Home Posts tagged ODISHA (Page 324)
Odisha News
ଭୁବନେଶ୍ୱର,୪/୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି।ଚଳିତ ବର୍ଷ ୮୦ ଲକ୍ଷ ଟନ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। କୁଇଣ୍ଟାଲ ୩୧୦୦ ଟଙ୍କାରେ ସରକାର ଧାନ କିଣିବେ। ଗଝଚ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର […]Continue Reading
Odisha News
ରାଉରକେଲା, ୩/୧୧ : ସାମାନ୍ୟ ବଚସା ନେଲା ଉଗ୍ର ରୂପ। ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ। ଏପରି ଘଟଣା ଘଟିଛି ରାଉରକେଲାର ଟ୍ରାଫିକ ଗେଟ୍ ମାର୍କେଟରେ। ଆହତ ଯୁବକ ଅଭ୍ୟାସ ରାୟଙ୍କୁ ଉଦ୍ଧାର କରାଯାଇ ଆରଜିଏଚ୍‌ରେ ଭର୍ତ୍ତି କରାଯାଇଛି।ଆଜି ସକାଳେ ରାଉରକେଲା ଟ୍ରାଫିକ ଗେଟ୍ ମାର୍କେଟ ନିକଟରେ କୌଣସି କଥାକୁ ନେଇ ୨ରୁ୩ ଜଣ ଯୁବକଙ୍କ ସହ ସଂପୃକ୍ତ ଯୁବକଙ୍କର ବଚସା ହୋଇଥିଲା।ପରେ ଏହି ବଚସା ଉଗ୍ରରୂପ ନେଇଥିଲା। ପରେ ଦୁର୍ବୃତ୍ତମାନେ ଯୁବକଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୧୧ : ଗଜପତି ଜିଲ୍ଲାର ବଣ ପାହାଡ ଘେରା ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଳକାଞ୍ଚଳରେ ବର୍ଷ ବର୍ଷ ଧରି ବସବାସ କରି ଆସୁଥିବା ଆଦିମ ଜନଜାତିଙ୍କ ସାମୁହିକ ବିକାଶ କରି ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଲକ୍ଷ୍ୟ ନେଇ ଗତ ୭ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ଓପିଇଏଲଆଇପି: ପ୍ରକଳ୍ପ ହଠାତ କିଛି ମାସ ହେଲା ସମ୍ପୂର୍ଣ ଭାବେ ବନ୍ଦ ହୋଇପଡିଛି ।ସେହି ପ୍ରକଳ୍ପ ବନ୍ଦ ହୋଇ ପଡିଥିବା ଯୋଗୁଁ ସଂପୃକ୍ତ […]Continue Reading
Odisha News
କଟକ, ୪/୧୧ : କାଳୀ ମେଢ଼ ଭଷାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଉଭୟ ପକ୍ଷର ୬ ଜଣ ଆହତ ହୋଇଛନ୍ତି। କଟକର ଚାନ୍ଦିନୀଚୌକ ରୟାଲ ଗାର୍ଡେନ ନିକଟରେ ଏହି ସଂଘଷ ହୋଇଛି। ଆହତ ୬ ଜଣଙ୍କୁ କଟକ ସିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ପୁଲିସର ସୂଚନା ଅନୁଯାୟୀ, ମହମ୍ମଦିୟା ବଜାର ଅଞ୍ଚଳର କିଛି ଯୁବକ କାଳୀ ମେଢ଼ ବିସର୍ଜନ କରି ଫେରୁଥିବା ସମୟରେ ଚାନ୍ଦିନୀଚୌକ ହସିନାବାଗ ଅଞ୍ଚଳର କିଛି ଯୁବକଙ୍କ ସହ କୌଣସି କଥାକୁ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର,୩/୧୧ : ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ ବଲାଙ୍ଗିର ଗସ୍ତ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଗସ୍ତକରି କାର୍ଯ୍ୟକ୍ରମ ଗୁଡିକରେ ଯୋଗ ଦେବା ପରେ ସ୍ଥାନୀୟ ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ସକାଳ ୧୦ ଟା ସମୟରେ ବଲାଙ୍ଗିରର ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଡାକି ତାଙ୍କ ସହିତ ଭାବ ବିନିମୟ ଆଲୋଚନା କରିଥିଲେ।ବଲାଙ୍ଗିର ଜିଲ୍ଲାକୁ ଓଡ଼ିଶାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୧୧ : ଆସନ୍ତା ଡ଼ିସେମ୍ବର ମାସ ୧୮ ରୁ ୨୨ ତାରିଖ ୫ ଦିନ ବ୍ୟାପୀ ଜିଲ୍ଲାସ୍ତରୀୟ ଗଜପତି ମହୋତ୍ସବ- ୨୦୨୪ ଅନୁଷ୍ଠିତ ହେବ ।ଏହାକୁ ନେଇ ସ୍ଥାନୀୟ ଆର-ସେଟି ହଲ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକରେ ସର୍ବସମ୍ମତି କ୍ରମେ ଶେଷ ନିଷ୍ପତ୍ତି ନିଆଯାଇଛି ।ଗଜପତି ଜିଲ୍ଲାର ଲୋକ କଳା ଓ ସାଂସ୍କୃତିକ ଉତ୍ସବକୁ ସୁରୁଖୁରୁରେ ତୁଲାଇବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତ ପରିଷଦ ଅଧ୍ୟକ୍ଷ ଶ୍ରୀ ବିଜୟ […]Continue Reading
Odisha News
ଭୁବନେଶ୍ୱର,୩/୧୧: ବିଜେଡି ଖୁବ୍‌ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର।ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ ଚେଇଁକି ସ୍ବପ୍ନ ଦେଖୁଛନ୍ତି। ଖୁବ୍‌ଶୀଘ୍ର କ’ଣ ଆଗାମୀ ଦଶନ୍ଧି ଯାଏ ବି ବିଜେଡି କ୍ଷମତାକୁ ଆସିପାରିବ ନାହିଁ। ଦୁଇ ନେତାଙ୍କ ଏପରି କଥାରେ କଥାରେ ଆକ୍ରମଣ ପ୍ରତି ଆକ୍ରମଣ ରାଜନୈତିକ ମହଲରେ ହଲଚଲ୍ ସୃଷ୍ଟି Continue Reading
Odisha News
ଓଡ଼ିଶା,୩/୧୧ : ୩ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୮ରୁ ୨୦ ତାରିଖ ପର‌୍ୟ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୧: ବୌଦ୍ଧରେ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉଦ୍ଦେଶ୍ୟରେ ଏକ ସଚେତନତା ସଭା ଓ ଶପଥ ପାଠ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟଅତିଥି ଭାବେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗଦେଇ ସମସ୍ତଙ୍କୁ ଦୁର୍ନୀତି ନିବାରଣ ଉଦ୍ଦେଶ୍ୟରେ ଶପଥପାଠ କରାଇଥିଲେ ଏବଂ ମାଠିଆ ପରି ସବୁ ଆହରଣ କରି ଦୁଃଖ ପାଇବା ବଦଳରେ ପାଣି ଜଗ ଭଳି ପ୍ରଦାନ ବା Continue Reading
Odisha News
ପୁରୀ, ୩/୧୧ : ଅଧା ରହିଲା ଜଗା ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଅଟୋକୁ ଏକ ଟ୍ରକ୍ ପଛପଟୁ ଧକ୍କା ଦେବାରୁ ଜଣେ ହବିଷ୍ୟାଳିଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଘଐ-୧୬ ଟାଙ୍ଗୀ ଚଣ୍ଡେଶ୍ୱର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଆଜି ସକାଳେ କୟଥ ପଲା ଗାଁର ୭ ଜଣ ହବିଷ୍ୟାଳି […]Continue Reading