Home Posts tagged ODISHA (Page 351)
Odisha News
ଭୁବନେଶ୍ୱର,୨୩/୯ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି।ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ ବାସଗୃହ ପାଖ ଭିଆଇଆଇଆଇଏମ ଆର ନମ୍ବର-୪ ଠାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି।ଜଣେ ପରେ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିଜ ଅଭିଯୋଗ କହିଛନ୍ତି। ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରିଥିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତିକାଳୀନ ଏବଂ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଆଜି ପ୍ରାପ୍ତ ବୟସ୍କ ବ୍ୟକ୍ତିଙ୍କ ନିମନ୍ତେ ଯକ୍ଷ୍ମା ପ୍ରତିଷେଧକ ବି:ସି:ଜି: ଟୀକାକରଣର ଜିଲ୍ଲାସ୍ତରୀୟ ଶୁଭାରମ୍ଭ କାର‌୍ୟ୍ୟକ୍ରମ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଛି ।ଅନୁଷ୍ଠିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲାମୁଖ୍ୟ Continue Reading
Odisha News
କଟକ,୨୩/୯ : ସାଲେପୁର ବ୍ଲକ ଆତୋଡା ଗାଁରେ ରୋହିଣୀ ନାମ ଏକ ଅପମିଶ୍ରିତ କ୍ଷୀର କାରଖାନା ଠାବ ହୋଇଛି । ଅପମିଶ୍ରିତ ଦୁଗ୍ଧ ଫ୍ୟାକ୍ଟ୍ରି ଉପରେ ଫୁଡ ଡିପାର୍ଟମେଣ୍ଟ ଏବଂ କମିଶନରେଟ ପୁଲିସ ମିଳିତ ଚଢାଉ କରିଛି । ଚଢ଼ାଉ ବେଳେ ଖାଇବା ଶୋଡ଼ା, କେମିକାଲ, ଦୂଷିତ ଜଳ ଏବଂ ଲୁଣ ମିଶାଯାଇ ପ୍ରସ୍ତୁତ ହେଉଥିବା ଜଣାପଡିଛି।କେବଳ କ୍ଷୀର ନୁହେଁ ଦହି ଏବଂ ଲସି ମଧ୍ୟ ଏଠାରେ ପ୍ରସ୍ତୁତ କରାଯାଇ କଟକ, କେନ୍ଦ୍ରାପଡା, ଯାଜପୁର, ପୁରୀ ସହ […]Continue Reading
Odisha News
ଭୁବନେଶ୍ୱର,୨୩/୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଉଲ୍ଲେଖ ରହିଛି।ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଭରତପୁର ଥାନା, କ୍ରାଇମବ୍ରାଞ୍ଚ ଓ ଚନ୍ଦକା ଥାନା ମାମଲାର ତଦନ୍ତ ହେବ। Continue Reading
Odisha News
ଭୁବନେଶ୍ୱର,୨୩/୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି।ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି ବନ୍ଦ ଡାକରା ଦିଆଯାଇଥିଲା।ରୋଡ୍ ରୋମିଓଙ୍କ ଦ୍ୱାରା ନିର୍ଯ୍ୟାତିତ ହୋଇ ଥାନାକୁ ସହାୟତା ପାଇଁ ଯାଇଥିବା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ସହାୟତା ଦେବା ବଦଳରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।ଏହି Continue Reading
Odisha News
ମାଲକାନଗିରି , ୨୩/୯: ଝରଣା ନିକଟରେ ବସି ଗପସପ କରୁଥିଲେ ଡାକ୍ତରୀ ଛାତ୍ରଛାତ୍ରୀ। ହଠାତ୍ ମାଡ଼ି ଆସିଲା ଝରଣା ପାଣି। ପାଣି ସୁଅରେ ଭାସିଗଲେ ୫ ଜଣ ଡାକ୍ତରୀ ଛାତ୍ରଛାତ୍ରୀ। ୨ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ବହୁ ଖୋଜାଖୋଜି ପରେ ଅନ୍ୟ ୨ଜଣ ଛାତ୍ରୀଙ୍କର ମୃତଦେହ ମିଳିଥିଲା। ଏବେ ବି ଜଣେ ଡାକ୍ତରୀ ଛାତ୍ରୀ ନିଖୋଜ ଅଛନ୍ତି। ତାଙ୍କାର କୌଣସି ପତ୍ତା ମିଳିନାହିଁ। ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଆଲୁରି ଜିଲ୍ଲାର ଥିବା Continue Reading
Odisha News
ଜଗତସିଂହପୁର,୨୩/୯ : ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଯୁବକଜଣକ ମରଣ ସହ ସଂଘର୍ଷ କରୁଥିବା ବେଳେ ଅଭିଯୁକ୍ତମାନେ ଫେରାର ହୋଇ ଯାଇଛନ୍ତି। ଏପରି ଏକ ସାଂଘାତିକ ଘଟଣା ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ କୋଠିଆସାହିରେ ଘଟିଛି।ଆକ୍ରମଣର ଶିକାର ଯୁବକଙ୍କ ଘର ବଳରାମପୁର ବୋଲି ଜଣାପଡିଥିବା ବେଳେ ଆକ୍ରମଣକାରୀମାନେ ଜଗନ୍ନାଥପୁର ଅଞ୍ଚଳର ବୋଲି ଅଭିଯୋଗ ହୋଇଛି।ଗତ ରାତିରେ ଯୁବକ ଜଣକ ତାଳଦଣ୍ଡାରୁ ନିଜ ଘରକୁ ଫେରୁଥିଲେ। ଏହି ସମୟରେ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟବିଷମ କଟକ, ୨୨/୯ : ଆଜି ବିଷମ କଟକ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ମୁନିଗୁଡା ବନଖଣ୍ଡା କାର୍ଯ୍ୟାଳୟ ପରିଷରରେ ସମ୍ବାଦ ଗୃପ୍ ତରଫରୁ ରେିବେଶ ପଂଚାୟାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ ।ଏହି କାର୍ଯ୍ୟକ୍ରମରେ ବିଷମ କଟକ ବିଧାୟକ ନିଳମାଧବ ହିକକା ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜର ସ୍ୱାର୍ଥ ସାଧନ ପାଇଁ ଆମେ ଆମ ପରିବେଶ କୁ କ୍ରମାଗତ ଭାବେ ନଷ୍ଟ କରିଚାଲିଛୁ ।ନିଜ ଘର ଚାରିପଟେ ରହିଥିବା ଗଛ କୁ କାଟି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ରାଜ ସିତାପୂର ନିକଟରେ ଥିବା ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ କେମ୍ପସ ଠାରେ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ ପାଇଁ ଏକ ଚୁକ୍ତିନାମା ସ୍ଵାକ୍ଷରିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ପ୍ରଶାସନ , ଜିଲ୍ଲା ଦକ୍ଷତା ବିକାଶ , ଜିଲ୍ଲା କର୍ମ ନିୟୋଜନ ବିଭାଗ ଏବଂ କ୍ରିଷ୍ଣାପାଟନମ ସିକୁରିଟି ସର୍ଭିସ ପ୍ରାଇଭେଟ୍ ଲିମିଟେଡ ପକ୍ଷରୁ Continue Reading