ିଲ୍ଲା ଶିକ୍ଷା Continue Reading
Odisha News
ଭୁବନେଶ୍ୱର,୨୦/୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଏବଂ ପତ୍ରବିନିମୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। । ୧୮ ତାରିଖରେ ବିଜ୍ଞାନ ବିଭାଗର ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ […]Continue Reading