ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା, ୨୬/୧୨ : ପ୍ରତ୍ୟେକ ବର୍ଷ ଜାତୀୟ ପ୍ରେସ ଦିବସ ଉପଲକ୍ଷେ ଜାତୀୟ ପ୍ରେସ ପରିଷଦ ବା ପ୍ରେସ କାଉନସିଲ ଅଫ ଇଣ୍ଡିଆ ଏକ ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଜନସାଧାରଣରେ ଆଲୋଚନା କରିବା ପାଇଁ ସ୍ତିରକୃତ କରିଥାଏ।ଚଳିତ ବର୍ଷର ବିଷୟବସ୍ତୁ-” ଦି ଚେଞ୍ଜିଙ୍ଗ ନେଚର ଅଫ ପ୍ରେସ “ଏହାର ଓଡ଼ିଆ ଭାବାର୍ଥ ହେଉଛି ଗଣମାଧ୍ୟମର ପରିବର୍ତ୍ତନଶୀଳ ପ୍ରକୃତି ବା ରୂପ।ବିଗତ ଦୁଇ ଦଶନ୍ଧି ମଧ୍ୟରେ ସାରା ବିଶ୍ୱରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୧୨: ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ମଧ୍ୟ ରାତ୍ରରୁ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ ।ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ୍ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ ଖ୍ରୀଷ୍ଟ ବିଶ୍ବାସୀ ଙ୍କ ଭିଡରେ ସମୂହ ପ୍ରାର୍ଥନା କରିବା ସହ ଏହି ପର୍ବ ବଡ଼ ଧୂମ୍ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ Continue Reading
ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ପାରାଙ୍କ ଗୋଡ଼ରେ ଲାଗିଥିବା ବେଲ୍ଟରେ ବିଦେଶୀ ଭାଷା ଲେଖା ରହିଛି। ପାରାକୁ କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରି ପୋଲିସ ଛାନଭିନ ଆରମ୍ଭ କରିଛି।Continue Reading
ଭୁବନେଶ୍ୱର, ୨୪/୧୨ : ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ ମଧ୍ୟ ଚିଟଫଣ୍ଡ ଠକେଇର ଶିକାର ହୋଇଛନ୍ତି । ଦୁଇ ଦୁଇ ଥର ଚିଟଫଣ୍ଡର ଶିକାର ହୋଇଥିଲେ । ଏ ନେଇ ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନିଜେ ସ୍ପଷ୍ଟ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୧୦ ମସିହା ବେଳକୁ ସମସ୍ତେ ଠକେଇର ଶୀକାର ହୋଇଛନ୍ତି । ସେ ମଧ୍ୟ ଠକେଇର ଶୀକାର ହୋଇଥିଲେ । ୧୯୯୦ ଓ ୨୦୦୨ରେ ଚିଟଫଣ୍ଡ ସଂସ୍ଥା ଦ୍ୱାରା ଠକେଇର ଶିକାର […]Continue Reading
ଭୁବନେଶ୍ୱର,୨୪/୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି।ବର୍ତ୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ ମଣ୍ଡି ମାନଙ୍କରେ ମଧ୍ୟ ସମାନ ଅବସ୍ଥା। ଏହାକୁ ଦୃଷ୍ଟିରେ ରଖି ଧାନର ମାନ କମ୍ ଥିଲେ ବି କିଣିବାକୁ ଘୋଷଣା କରିଛନ୍ତି ସରକାର।ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ଯେ, ”ବର୍ଷ କାରଣରୁ ‘ବର୍ଷା ପାଇଁ Continue Reading
ଭୁବନେଶ୍ୱର,୨୪/୧୨ : ଖୁବଶୀଘ୍ର ରାଜ୍ୟରେ ଗଡ଼ିବ ଗ୍ରୀନ ହାଇଡ୍ରୋଜେନ ବସ। ଗ୍ରୀଡକୋ, ଏନଟିପିସି ଓ କ୍ରୁଟ ସହିତ ଗ୍ରୀନ ହାଇଡ୍ରୋଜେନ୍ ବସ ଚଳାଚଳ ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି।ଆସନ୍ତା ବର୍ଷ ଅଗଷ୍ଟ ୧୫ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ଗ୍ରୀନ ହାଇଡ୍ରୋଜେନ୍ ଚାଳିତ ତିନୋଟି ବସ ଚାଲିବା ନେଇ ନିର୍ଦେଶ ହୋଇଛି। ତେବେ ଏହି ତିନୋଟି ବାସ ମଧ୍ୟରୁ ପ୍ରଥମ ବସ ପୁରୀକୁ ଗଡ଼ିବ। ଏହାପରେ ପର୍ଯ୍ୟାୟକ୍ରମେ ଏହି ବସ ଭୁବନେଶ୍ୱର, କଟକରେ ଗଡିବ। ତେବେ ଏହି ନିର୍ମାଣକୁ […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୪/୧୨ : ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଜି ଅପରାହ୍ନରେ ଖବର କାଗଜ ବିତରକ ମାନଙ୍କୁ ପୁରୁଣା ସହର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ଶୀତବସ୍ତ୍ର ବଣ୍ଟନ କରାଯାଇଛି।ଜିଲ୍ଲା ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବଣ୍ଟନ କାର୍ଯ୍ୟକ୍ରମରେ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିବା ବେଳେ ନୟାଗଡ଼ ସହର ମଧ୍ୟରେ ଦୈନିକ ଖବର ବାଣ୍ଟୁଥିବା ସମସ୍ତ ବିତରକ ମାନଙ୍କୁ ଶୀତବସ୍ତ୍ର ପ୍ରଦାନ Continue Reading
କଟକ, ୨୩/୧୨ : ବହୁ ଶୀଘ୍ର ବାଦ ପଡିଥିବା କନିଷ୍ଠ ଶିକ୍ଷକ ନିଯୁକ୍ତି ପଦବୀ ପୂରଣ ହେବ। ଏନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ଜାରି ହୋଇଛି । ବିଜ୍ଞପ୍ତି ଅନୁଯାୟୀ ଖାଲି ଥିବା ପଦବୀ ପୂରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାର ପକ୍ଷରୁ ପ୍ରକାଶ ପାଇଥିବା ମେଧା ତାଲିକାରେ ଅନୁସାରେ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ସେନେଇ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ପରୀକ୍ଷା ଦେଇ ମେଧା ତାଲିକାରେ ଥିବା ଅଶାୟୀଙ୍କୁ ନିଯୁକ୍ତି Continue Reading
ଭୁବନେଶ୍ୱର, ୨୩/୧୨ : ଅଦିନିଆ ବର୍ଷା ଯୋଗୁଁ ଧାନ ଅମଳ ସମୟରେ ଚାଷୀଙ୍କୁ ନାନା ପ୍ରକାରର ସମସ୍ୟା ସମ୍ମୁଖୀନ ହେବା ସହ କ୍ଷତି ସହିଛନ୍ତି ।ଲଘୁଚାପ ଜନିତ ବର୍ଷା ଯୋଗୁଁ ଧାନ କଟାଠୁ ନେଇ ଅମଳ ସବୁ ପ୍ରଭାବିତ ହୋଇଛି । ତେବେ ୩ ଦିନ ଭିତରେ ଅଦିନିକିଆ ବର୍ଷାର କ୍ଷୟକ୍ଷତି ଆକଳନ ସରିବ । ଏ ନେଇ ସୋମବାର ସୂଚନା ଦେଇଛନ୍ତି ରାଜସ୍ୱ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।ମନ୍ତ୍ରୀ କହିଛନ୍ତି, ତିନିରୁ ଚାରି […]Continue Reading
ଭୁବନେଶ୍ଵର, ୨୩/୧୨ : ରାଜଧାନୀ ଭୁବନେଶ୍ଵରର ମୈତ୍ରୀ ବିହାର ଥାନା ଅଞ୍ଚଳରୁ ଅପହୃତ ଯୁବତୀଙ୍କୁ ଉଦ୍ଧାର କରିଛି ପୋଲିସ ।ଦଯୁବତୀଙ୍କୁ ବରମୁଣ୍ଡା ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଉଦ୍ଧାର ଯୁବତୀଙ୍କୁ ଏବେ ମୈତ୍ରୀ ବିହାର ଥାନାରେ ପଚରାଉଚରା କରାଯାଉଛି ।ନିଳାଦ୍ରୀ ବିହାର ଅଞ୍ଚଳର ଆଶିଷ ସିଂହ ଗତକାଲି ବିଳମ୍ବିତ ରାତି ପ୍ରାୟ ୧.୩୦ ସମୟରେ ଲୁମ୍ବିନି ବିହାର ଅଞ୍ଚଳରେ ଏକ ଦୁଇ ଚକିଆ ଗାଡ଼ିରେ ଯାଉଥିଲେ Continue Reading




