Home Posts tagged ODISHA (Page 334)
Odisha News
ପାରାଦୀପ,୨୧/୧୦ : ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥ ୧୫ ନମ୍ବର ପାଖରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ସ୍କୁଲ ଛାତ୍ରଙ୍କୁ ମାଡ଼ ମାରି ବଳପୂର୍ବକ ଅପହରଣ କରାଯାଇଥିଲା।ସଂପୃକ୍ତ ଅପହରଣକାରୀମାନେ ଚଣ୍ଡିଖୋଲ ଅଭିମୁଖେ ନେଇ ଯାଉଥିଲେ। ମାର୍ଶାଘାଇ ଥାନା ଅନ୍ତର୍ଗତ ହଳଦିଆଗଡ଼ା ଛକରେ ଏକ ସ୍କର୍ପିଓ ଅଟକି ଥିଲା। ସେହି ସମୟରେ ଛାତ୍ର ଜଣକ ଗୋଇଠା ମାରି ନିଜକୁ ବଞ୍ଚାଇଛନ୍ତି। ପରେ ଜଣେ ବାଇକ୍ ଆରୋହୀଙ୍କ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୧/୧୦ : ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଲାଠୋର ଥାନା ଜଲପାଙ୍କେଲ ଗ୍ରାମର ଏକ ନାବାଳକ ମଣ୍ଟୁ ଓରଫ ସୋମନାଥ ବେମାଲ ( ୧୧ )ର କ୍ଷତାକ୍ତ ମୃତଦେହ ନିକଟସ୍ଥ ଏକ ପାହାଡ ଉପରୁ ମିଳିବା ପରେ ପରିବାର ଓ ଗ୍ରାମବାସୀଙ୍କ ସନ୍ଦେହ କ୍ରମେ ପୁଲିସ୍ ଗ୍ରାମର ଜଣେ ସନ୍ଦିଗ୍ଧ ବ୍ୟକ୍ତିକୁ ସପରିବାର ଥାନାରେ ଅଟକ ରଖି ତଦନ୍ତ କରୁଛି।ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଶବବ୍ୟବଚ୍ଛେଦ କରାଯାଇଛି ଓ ଅଦ୍ୟାବଧି Continue Reading
Odisha News
ଭୁବନେଶ୍ୱର,୨୧/୧୦ : ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ଭୟଭୀତ ହୁଅନ୍ତୁ ନାହିଁ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ମୁଖ୍ୟ ସଚିବ, ଏସଆରସି ସମୀକ୍ଷା କରିଛନ୍ତି ।ମୁଁ ବି ବାତ୍ୟା ସ୍ଥିତିର ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେ ପୁରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ । ୩୦ ଜିଲ୍ଲାରେ ଓଡ୍ରାଫ ଟିମ୍ ମୁତୟନ ରହିବେ । ଏନଡିଆରଏଫ ଆଲର୍ଟ ରଖାଯାଇଛି ।ମନ୍ତ୍ରୀ କହିଛନ୍ତି, […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୦/୧୦ : ବଲାଙ୍ଗୀର ଜିଲ୍ଲାର ହରିଶଙ୍କର ଠାରେ ଅବସ୍ଥିତ ଐତିହାସିକ ଗନ୍ଧମାର୍ଦ୍ଦନ ପର୍ବତ କୋଶଳାଞ୍ଚଳ ର ଏକ ସାଂସ୍କୃତିକ ଧରୋହର ଅଟେ।ଏହା କୋଶଳଂଚଳର ଦର୍ଶନୀୟ ସର୍ବୋକୃଷ୍ଟ ପ୍ରାକୃତିକ ପୀଠସ୍ଥଳୀ ଅଟେ।ପ୍ରାକୃତିକ ମନୋରମ ରେ ଭରପୁର ମନ ଲୋଭାନୀୟା ତୀର୍ଥସ୍ଥଳୀ ତଥା ପଶ୍ଚିମ ଓଡ଼ିଶାର ଏକ ଦର୍ଶନୀୟ ସ୍ଥାନ ଭାବରେ ପରିଗଣିତ।ଏହାଛଡା ଗନ୍ଧମାର୍ଦ୍ଦନରେ ପ୍ରାୟ ୨୯୦ ପ୍ରକାର ର ଆୟୁର୍ବେଦ ଔଷଧୀୟ ବୃକ୍ଷ ଓ Continue Reading
Odisha News
ଭୁବନେଶ୍ୱର,୨୦/୧୦: କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଚେତାବନୀ। ସମ୍ଭାବ୍ୟ ବାତ୍ୟାକୁ ଦେଖି ତାଗିଦ କରିଛନ୍ତି ମନ୍ତ୍ରୀ। ଅସାଧୁ ବ୍ୟବସାୟୀ କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ରଖିବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ। ଆସନ୍ନ ବାତ୍ୟା ପାଇଁ ଯେପରି କଳାବଜାରୀ ନହୁଏ, ସେଥିପାଇଁ ନଜର ରଖିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ଚଳିତ ୨୦୨୪-୨୫ ବର୍ଷ Continue Reading
Top Stories
ଭୁବନେଶ୍ୱର, ୨୦/୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଛି ଏକ ବଡ ଖବର। ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟିହେବା ନେଇ ସୂଚନା ଦିଆଯାଇଛି। ଅକ୍ଟୋବର ୨୪ତାରିଖରେ ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ ତରଫରୁ ଏନେଇ ସୂଚନା ଜାରି କରାଯାଇଛି।ସୂଚନାଯୋଗ୍ୟ ୨୨ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର, ଅବପାତର ରୂପ ନେବ। ଏହି ଅବପାତ, ବାତ୍ୟାରେ ପରିଣତ ହେବା ପରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୧୦ : ବୌଦ୍ଧ ଜିଲ୍ଲାର ସ୍ଥାନୀୟ ଶିଶୁଯତ୍ନ ଅନୁଷ୍ଠାନ ରାମକୃଷୃ ବାଳାଶ୍ରମ, ବିରନରସିଂହପୁର, ବୌଦ୍ଧ ଠାରେ ଶିଶୁଯତ୍ନ ଅନୁଷ୍ଠାନର ଶିଶୁ ମାନଙ୍କୁ ନେଇ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ ଓ ଉତ୍ସାହ-୨୦୨୪-୨୫” ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ହୋଇଅଛି ।ଉଦଯାପନି ସଭାରେ ଜିଲ୍ଲାପାଳ ବୌଦ୍ଧ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା, ମୁଖ୍ୟ ଅତିଥୀ ଭାବରେ ଯୋଗଦେଇ ଶିଶୁ ମାନେ Continue Reading
Odisha News
ଭୁବନେଶ୍ୱର,୨୦/୧୦ : ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ସମାରୋହ ଆୟୋଜନ ପାଇଁ ବହିର୍ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।ଏହି କାର୍ଯ୍ୟକ୍ରମ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହେବ। ପ୍ରବାସୀ ଭାରତୀୟ ଦିବସରେ ପ୍ରାୟ ୫୦୦୦ ଅଂଶଗ୍ରହଣକାରୀ ଭାଗନେବେ। କାର୍ଯ୍ୟକ୍ରମର ବିଭିନ୍ନ ଦିବସରେ ରାଷ୍ଟ୍ରପତି, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡି ମାରିବା ଦ୍ଵାରା ବଜ୍ରାଘାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ ଏଭଳି ଘଟଣା ଘଟିଛି ।ମୃତ ଛାତ୍ରୀ ଜଣକ ହେଲେ ପଲାମୀ ଗ୍ରାମର ମଶିନ୍ଦ୍ର ମଲିକଙ୍କ ଝିଅ କଳ୍ପନା ମଲିକ (୧୪)। ଖବର ପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଞ୍ଚି କେଶ Continue Reading
Top Stories
By Sarvani Shirodkar Mumbai, Oct. 19: Odisha’s industrial growth vision was showcased at a high-profile roadshow in Mumbai on Saturday, as the state prepares for the ‘Utkarsh Odisha – Make in Odisha Conclave 2025,’ slated for January 28-29 in Bhubaneswar. Led by Chief Minister Mohan Charan Majhi, the event marked the second stop of Odisha’s […]Continue Reading