Home Posts tagged ODISHA (Page 346)
Odisha News
ବାଲେଶ୍ୱର,୮/୧୨: ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍‌ଙ୍କୁ ଗିରଫ କରାଯାଇଥିବା ବେଳେ ସାନଭାଇ ସବିର ଖାନ୍ ଚମ୍ପଟ ମାରିଥିବା ଜଣାପଡ଼ଛି। ଜବତ ବ୍ରାଉନ୍‌ସୁଗାରର ମୂଲ୍ୟ ୨କୋଟି ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।ଅଡ଼ରବଜାର ସ୍ଥିତ ଅମଜେତ ଖାନ୍‌ଙ୍କ ଘରେ ଏହି Continue Reading
Odisha News
ଭୁବନେଶ୍ୱର,୮/୧୨: ଖାତାକୁ ଗଲା ଟଙ୍କା। ବରଗଡ଼ ସୋହେଲାରେ ଚାଷୀଙ୍କୁ ଇନପୁଟ ସହାୟତା ପ୍ରଦାନ କରିଛନ୍ତି ମୋହନ ସରକାର। ଚାଷୀଙ୍କ ଖାତାକୁ ଆସିଛି ୮୦୦ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ସରକାରଙ୍କ ୨୩୦୦ ଗଝଚ ସହ ୮୦୦ ଇନପୁଟ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ।ରାଜ୍ୟ ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୮ ଶହ ଟଙ୍କାର ଇନ୍‌ପୁଟ ସବ୍‌ସିଡି ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଚାଷୀଙ୍କୁ ଧାନର ଇନ୍‌ପୁଟ ସହାୟତା ରାଶି Continue Reading
Odisha News
ଓଡିଶା , ୮/୧୨ : ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି ମହାକୁମ୍ଭରେ ଯୋଗ Continue Reading
Odisha News
ଭୁବନେଶ୍ୱର, ୭/୧୨ : ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୭/୧୨: ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଆଜି ବୌଦ୍ଧ ଜିଲ୍ଲା ପରିଦର୍ଶନ କରି ଗ୍ରାମ୍ୟ ଉନ୍ନୟନ ବିଭାଜନ, ବୌଦ୍ଧର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଛନ୍ତି । ଏହି ଅବସରରେ ସେ ଉକ୍ତ ଗ୍ରାମ୍ୟ ଉନ୍ନୟନ ବିଭାଜନ ଅଧୀନସ୍ଥ ଗ୍ରାମ୍ୟ ଭନ୍ନୟନ ବିଭାଗର ସମସ୍ତ ପ୍ରକଳ୍ପ ଓ ନିର୍ମାଣ କାର୍ଯ୍ୟର ସବିଶେଷ ସମୀକ୍ଷା କରିଥିଲେ ।ଏହି ପରିଦର୍ଶନ ଅବସରରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ସେତୁ Continue Reading
Top Stories
By Subrat Sarangi Bhubaneswar, Dec 7 : Eleven athletes from the Odisha AM/NS India Kho Kho High-Performance Centre (HPC) represented Odisha in the Junior National Kho Kho Championship 2024 held in Aligarh, Uttar Pradesh from Nov 25-29, 2024. Giving a stellar performance throughout the tournament, both the Odisha Boys and Girls teams went on to […]Continue Reading
Odisha News
ଭୁବନେଶ୍ୱର, ୭/୧୨ : ଆଜି ପୁଣି ଗୃହରେ ଛତୁଆ ଅପ୍ରମିଶ୍ରଣ ପ୍ରସଙ୍ଗ ଉଠିଛି । ଏସଏସଜି ଗ୍ରୁପ୍ ଅପମିଶ୍ରିତ ଛତୁଆ ଦେଉଥିବା ନେଇ ସ୍ପଷ୍ଟ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ସମ୍ପୃକ୍ତ ଗ୍ରୁପ୍ ଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଉପ ମୁଖ୍ୟମନ୍ତ୍ରୀ ଗୃହରେ ଉତ୍ତର ଦେଇଛନ୍ତି ।ଉପମୁଖ୍ୟମନ୍ତ୍ରୀଙ୍କ ଉତ୍ତର ଅନୁସାରେ ୧୨୫ଟି ଏସଏସଜି ଗ୍ରୁପ ଅପମିଶ୍ରୀତ ଛତୁଆ ଦେଉଥିବା ନଜରକୁ ଆସିଥିଲା । ସେମାନଙ୍କ ବିରୋଧରେ Continue Reading
Odisha News
ଭୁବନେଶ୍ୱର, ୭/୧୨ : ରାଜଧାନୀ ଘରଭଡ଼ା ଦେବା ନାଁରେ ଡେଣ୍ଟିଷ୍ଟଙ୍କୁ ଚୂନ ଲଗାଇଲେ ଦଲାଲ। ଘରଭଡ଼ା ଦେବାକୁ କହି ୨ମାସର ଅଗ୍ରୀମ ଟଙ୍କା ନେଇଗଲା। ହେଲେ ଶେଷରେ ନାଁ ଘର ମିଳିଲା, ନାଁ ଟଙ୍କା ଫେରିପାଇଲେ ଡେଣ୍ଟିଷ୍ଟ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଏନେଇ ଡେଣ୍ଟିଷ୍ଟ ଜ୍ୟୋତିପ୍ରକାଶ ସାହୁ ଇନଫୋସିଟି ଥାନାରେ ଅଭିଯୋଗ କରିଛନ୍ତି।ଯାଜପୁରରୁ ଆସିଥିବା ଜ୍ୟୋତି ପ୍ରକାଶ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଇଣ୍ଟର୍ନସିପ ପାଇଁ ଆସିଥିଲେ। ରାସ୍ତାକଡ଼ରେ Continue Reading
Odisha News
ସମ୍ବଲପୁର,୬/୧୨ : ଗିରଫ ହେଲେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ । ଏସିଏଫ ରେବତୀ ରମଣ ଯୋଶୀଙ୍କୁ ଆଜି ଗିରଫ ଭିଜିଲାନ୍ସ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ପରେ ଗିରଫ କରାଯାଇଛି।ଏସିଏଫ ରେବତୀ ରମଣ ଯୋଶୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ମାଳ ମାଳ ସମ୍ପତ୍ତିକୁ ଠାବ କରାଯାଇଛି। ଚଢାଉ ବେଳେ ସମ୍ବଲପୁର ଟାଉନରୁ ଏକ ୩ ମହଲା ସମେତ ୩ କୋଠା ମିଳିଛି। ସମ୍ବଲପୁର ଓ ବରଗଡ଼ରେ […]Continue Reading
Odisha News
ଭୁବନେଶ୍ୱର,୭/୧୨: ରାଜ୍ୟରେ ତାପମାତ୍ରା କମିବ। ଆଜିଠାରୁ ଅର୍ଥାତ୍ ଶନିବାରଠାରୁ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ସହିତ ଥଣ୍ଡା ମଧ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।୯ ତାରିଖରୁ ତାପମାତ୍ରା କମିବା ସହିତ ଥଣ୍ଡା ବଢ଼ିବ।ସେହିପରି ୧୦ ତାରିଖରୁ ଉପକୂଳ ଓ ପଶ୍ଚିମ ଓ ରାତି ତାପମାତ୍ରା କମିବାର ସମ୍ଭାବନା ରହିଛି। ଏହାଯୋଗୁ ଶନିବାର ଅଳ୍ପ କୁହୁଡ଼ି ଦେଖାଦେଇପାରେ।Continue Reading