ଭୁବନେଶ୍ୱର, ୨୯/୧: ମେଡ଼ିସିନ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ଫଳରେ ଜଳି ପୋଡ଼ି ଛାରଖାର ହୋଇଯାଇଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ ସାମଗ୍ରୀ ।ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱର ରୁଦ୍ରପୁରସ୍ଥିତ ଫାର୍ମା ୱାଲ୍ଡ ଗୋଦାମରେ । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକେ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛନ୍ତି ।ବୁଧବାର ସକାଳୁ ସକାଳୁ ରୁଦ୍ରପୁରରେ ଥିବା ସିମ୍ଫୋନୀ ମଲ ନିକଟସ୍ଥ ଫାର୍ମା ୱାର୍ଲ୍ଡ ମେଡ଼ିସିନ୍ ଗୋଦାମରେ କୌଣସି କାରଣ ବଶତଃ ନିଆଁ ଲାଗି […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧ : ବୌଦ୍ଧ ସଦର ସ୍ଥିତ ଯୋଗୀନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟର ସେଣ୍ଟେନାରୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମ୍ମିଳନୀ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଟେମଲାଲ ଦୁବେଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି କ୍ଷ ସର୍ବ ପ୍ରଥମେ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା, ବୌଦ୍ଧର ଟିସି ସ୍ବର୍ଗତ ଚିତ୍ତ ରଂଜନ ସାମଲଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟର ଶୋକ ସଭା କରା Continue Reading
ଭୁବନେଶ୍ୱର,୨୮।୧: ୨୯ ଓ ୩୦ରେ ବ୍ୟାଙ୍କ ଯାଆନ୍ତୁ। ସୁଭଦ୍ରା ଆବେଦନକାରୀଙ୍କୁ ପ୍ରେସମିଟ୍ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ପ୍ରଭାତୀ କହିଛନ୍ତି, ଆସନ୍ତା କାଲି ଓ ପଅରଦିନ ବ୍ୟାଙ୍କ ଯାଆନ୍ତୁ।ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ। ଯେଉଁମାନଙ୍କୁ କଲ ଆସିଛି, ମେସେଜ ଆସିଛି ସେମାନେ ବ୍ୟାଙ୍କ ଯାଆନ୍ତୁ।ଏନ୍ପିସିଆଇ ଦ୍ବନ୍ଦ୍ବ ଦୂର ପାଇଁ ଆବେଦନକାରୀଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ। ବ୍ୟାଙ୍କମାନଙ୍କରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୧ : ବୌଦ୍ଧ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ଵାରା ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ସଦଭାବନା ସଭାଗୃହ ଠାରେ ଲିଙ୍ଗଗତ ବୈଷମ୍ୟ , ପୋଷ୍ୟ ସନ୍ତାନ ଗ୍ରହଣ ଅଧିନିୟମ-୨୦୨୨ ଓ PC&PNDT Act. ଉପରେ ଏକ ଦିବସୀୟ କାର୍ମଶାଳା ଅନୁଷ୍ଟିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ ଆଇନ ଅନୁଯାୟୀ ପୋଷ୍ୟ ସନ୍ତାନ ଗ୍ରହଣ Continue Reading
କେନ୍ଦୁଝର,୨୮/୧: ପଖାଳ ଖାଇ ତେଲକୋଇ ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ହଷ୍ଟେଲର ୨୨ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ଅସୁସ୍ଥ ଛାତ୍ରୀଙ୍କୁ ତେଲକୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି।ମଙ୍ଗଳବାର ତେଲକୋଇ ବ୍ଲକ ଓରିୟାଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା କିଛି ଛାତ୍ରୀ ବିଦ୍ୟାଳୟରେ ବାନ୍ତି କରିବା ସହ ଅସୁସ୍ଥ ହୋଇ ପଡ଼ିଥିଲେ। ଜଣେ ପରେ ଜଣେ ଛାତ୍ରୀ ଅସୁସ୍ଥ ହେବାରୁ ସ୍କୁଲ କର୍ତ୍ତୃପକ୍ଷ ତୁରନ୍ତ ଛାତ୍ରୀଙ୍କୁ ତେଲକୋଇ Continue Reading
ଭୁବନେଶ୍ୱର,୨୮/୧: ଦେଶର ବିକାଶର ଗ୍ରୋଥ୍ ଇଞ୍ଜିନ ହେଉଛି ପୂର୍ବ ଭାରତ ଏବଂ ଓଡ଼ିଶାର ଏଥିରେ ବଡ଼ ଭୂମିକା ରହିଛି । ଇତିହାସ ସାକ୍ଷୀ ରହିଛି ଯେତେବେଳେ ବିଶ୍ୱ ବିକାଶରେ ଭାରତର ବଡ଼ ଭାଗୀଦାରୀ ଥିଲା ସେତେବେଳେ ପୂର୍ବ ଭାରତର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଥିଲା ।ପୂର୍ବଭାରତରେ ଦେଶରେ ବଡ଼ ଇଣ୍ଡଷ୍ଟ୍ରିଆଲ୍ ହବ୍ ଏବଂ ବ୍ୟବସାୟ ଥିଲା । ଆଉ ସେଥିରେ ଓଡ଼ିଶାର ଭୂମିକା ଥିଲା । ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କରିବା ଅବସରରେ କହିଛନ୍ତି ପ୍ରଧାନମନ୍ତ୍ରୀ Continue Reading
ଭୁବନେଶ୍ବର, ୨୮/୧: କଲବଲ କଲା କୁହୁଡି । ରାଜଧାନୀରେ ସକାଳୁ ସକାଳୁ କୁହୁଡିର କର୍ଫ୍ୟୁ ଦେଖିବାକୁ ମିଳିଛି । ସାଙ୍ଘାତିକ କୁହୁଡି ପାଇଁ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ତେବେ ଘନ କୁହୁଡିର ମାତ୍ରା ଏତେ ଅଧିକ ଥିଲା ଯେ ଦଶ ପାଦ ଆଗକୁ ବି କିଛି ଦେଖା ଯାଉନଥିଲା । ରାସ୍ତାରେ ଗାଡି ମଟର ଚଳାଚଳ କରିବା ଏକପ୍ରକାର କଷ୍ଟସାଧ୍ୟ ହୋଇଥିଲା । ପ୍ରବଳ କୁହୁଡି ପାଇଁ ଦୁର୍ଘଟଣାର ଆଶଙ୍କା ଥିବାରୁ ଗାଡିର କଣ୍ଟା ୨୦ରୁ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୧ : ନାରାୟଣନଗର ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଉତ୍ସବ, ହରିନାମରେ କମ୍ପୁଛି ସାରା ନାରାୟଣନଗର, ଦ୍ୱିତୀୟ ଦିନରେ କୃଷ୍ଣ ଜନ୍ମ, କୃଷ୍ଣବଳରାମଙ୍କ ନାମ କରଣ ଓ ପୁତୁନାକୁ ଗୋପପୁର ପ୍ରେରଣ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ନିର୍ମାତ ହୋଇଥିବା ଭବ୍ୟ ଯୁଗ୍ମ ମନ୍ଦିର ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ପ୍ରତିଷ୍ଠା ଦିବସର ଚତୁର୍ଥ ଦିବସରେ କୃଷ୍ଣ ଜନ୍ମ ଓ ପୁତନାକୁ ଗୋପପୁର ପ୍ରେରଣ Continue Reading
By Subrat Sarangi Angul, Jan.27: Jindal Steel & Power (JSP) celebrated the 76th Republic Day on Sunday at the newly built sports complex inside Jindal Nagar, Angul. JSP’s Chairman and three-time Member of Parliament from Kurukshetra, Haryana, Sri Naveen Jindal, unfurled the National Flag in the presence of Sri Pankaj Malhan, Angul Location Head and […]Continue Reading
ପାରାଦୀପ,୨୭/୧: ଜଗତସିଂହପୁର ଜିଲା ପାରାଦୀପ ସମୁଦ୍ର କୂଳରେ ସୋମବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ୧୦ଉଠା ଦୋକାନୀଙ୍କୁ ଧକ୍କା ଦେବା ସହ ଏକ କାଠ ପୋଲରେ ପିଟିହୋଇ ଯାଇଥିଲା।ଦୁର୍ଘଟଣାରେ ୨ଜଣ ଦୋକାନୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଅଠରବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ବୋଲେରୋରେ ଥିବା ୪ଜଣଙ୍କୁ ସ୍ଥାନୀୟ ଲୋକେ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଜଟାଧାର ମୁହାଣ ସାମୁଦ୍ରିକ ଥାନା ପୋଲିସ Continue Reading




