କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୧ : ପ୍ରକୃତ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହେଉଥିବା ବେଳେ ଡବଲ ଇଞ୍ଜିନ ସରକାରର ନବ ନିର୍ବାଚିତ ବ୍ଲକ ଉପାଧକ୍ଷ କାହ୍ନୁ ଚରଣ ନାଥ ଚଞ୍ଚକତା କରିନିଜ କ୍ଷମତାର ଅପପ୍ରୟୋଗ କରି କିଛି ଅସାଧୁ ସରକାରୀ କର୍ମଚାରୀଙ୍କୁ ହତବାରିସୀ କରି ନିଜ ମା ପୁଷ୍ପଲତା ନାଥଙ୍କ ନାମକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ସହ ଚଳିତ ୦୮ନଭେମ୍ବର ୨୦୨୪ ରିଖରେ ପ୍ରଥମ କିସ୍ତି ଟଙ୍କା ପାଇବା ଖବର ସମସ୍ତଙ୍କୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୧: କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପ୍ରକାରେ ଏହି ନିଯୁକ୍ତି ପାଇଛନ୍ତି।ପ୍ରକାଶ ଯେ, ଗଦାଧର ପାତ୍ର ଏହା ପୂର୍ବରୁ ଉକ୍ତ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକରେ ୨୦୨୧ Continue Reading
ଭୁବନେଶ୍ୱର,୨/୧ : ରାଜ୍ୟ ସରକାର ଗୁରୁବାର ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି । ୬ ଜଣ ଆଇଏଏସଙ୍କର ଆଜି ବିଭାଗ ପରିବର୍ତ୍ତନ କରାଯାଇଛି ।ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ହଟିଛନ୍ତି ଆଇଏଏସ୍ ଅରିନ୍ଦମ ଡାକୁଆ ।ତାଙ୍କୁ ଗୃହ ଓ ନଗର ଉନ୍ନୟନ ବିଭାଗର ପୌର ପ୍ରଶାସନ ଓ ପଦାଧିକାରୀ ଅତିରିକ୍ତ ନିର୍ଦ୍ଦେଶକଭାବେ ନୂତନ ଦାୟିତ୍ୱ ମିଳିଛି ।୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର ଗତବର୍ଷ ଜୁଲାଇ ୧୭ ତାରିଖରେ ତାଙ୍କୁ ଏହି ବ୍ୟକ୍ତିଗତ ସଚିବ ଦାୟିତ୍ୱ ମିଳିଥିଲା । Continue Reading
ଭୁବନେଶ୍ୱର,୨/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଅଦିନିଆ ବର୍ଷାରେ ଚାଷ କ୍ଷତି ଭରଣା ପାଇଁ ଏହି ଚିଠି ଜରିଆରେ ଦାବି ଜଣାଇଛନ୍ତି ନବୀନ। ନବୀନ ଲେଖିଛନ୍ତି, ନିର୍ଦ୍ଧାରିତ ସମୟ ମଧ୍ୟରେ ସରକାର କ୍ଷତିପୂରଣ ଦିଅନ୍ତୁ। ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମଧ୍ୟ ଦାବି କରିଛନ୍ତି ନବୀନ।ଅନ୍ୟପକ୍ଷରେ ମୋହନ ମଧ୍ୟ ଆଜି ନବୀନଙ୍କ ନାଁ ନ ନେଇ Continue Reading
ଭୁବନେଶ୍ୱର, ୨/୧: ଗୁରୁବାର ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କାରାବରଣ କରିଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନ୍ ଦୁଇ ଗୁଣା କରାଯାଇଛି ।ସ୍ୱାଧୀନତା ସଂଗ୍ରାମ ବେଳେ ଯେଉଁ ସଂଗ୍ରାମୀ ଜେଲ ଦଣ୍ଡ ଭୋଗିଥିବେ ସେମାନଙ୍କୁ ୨୦ ହଜାର ଟଙ୍କା ମାସିକ ଭତ୍ତା ପାଇବେ । ପୂର୍ବରୁ ସେମାନେ ୧୦ ହଜାର ଟଙ୍କା ଭତ୍ତା ପାଉଥିଲେ ।ଆଜି ସର୍ବ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ଦିବସ ଅନୁଷ୍ଠିତ ହୋଇଛି । ଭୁବନେଶ୍ୱର ସ୍ଥିତ Continue Reading
ପୁରୀ,୨/୧ : ଆଜି ବି ପୁରୀରେ ପ୍ରବଳ ଭିଡ଼। ମହାପ୍ରଭୁଙ୍କ ଝଲକ ଟିକେ ପାଇବାକୁ ଭକ୍ତ ବ୍ୟଗ୍ର, ବଡ଼ଦାଣ୍ଡରେ ଲାଗିଛି ଭକ୍ତଙ୍କ ଲମ୍ବା ଲାଇନ୍। ଶ୍ରୀଜିଉଙ୍କ ଦର୍ଶନ ଲାଗି ଗତକିଛି ଦିନ ହେଲା ପୁରୀରେ ଲାଗିଛି ପ୍ରବଳ ଭିଡ଼। ଆଜି ବି ସକାଳୁ ଲମ୍ବା ଧାଡ଼ିରେ ଛିଡ଼ା ହୋଇ ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି। ଗଲା ଡିସେମ୍ବର ୩୧ ତାରିଖରୁ ଲାଗିଥିବା ଭିଡ଼ ଆଜି ଯାଏଁ ବି ଜାରି ରହିଛି।ଗତକାଲି ପୁରୀକୁ ପ୍ରାୟ ୫ଲକ୍ଷରୁ ଅଧିକ […]Continue Reading
ସମ୍ବଲପୁର, ୨/୧: ସମ୍ବଲପୁର ସହର ମୋତିଝରଣ ଛକରେ ସରକାରୀ ଜମି ଉପରେ ଥିବା ଜବର ଦଖଲକାରୀକୁ ଉଚ୍ଛେଦ କରାଯାଉଛି । ରାସ୍ତା ସମ୍ପ୍ରସାରଣ ପାଇଁ ଜବର ଦଖଲକୁ ଉଚ୍ଛେଦ କରାଯାଉଛି ।ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ନ୍ୟାୟ ସଂହିତା ୧୬୩ ଧାରା ଜାରି କରାଯାଇଛି । ମୋତିଝରଣ ଛକଠାରୁ ୨୦୦ ମିଟର ଅଞ୍ଚଳ ପର୍ଯ୍ୟନ୍ତ ଧାରା ଲାଗୁ କରାଯାଇଛି । ଉକ୍ତ ଅଞ୍ଚଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।ଗୁରୁବାର ସକାଳ ୬ […]Continue Reading
ଭୁବନେଶ୍ୱର,୧/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି ।ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡଃ ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ Continue Reading
ଭୁବନେଶ୍ୱର,୧/୧ : ଦୁଇ ଦିନ ତଳେ ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ୮ ଜଣ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ମିଳିଥିବା ବେଳେ ଆଜି ଇଂରାଜୀ ନୂଆ ବର୍ଷରେ ୩ ଜଣ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ସରକାର ପଦୋନ୍ନତି ଦେଇଛନ୍ତି।ସେମାନେ ହେଉଛନ୍ତି ୧୯୯୩ ବ୍ୟାଚ୍ର ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର, ଆର.ପି କୋଚେ ଓ ସୁଶାନ୍ତ କୁମାର ନାଥ। ଏହି ତିନି ଅଫିସରଙ୍କୁ ଡିଜିପି ପାହ୍ୟାକୁ ପଦୋନ୍ନତି ମିଳିଛି।ବିନୟତୋଷ ମିଶ୍ର ଏବେ କ୍ରାଇମବ୍ରାଞ୍ଚ ଏଡିଜି ଭାବେ କାର୍ଯ୍ୟ Continue Reading




