Home Posts tagged ODISHA (Page 329)
Odisha News
ଜଗତସିଂହପୁର, ୪/୧ : ପୁଣି କାଳ ହେଲା ବାଣ ବିସ୍ଫୋରଣ। ଉଡ଼ିଗଲା ଘରର ଛାତ। ଦୁର୍ଘଟଣାରେ ଗୋଟିଏ ପରିବାରର ୨ ଜଣକର ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି। ୨ ମୃତକ ଦୁଇ ଜଣ ହେଲେ ବଡ଼ ବାଗ ଗାଁର ରାଜେଶ ଦାସ ଓ ତାଙ୍କ ସ୍ତ୍ରୀ ରାନୀ ଦାସ। ସେହିଭଳି ଆହତମାନେ ହେଲେ ମୃତ ରାଜେଶଙ୍କ ଭାଇ ପରେଶ ଦାସ ଓ ତାଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ଦାସ।ଗତକାଲି ରାତିରେ ଜଗତସିଂହପୁର ସଦର […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୧ : ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳା ର ଦ୍ଵିତୀୟ ଦିନର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଦ୍ଵିତୀୟ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ କଣ୍ଟାମାଲ ବିଧାୟକ ଶ୍ରୀଯୁକ୍ତ କହ୍ନେଇ ଚରଣ ଡାଙ୍ଗ ଏବଂ ସମ୍ମାନିତ ଅତିଥି ଭାବେ ବୌଦ୍ଧ ପଂଚାୟତ ସମିତି ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ବୌଦ୍ଧଗଡ଼ ଏନ. ଏ. ସି. ର ଅଧ୍ୟକ୍ଷ ଶ୍ରୀଯୁକ୍ତ ମୃତ୍ୟୁଞ୍ଜୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୧ : ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଜଳିଗଲେ ସରପଞ୍ଚଙ୍କ ପତ୍ନୀ । ସରପଞ୍ଚ ବି ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିବା ବେଳେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକରେ ଶ୍ରୀବନ୍ତ ମେହେର ଓ ତାଙ୍କ ପତ୍ନୀ ରହୁଥିଲେ। ଶ୍ରୀବନ୍ତ ବାଣିଭୂଷଣପୁର ପଞ୍ଚାୟତର ସରପଞ୍ଚ ଥିବା ବେଳେ ପତ୍ନୀ ବିଷ୍ଣୁପ୍ରିୟା ଶିକ୍ଷକତା କରୁଥିଲେ ।ଗତକାଲି ବିଷ୍ଣୁପ୍ରିୟା Continue Reading
Odisha News
ଭୁବନେଶ୍ୱର,୩/୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ।୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା ମିଳିବ। ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା ବେଳେ ୨୯୧ କୋଟି ସହାୟତା ମିଳିବ Continue Reading
Odisha News
ଅନୁଗୁଳ, ୩/୧ : ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗ୍ରାମରେ ଗତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାତି ଅଧରେ ଦୁର୍ବୃତ୍ତ ପଶି ଘରେ ଶୋଇଥିବା ନାବାଳକ ଭାଇଭଉଣୀଙ୍କୁ ଗୁଳିମାଡ଼ କରିଛନ୍ତି। ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ତେବେ ଦୁର୍ବୃତ୍ତ ପତ୍ତା ମିଳି ପାରିନି।ଗୁଳିମାଡ଼ର ଶିକାର ହୋଇଥିବା ନାବାଳକ ଭାଇଭଉଣୀ ହେଲେ ପ୍ରଫୁଲ୍ଲ ମିର୍ଧାଙ୍କ ୧୫ ବର୍ଷୀୟା ଝିଅ ଜାଜ୍ଞସେନି ମିର୍ଧା ଓ ୧୧ ବର୍ଷୀୟ ପୁଅ ପ୍ରକାଶ ମିର୍ଧା । ଗତ […]Continue Reading
Odisha News
ଭୁବନେଶ୍ୱର, ୩/୧: ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଶପଥ ନେଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ସରଣ ସିଂହ କମ୍ଭମପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।ଏହି ଶପଥ ସମାରୋହରେ ବାଚସ୍ପଚତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସାଂସଦ, ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୧ : ବୌଦ୍ଧ ଆଜି ବିଜୁ ଜନତାଦଳ ପକ୍ଷରୁ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ଏନଏସି ଅଧକ୍ଷ ମୃତ୍ୟୁଞ୍ଜୟ ମିଶ୍ର ରାଜ୍ୟ ସହସମ୍ପାଦକ ଅଶୋକ ସାହୁ ଜିଲ୍ଲାକାର୍ଯ୍ୟକାରୀ ସଭାପତି ସୁବୋଧ ପ୍ରଧାନ ଯୁବନେତା ଅବକାଶ ସାହୁ ଅରୁଣ ପ୍ରଧାନ ସୀତାଂଶୁ ମହାକୁଡ଼ ଗରୁଡ଼ ପ୍ରଧାନ ଯୋଗେଶ୍ୱର ମହାଙ୍କୁଡ ପ୍ରମୁଖଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କ କାର୍ଯ୍ୟଳୟକୁ ଯାଇ ଡବଲ ଇଞ୍ଜିନ ସରକାର ନିର୍ବାଚନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧ : ଗଜପତି ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ଆଜି ପାରଳାଖେମୁଣ୍ଡି ସ୍ଥିତ ୟୁନିୟନ ବ୍ୟାଙ୍କ୍ ର ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲାର ବିଭିନ୍ନ ପାଣି ପଞ୍ଚାୟତର ଚାଷୀ ଓ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ଉତ୍ସବ ପାଳିତ ହୋଇଯାଇଛି ।ଗଜପତି ଜିଲ୍ଲାରେ କ୍ଷୁଦ୍ର ଜଳସେଚନ ପ୍ରଭାଗ ଅଧୀନରେ ୧୪୪ଟି ଏବଂ ଉଠା ଜଳସେଚନ ପ୍ରଭାଗ ଅଧୀନରେ ଥିବା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୧ : ପ୍ରକୃତ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହେଉଥିବା ବେଳେ ଡବଲ ଇଞ୍ଜିନ ସରକାରର ନବ ନିର୍ବାଚିତ ବ୍ଲକ ଉପାଧକ୍ଷ କାହ୍ନୁ ଚରଣ ନାଥ ଚଞ୍ଚକତା କରିନିଜ କ୍ଷମତାର ଅପପ୍ରୟୋଗ କରି କିଛି ଅସାଧୁ ସରକାରୀ କର୍ମଚାରୀଙ୍କୁ ହତବାରିସୀ କରି ନିଜ ମା ପୁଷ୍ପଲତା ନାଥଙ୍କ ନାମକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ସହ ଚଳିତ ୦୮ନଭେମ୍ବର ୨୦୨୪ ରିଖରେ ପ୍ରଥମ କିସ୍ତି ଟଙ୍କା ପାଇବା ଖବର ସମସ୍ତଙ୍କୁ Continue Reading