Home Posts tagged ODISHA (Page 33)
Odisha News
ମୟୂରଭଞ୍ଜ, ୯/୮ : ମୟୂରଭଞ୍ଜ ଜିଲ୍ଲାରେ କିଛିଦିନ ଧରି ବର୍ଷା ଲାଗିରହିଥିବା ବେଳେ,ବାଙ୍ଗିରିପୋଷି ଅଞ୍ଚଳରୁ ଆସିଛି ଏକ ଦୁଃଖଦ ଖବର। କାନ୍ଥ ପଡ଼ି ଜଣେ ବରିଷ୍ଠ ସାମ୍ବାଦିକ ଙ୍କ ମୃତ୍ୟୁ ଘଟିଛି।ସୂଚନା ଅନୁଯାୟୀ ବାଙ୍ଗିରିପୋଷି ଥାନା ଅଧୀନ ବାଙ୍ଗିରିପୋଷି ଅଞ୍ଚଳର କୈଳାଶ କର ନାମକ ଜଣଙ୍କ ବ୍ୟକ୍ତି ଗତକାଲି ରାତିରେ ଘର ଭିତରେ ଶୋଇ ଥିବା ବେଳେ ଘର କାନ୍ଥ ପଡ଼ି ଯାଇଥିଲା। ଫଳରେ ସାମ୍ବାଦିକ ଜଣଙ୍କ କାନ୍ଥ ତଳେ ଚାପି ହେଇ ଯାଇଥିଲେ।ଦୀର୍ଘ ସମୟ ଧରି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ରାଣୀପେଣ୍ଠା ସ୍ଥିତ ନିୟତି ମାନସିକ ଅନଗ୍ରସର ବିଦ୍ୟାଳୟ ପ୍ରାଙ୍ଗଣରେ ଅଗ୍ରଣୀ ମହିଳା ଅନୁଷ୍ଠାନ “ପ୍ରଗତି ମହିଳା ସଂଗଠନ” ଓ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର “ଯୁବ ରେଡ଼ କ୍ରସ ଓ ଜାତୀୟ ସେବା ଯୋଜନା”ର ମିଳିତ ଆନୁକୂଲ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୮ : ସନ୍ଥ ସିରୋମଣି ଶ୍ରୀ ଗୁରୁ ରବିଦାସ ଜୀଙ୍କ ୬୫୦ ତମ ଜନ୍ମ ବାର୍ଷିକୀ ଉପଲକ୍ଷେ \’ସମରସତା ସଂକଳ୍ପ ଅଭିଯାନ\’ ରେ ଆମ ବୌଦ୍ଧ ବଲାସିଙ୍ଗାରୁ ଯାଇଥିବା ପୁଣ୍ୟ ମୃତ୍ତିକା ଏବଂ ସନ୍ଥ ରବିଦାସଙ୍କ ଜନ୍ମସ୍ଥଳୀ ଉତ୍ତର ପ୍ରଦେଶର ବାରାଣସୀ (କାଶୀ) ନିକଟସ୍ଥ ସିଅର ଗୋବର୍ଦ୍ଧନପୁର ଗ୍ରାମରୁ ଆସିଥିବା ପୁଣ୍ୟ ମୃତ୍ତିକାକୁ ମିଶ୍ରଣ କରି ତାହା ଗତ କାଲି ରାଜ୍ୟ କାର୍ଯ୍ୟାଳୟ ଭୁବନେଶ୍ଵରରୁ କଳସଜୋଗେ ରାଜ୍ୟର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୯/୮: ନିଶା ଆଜିର ସମାଜ ପାଇଁ ଏକ ଗମ୍ଭୀର ସାମାଜିକ ସମସ୍ୟା। ବିଶେଷକରି ଯୁବପିଢ଼ି ନିଶାଦ୍ରବ୍ୟର କୁପ୍ରଭାବରୁ ଦୂରେ ରହିବା ସହିତ ଏକ ସୁସ୍ଥ, ଶୃଙ୍ଖଳିତ ଓ ନୈତିକ ଜୀବନ ଗଢ଼ିବା ଉପରେ ଗୁରୁତ୍ୱ ଦେବା ଆବଶ୍ୟକ।ଏହି ଲକ୍ଷ୍ୟରେ ଖୋରଧା ସହର ଉପକଣ୍ଠ ଗୁରୁଜଙ୍ଗଠାରେ ଅବସ୍ଥିତ ପିଏମ ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ରବିବାର ଏକ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୮: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି, ଜନଜାତି ,ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗର ସଚିବ ଶ୍ରୀ ବି. ପରମେଶ୍ୱରନ ବୌଦ୍ଧ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ସହ ବିଭିନ୍ନ ପଞ୍ଚାୟତ, ଉନ୍ନୟନମୂଳକ ପ୍ରକଳ୍ପ, ଜୀବିକା ଭିତ୍ତିକ କାର‌୍ୟ୍ୟକ୍ରମ ଓ ଜନକଲ୍ୟାଣମୂଳକ ଯୋଜନାର କାର୍ଯ୍ୟାନ୍ୱୟନ ପରିଦର୍ଶନ କରିଥିଲେ।ମଥୁରା, ବାମଣ୍ଡା ଓ ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତ ପରିଦର୍ଶନ କରି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୮ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ବାଘଶାଳା ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ “ରାଧାକାନ୍ତ ମଠ”ର ନୂତନ ମହନ୍ତ ଭାବେ ମହାରାଜ ଗୋପାଳ ଦାସଜୀ ଦାୟିତ୍ୱ ଗ୍ରହଣ କରିଛନ୍ତି।ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ମଠର ମହନ୍ତ ମହାରାଜ ମାନଙ୍କ ଉପସ୍ଥିତିରେ ଏହି ଦାୟିତ୍ୱ ହସ୍ତାନ୍ତର ପ୍ରକ୍ରିୟା ସମ୍ପନ୍ନ ହୋଇଛି।ସମ୍ପୃକ୍ତ ମଠ ର ପୂର୍ବତନ ମହନ୍ତ ରାଧାଚରଣ ଦାସଜୀଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୮/୮: ଖୋରଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ସରକାରୀ କ୍ୱାର୍ଟର ଆବଣ୍ଟନକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଅନିୟମିତତା ଅଭିଯୋଗ ପ୍ରକାଶ ପାଇବା ପରେ ଏହି ପ୍ରସଙ୍ଗ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।ତେବେ କ୍ୱାର୍ଟର ଆବଣ୍ଟନରେ କୌଣସି ପ୍ରକାର ଅନିୟମିତତା ହୋଇନାହିଁ ବୋଲି ସ୍ପଷ୍ଟୀକରଣ ଦେଇଛନ୍ତି ଜିଲ୍ଲା ଚିକିତ୍ସା ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅଧିକ୍ଷକ ଡାକ୍ତର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୮/୮ : ସ୍ୱାଧୀନତା ଦିବସକୁ ନେଇ ଏବେଠୁ ଉତ୍ସବମୁଖର ହେବ ଓଡ଼ିଶା। ଦେଶପ୍ରେମ ଓ ଜାତୀୟତାର ଭାବନାକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆରମ୍ଭ କରିବାକୁ ଯାଉଛନ୍ତି ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ। ଅଗଷ୍ଟ ୯ରୁ ୧୭ ତାରିଖ ଯାଏଁ ସାରା ରାଜ୍ୟରେ ଏହି ଅଭିଯାନ ଚାଲିବ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆୟୋଜିତ ଏହି ଅଭିଯାନ ଭୁବନେଶ୍ୱରରୁ ଆରମ୍ଭ ହୋଇ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୮ : ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି,ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗର ସଚିବ ତଥା ବୌଦ୍ଧ ଜିଲ୍ଲାର ନିର୍ବାଚନ ତାଲିକା ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ ଆଜି ବୌଦ୍ଧ ଜିଲ୍ଲା ଗସ୍ତରେ ଆସି (SIR) କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ବିଭିନ୍ନ ବିଭାଗର ବିକାଶମୂଳକ କାର୍ଯ୍ୟ ପ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ।ବୌଦ୍ଧ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ Continue Reading
Odisha News
ବଣାଇ/ ସୁନ୍ଦରଗଡ଼, ୮/୮ : ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ କଲେଇପୋଷରେ ଜଣେ ଯୁବକଙ୍କ ଉପରେ କିରୋସିନି ଢାଳି ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । କଲେଇପୋଷ ବସଷ୍ଟାଣ୍ଡ୍ ନିକଟରେ ଏହି ଅଭାବନୀୟ ଘଟଣା ଘଟିଛି । ଗୁରୁତର ଯୁବକ ହେଲେ ଗଣିଘସା ଗ୍ରାମର କାହ୍ନୁଚରଣ ମହାନ୍ତ । ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ଆଇଜିଏଚ୍ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।ଆଜି ସକାଳ ପ୍ରାୟ ୬ ଟା ୩୦ରୁ ୭ଟା ମଧ୍ୟରେ ଗଣିଘସା ଗ୍ରାମର କାହ୍ନୁଚରଣ […]Continue Reading