ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଓଡ଼ିଶା, ୨୩/୧ : ମାତୃଭୂମିର ସେବା କରିବା ପାଇଁ ଯେଉଁ କେତେଜଣ ଜାତୀୟ ବୀର ଜୀବନକୁ ଉତ୍ସର୍ଗ କରିଥିଲେ ସେମାନଙ୍କ ମଧ୍ୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ ଅନ୍ୟତମ । ସମଗ୍ର ଭାରତକୁ ଯେତେବେଳେ ପରାଧୀନତାର ରାହୁ ଗ୍ରାସ କରିଥିଲା ।ସେହି ସମୟରେ ଆଜାଦ ହିନ୍ଦ ଫୌଜ ଗଠନ କରି ବ୍ରିଟିଶ ଶାସକଙ୍କ ବିରୁଦ୍ଧରେ ରଣହୁଙ୍କାର ଦେଇ ଭାରତୀୟ ମାନଙ୍କ ହୃଦୟରେ ଏକ ବୈପ୍ଲବିକ ସଂଗ୍ରାମର ଆହ୍ୱାନ ଦୃଢ଼ୀଭୂତ କରି ଭାରତର […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୧ : ସରସରା ସରକାରୀ ହାଇସ୍କୁଲଠାରେ ଜୁନିୟର ରେଡ଼କ୍ରସ ଜିଲ୍ଲାସ୍ତରୀୟ ଶିକ୍ଷା ଓ ପ୍ରଶିକ୍ଷଣ ଓ ରକ୍ତଦାନ ଶିବିର ହରଭଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ଲୁହାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି ।ସଭାରେ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ସୁବ୍ରତ କୁମାର ପଣ୍ଡା ୩ଟି ମା,୩ଟି ଅ ଓ ୩ଟି ସେବାର ପ୍ରେରଣାଦାୟୀ ବକ୍ତବ୍ୟ ମାଧ୍ୟମରେ ରେଡ଼କ୍ରସ ଜୁନିଅରଙ୍କୁ ଶୃଙ୍ଖଳିତ ଓ ସମୟାନୁବର୍ତ୍ତୀ ହେବାକୁ Continue Reading
ଭୁବନେଶ୍ୱର, ୨୨/୧ : ଗରିବଙ୍କ ରାସନକାର୍ଡକୁ କବଜା କରି ବସିଥିବା ବଡ଼ ବଡ଼ିଆ ସରକାରୀ ଅଧିକାରୀଙ୍କୁ ପୁଣି ଥରେ ଚେତାବନୀ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।ଅଯୋଗ୍ୟ ହିତାଧିକାରୀଙ୍କୁ ଆତ୍ମସମର୍ପଣ କରିବାକୁ ଆହ୍ୱାନ କରିଛନ୍ତି ମନ୍ତ୍ରୀ । ଯଦି ସରକାରଙ୍କୁ କାର୍ଡ ନ ଫେରାନ୍ତି ତାହା ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରୋକ୍ ଠୋକ୍ ଶୁଣାଇ ଦିଆଯାଇଛି ।ମନ୍ତ୍ରୀ କହିଛନ୍ତି ଯେ ସାରା ରାଜ୍ୟରେ ଲକ୍ଷ ଲକ୍ଷ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧ : ଆଇ:ଏସ:ଆର:ଡି: “ସଖୀ ୱାନ ଷ୍ଟପ ସେଣ୍ଟର” , ଗଜପତି ତରଫରୁ ରାଷ୍ଟ୍ରୀୟ ବାଳିକା ଦିବସ ସପ୍ତାହ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କେରାଣ୍ଡି ଗ୍ରାମ ପଞ୍ଚାୟତ ସ୍ଥିତ କେରାଣ୍ଡି ପଞ୍ଚାଯତ କାର୍ଯ୍ୟାଳୟ ଠାରେ ପାଳିତ ହୋଇଯାଇଛି।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଇ:ଏସ:ଆର:ଡି: “ସଖୀ ୱାନ ଷ୍ଟପ ସେଣ୍ଟର” ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥ ଅତିଥି ମାନଙ୍କୁ ସ୍ଵାଗତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୧ : ଆଜି ତିଳେଶ୍ୱର ପଞ୍ଚାୟତ ବିଜୁ ଜନତାଦଳର କର୍ମୀସମ୍ମିଳନୀ ସ୍ଥାନୀୟ ରାମଗଡ଼ ଜଗନ୍ନାଥ ବନ ପ୍ରକଳ୍ପ ଠାରେ ଜ୍ଞାନ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏହି କର୍ମୀସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରି ନବୀନ ବାବୁଙ୍କ ସରକାର କ୍ଷମତାକୁ ଆସିବା ପୂର୍ବରୁ ସତୁରୀ ପ୍ରତିଶତ ଗରିବ ସୀମାରେଖା ତଳେ ଥିବା ଓଡ଼ିଆଙ୍କୁ Continue Reading
ଭୁବନେଶ୍ୱର,୨୨/୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ୟ୍ୟ […]Continue Reading
By Swagatika Mohanty Berhampur, Jan.21: TP Southern Odisha Distribution Limited (TPSODL) is actively promoting road safety awareness through a month-long campaign as part of National Road Safety Month. Under the theme “Be A Road Safety Hero,” the company has launched a series of impactful initiatives across Southern Odisha, reinforcing its commitment to community Continue Reading
ଭୁବନେଶ୍ୱର,୨୧/୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ।ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ ୫ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ।ଫେବ୍ରୁଆରୀ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପରେ ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ। ପୁନଃ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ୨ୟ ପର୍ଯ୍ୟାୟ ଅଧିବେଶନ କାର୍ଯ୍ୟ ଚାଲିବ।Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୧ : ମନ୍ଦିର ପ୍ରତିଷ୍ଠା ପାଇଁ ସାମ୍ବାଦିକ ସମ୍ମିଳନୀ ନାମଯଜ୍ଞ ମଣ୍ଡପ ପୁରୀ ମନ୍ଦିର ଭଳି ନିର୍ମିତ ବୌଦ୍ଧ ଜିଲ୍ଲା ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀରାମଚନ୍ଦ୍ରଙ୍କ ଭବ୍ୟ ଯୁଗ୍ମ ମନ୍ଦିର ଜାନୁଆରୀ ୨୪ ତାରିଖ ଠାରୁ ଫେବୃଆରୀ ୩ ତାରିଖ ଏଗାର ଦିନ ବ୍ୟାପି ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ ।ଏନେଇ ମଙ୍ଗଳବାର ମନ୍ଦିର ନିର୍ମାଣ କମିଟି ପକ୍ଷରୁ ଏକ ସାମ୍ବାଦିକ Continue Reading
ଭୁବନେଶ୍ୱର, ୨୧/୧ : ବହୁ ବିଳମ୍ବରେ ଉଦଘାଟିତ ହୋଇଛି ବହୁ ପ୍ରତୀକ୍ଷିତ ହଂସପାଳ ଫ୍ଲାଏ ଓଭରବ୍ରିଜ୍ । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଫିତା କାଟି ଶୁଭ ଉଦଘାଟନ କରିଛନ୍ତି ।୨୪ କୋଟି ବ୍ୟୟବରାଦରେ ହଂସପାଳ ଫ୍ଲାଏ ଓଭର ବ୍ରିଜ୍ ନିର୍ମାଣ ହୋଇଛି । ଏହା କଟକ ଏବଂ ଭୁବନେଶ୍ୱର ରାସ୍ତାକୁ ସଂଯୋଗ କରୁଛି । କଟକରୁ ଭୁବନେଶ୍ୱର ଆସୁଥିବା ଯାତ୍ରୀ ଗତ ବର୍ଷ ଏହି ବ୍ରିଜ ବ୍ୟବହାର କରିପାରୁଥିବାବେଳେ ଏଣିକି ଭୁବନେଶ୍ୱରରୁ କଟକକୁ ଯାଉଥିବା ଗାଡ଼ି […]Continue Reading




