Home Posts tagged ODISHA (Page 343)
Odisha News
ବଣାଇଁ,୧୩/୧୨: ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ବୁଧବାର ଜଣେ ୭ ମାସର ଗର୍ଭବତୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତା ମହିଳା ହେଲେ ସାମ୍ୟମୟୀ (୩୧)। ଏହି ଘଟଣାରେ ୪ ଜଣ ଅଟକ ରହିଥିବା ସୂଚନା ମିଳିଛି। ସ୍ବାମୀଙ୍କ ସହ ଜଣେ ପୋଲିସ କର୍ମଚାରୀ ଓ ଗାଁର ୨ ଯୁବକ ଅଟକ ରହିଛନ୍ତି। ହତ୍ୟା ସମ୍ପୃକ୍ତି ସନ୍ଦେହରେ ପୋଲିସ ପଚରାଉଚରା କରୁଛି।ସୂଚନାଯୋଗ୍ୟ, ଦୁର୍ବୃତ୍ତମାନେ ଲୁଟ୍ କରିବାକୁ ଆସି ସାମ୍ୟମୟୀଙ୍କୁ Continue Reading
Top Stories
By Our Correspondent Bhubaneswar, Dec 13: The second edition of the International Conference on Purvodaya Perspectives: Reclaiming India’s Maritime Heritage – Perspectives, Prospects, and Prognosis, is scheduled to take place on December 14–15, 2024, at Taj Vivanta, Bhubaneswar, Odisha. Organized by The Energy Forum (TEF) in partnership with the Ministry of External Continue Reading
Odisha News
କଟକ, ୧୩/୧୨ : ଆଥଲେଟ୍ ଦୂତି ଚାନ୍ଦଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ଦୂତି ଚାନ୍ଦଙ୍କର କିଛି ହୋଇନାହିଁ। କଟକ ଜିଲ୍ଳା ଓଏମପି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି।ଗତକାଲି ଦୂତି ଜଣେ ବନ୍ଧୁଙ୍କ ସହ ଯାଜପୁରରୁ ନିଜ କାର୍ ଯୋଗେ ଭୁବନେଶ୍ୱର ଫେରୁଥିଲେ। ଓଏମପି ଛକ ନିକଟରେ ଏକ ଟ୍ରକ୍ ତାଙ୍କ କାର୍‌କୁ ଧକ୍କା ଦେଇଥିଳା ଟ୍ରକ୍। ଦୁର୍ଘଟଣା ପରେ ଟ୍ରକ୍‌ଟି […]Continue Reading
Odisha News
ଭୁବନେଶ୍ୱର, ୧୨/୧୨ : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି ବହୁ ପ୍ରତୀକ୍ଷିତ ଆଇକନିକ୍ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର୍ ‘ଦ ସଟଲ୍’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡମିଣ୍ଟନ ଆସୋସିଏସନ୍ ଅଫ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ୱଶର୍ମା ଏବଂ କୋଚ୍ ପୁଲେଲା ଗୋପୀଚାନ୍ଦ ଏହାର ଉଦଘାଟନ କରିଛନ୍ତି।ବିଶ୍ୱସ୍ତରୀୟ ଟ୍ରେନିଂ ଏକାଡେମୀ ‘ଦ ସଟଲ’। ବ୍ୟାଡମିଣ୍ଟନ କର୍କ ଆକୃତିର Continue Reading
Odisha News
ଭୁବନେଶ୍ୱର, ୧୨/୧୨: ବିଜୁ ଜନତା ଦଳକୁ ଆଜି ପୁଣି ଥରେ କଟାକ୍ଷ କରିଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ବିଜେପି ଯେଉଁଦିନ ହୁଇସିଲ୍ ଫୁଙ୍କିବ ସେଦିନ ବିଜେଡ଼ି ଗୁଣ୍ଡ ଗୁଣ୍ଡ ହୋଇଯିବ ବୋଲି କହିଛନ୍ତି ଜୟନାରାୟଣ କହିଛନ୍ତି ।ସେ କହିଛନ୍ତି ବିଜେଡ଼ି ନିଜ ଦଳର ନେତାଙ୍କୁ ରୋକନ୍ତୁ । ସେମାନେ ଦେଖୁଛନ୍ତି ବିଜେଡ଼ିରେ ଆଉ କୌଣସି ଭବିଷ୍ୟତ ନାହିଁ । ଆମର କୌଣସି ଅସୁବିଧା ନାହିଁ ଯ ସେଥିପାଇଁ କେହି କଂଗ୍ରେସ ତ କେହି ବିଜେପି […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର,୧୨/୧୨ : ଦ୍ଵାବିଂଶତମ ବଲାଙ୍ଗିର ଲୋକ ଉତ୍ସବ ପାଇଁ ଆଜି ପ୍ରସ୍ତୁତି ବୈଠକ ସଦର ମହକୁମା ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଜାନୁଆରୀ ୨୦ ରୁ ୨୨ ଯାଏଁ ମହୋତ୍ସବ ଅନୁଷ୍ଠିତ ହେବ।ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇସଲୱାର ଙ୍କ ଅଧ୍ୟକ୍ଷତାରେ ହେଇଥିବା ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ସମସ୍ତ ଉପସ୍ଥିତ ଅଧିକାରୀ ତଥା ବ୍ୟକ୍ତି ବିଶେଷଙ୍କୁ ସ୍ୱାଗତ Continue Reading
Odisha News
ଭୁବନେଶ୍ୱର,୧୨/୧୨: କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ନୂତନ ସେବା ଲୋକାର୍ପିତ ହୋଇଯାଇଛି । ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସବୁଜ ପତାକା ଦେଖାଇ ଜରୁରୀକାଳୀନ ପ୍ରଶମନ ସେବା ବାହାନକୁ ଉଦଘାଟନ କରିଛନ୍ତି ।ଏହି ଗାଡ଼ିଗୁଡ଼ିକ ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଖୁବଶୀଘ୍ର ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦବୀ ପୂରଣ ହେବ ଏବଂ Continue Reading
Odisha News
ବଣାଇ,୧୨/୧୨: ସୁନ୍ଦରଗଡ ଜିଲା ବଣାଇର ଟିକାୟତପାଲି ଥାନା ଝିର୍ଡାପାଲିରେ ଘଟିଯାଇଛି ଅଭାବନୀୟ ଘଟଣା। ସେଠାରେ ଜଣେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରିଥିବା ଅଭିଯୋଗ ହୋଇଛି। ଏ ମାମଲାରେ ପୋଲିସ ଘଟଣାର ତଦନ୍ତ କରୁଛି।Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୧୨ : ଯୁଗ୍ମ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଭବ୍ୟ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଜାନୁୟାରୀ ୨୪ ରୁ ଫେବୃଆରୀ ୩ ତାରିଖ ପର୍ଯ୍ୟନ୍ତ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ ।ଏଥି ନିମନ୍ତେ ବୁଧବାର ଶୁଭ ସ୍ତମ୍ଭ ସ୍ଥାପନ ହୋଇଯାଇଛି । ସକାଳ ୯ ଟାରେ ଶତାଧିକ ମହିଳା […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୨/୧୨: ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ର ରସାୟନ ବିଭାଗ ଏବଂ ଓଡ଼ିଶା ରସାୟନ ବିଭାଗୀୟ ସଂସ୍କାର ମିଳିତ ଆନୁକୁଲ୍ୟରେ ଏକ ଦିବସୀୟ ପାଠଚକ୍ର ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି।ଏହି ପାଠଚକ୍ରରେ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର ଙ୍କ ସଭାପତିତ୍ବ ରେ ଶୁଭାରମ୍ଭ ହୋଇଥିଲା। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଓଡ଼ିଶା ରସାୟନ ବିଭାଗ ସଂସ୍କାର ସଭାପତି ପ୍ରଫେସର ଅଜୟ କୁମାର Continue Reading