Home Posts tagged ODISHA (Page 36)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୪/୧୦ : ବରେଣ୍ୟ ମାଟି ଖୋର୍ଦ୍ଧା ଗଡରେ ଜନ୍ମିତ କବି ଚୈତନ୍ୟ ପ୍ରସାଦ ବେହେରା ହେଉଛନ୍ତି ଜଣେ ବହୁମୁଖୀ ପ୍ରତିଭା ବୋଲି ଖୋର୍ଦ୍ଧାର ଶ୍ୟାମା ମାଧବ ପାଠାଗାରରେ ଅନୁଷ୍ଠିତ ତାଙ୍କର ୬୦ତମ ଜନ୍ମ ଜୟନ୍ତୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କବି ତଥା ପୂର୍ବତନ ସାଂସଦ ଡ. ପ୍ରସନ୍ନ କୁମାର ପାଟ୍ଟଶାଣୀ ମତବ୍ୟକ୍ତ କରି କହିଥିଲେ ଯେ ଚୈତନ୍ୟ ପ୍ରସାଦ ଏକାଧାରରେ ଜଣେ କବି, ଗୀତିକାର, କଣ୍ଠଶିଳ୍ପୀ, ସଂଗୀତ […]Continue Reading
Odisha News
ଭୁବନେଶ୍ୱର, ୪/୧୦ : ପୁଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷାର ତଦନ୍ତ ଦାୟିତ୍ବ । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ସେ ତଦନ୍ତ କରିବେ। ସୁପରଭାଇଜିଂ ଅଫିସର ଭାବେ ରହିବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆ । ଏହି କେଳେଙ୍କାରୀରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବା ସନ୍ଦେହ ବଢ଼ିଲାଣି Continue Reading
Odisha News
ଭୁବନେଶ୍ୱର, ୪/୧୦ : ଆଜି ରାଜ୍ୟରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ। ଏପରିକି ପବନ ୫୦ରୁ ୬୦ ବେଗରେ ବୋହିବା ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ତେବେ ଆଜି ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ଏହାସହିତ ଉତ୍ତରପୂର୍ବ ଆରବସାଗରରେ ବାତ୍ୟା ‘ଶକ୍ତି’ କେନ୍ଦ୍ରୀଭୂତ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ତେବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୧୦ : ଭାରତର ମୂଳପିଣ୍ଡ ,ଭାରତର ଐତିହ୍ୟ ଓ ସଂସ୍କୃତିର ପରିଚାୟକ ହେଉଛନ୍ତି ଜନଜାତି। ଯାହାଙ୍କର ବିକାଶରେ ଆଜିର ବିକଶିତ ଭାରତ ପରିକଳ୍ପନା।ଏହି ବିକଶିତ ଭାରତ ର ଉଦ୍ଘୋଷଣା ରେ ଏକ ଅଭିନବ ପ୍ରୟାସ ହେଉଛି “ଆଦି କର୍ମଯୋଗୀ” କାର୍ଯ୍ୟକ୍ରମ । ଯେଉଁ କାର୍ଯ୍ୟକ୍ରମ ର ମୂଳ ଉଦ୍ଦେଶ୍ୟ ହେଉଛି ଭାରତର ମୂଳ ଆଦିବାସୀ ମାନଙ୍କର ଜୀବନ ଶୈଳୀ ରେ ଆସିଥିବା ପରିବର୍ତ୍ତନ ଓ ଆଗାମୀ ଭବିଷ୍ୟତର ସେମାନଙ୍କର ଲକ୍ଷ୍ୟକୁ Continue Reading
Odisha News
ଭୁବନେଶ୍ୱର , ୩/୧୦ : ଓଡ଼ିଶା ପୋଲିସ ରିକ୍ର‌୍ୟୁଟମେଣ୍ଟ ବୋର୍ଡ ଦ୍ୱାରା ପରିଚାଳିତ ଏସ୍ଆଇ ପରୀକ୍ଷା କେଳେଙ୍କାରୀରୁ ନେଇ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି ।ପରୀକ୍ଷା ଜାଲିଆତି ନେଇ ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କୁ କାର୍ଯ୍ୟାଳୟ (ସିଏମ୍ଓ)ରେ ଖବର ପହଁଚିଥିଲା ବୋଲି ଚର୍ଚ୍ଚା ହେଉଛି । ସିଏମ୍ଓରୁ ବ୍ରହ୍ମପୁର ଏସପିଙ୍କ ନିକଟକୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କୁହାଯାଉଛି ।ତେଣୁ କେହି ଜଣେ ଏହି ଡିଲ୍ ବିଷୟରେ ସୂଚନା ପାଇ ସିଏମ୍ଓକୁ Continue Reading
Odisha News
ଭୁବନେଶ୍ୱର, ୩/୧୦ : ଆଜି ଧରାପୃଷ୍ଠରୁ ବିଦାୟ ନେବେ ଜଗତଜନନୀ ମା’ ଦୁର୍ଗା । ଶେଷ ହୋଇଛି ଶାରଦୀୟ ପାର୍ବଣ । ମା’ଙ୍କୁ ମେଲାଣି ଦେବା ଯେତିକି ଦୁଃଖ ଲାଗିଥାଏ ପୁଣି ଆରବର୍ଷକୁ ମା’ଙ୍କୁ ଅପେକ୍ଷା କରିବା ସେତିକି ଆନନ୍ଦ ଦେଇଥାଏ । ମା’ଙ୍କୁ ବିଦାୟ ଦେବାକୁ ଭଷାଣି ଶୋଭାଯାତ୍ରା ପାଇଁ ଟ୍ୱିନ ସିଟିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଭଷାଣି ଶୋଭାଯାତ୍ରା ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ପରାମର୍ଶ ମଧ୍ୟ ଦିଆଯାଇଛି ।ଭଷାଣି […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨/୧୦ : ଆଜି ଯାଜପୁର ଜିଲ୍ଲା ସଦର ମହକୁମାସ୍ଥିତ ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଅଛି।ସକାଳ ୮ ଘଟିକା ୩୦ ମିନିଟ ସମୟରେ ଜିଲ୍ଲାପାଳ ଅମ୍ବର କୁମାର କର ଓ ସମ୍ମାନିତ ଅତିଥି ମାନେ କିଆନାଳୀ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି, ଗାନ୍ଧୀ ଛକ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ପରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨/୧୦ : ଆଜି ପବିତ୍ର ଦଶହରା ଅବସରରେ ଭାରତ ର ଦୁଇ ବରପୁତ୍ର ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀ ଙ୍କ ଜୟନ୍ତୀ, ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି, ନୟାଗଡ଼ ର ମିଳିତ ଆନୁକୂଲ୍ୟରେ ସମାଜସେବୀ ଗୋଦାବରୀଶ ସାହୁ ଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ନୟାଗଡ଼ ତ୍ରିନାଥ ଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା Continue Reading
Odisha News
ଭୁବନେଶ୍ୱର, ୨/୧୦ : ସମୁଦ୍ରରେ ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ିଆସୁଛି ଗଭୀର ଅବପାତ। ଆଜି ରାତିରୁ କାଲି ସକାଳ ଭିତରେ ସ୍ଥଳଭାଗ କରିବ ଅତିକ୍ରମ। ପ୍ରବଳ ବର୍ଷା ଓ ପବନକୁ ନେଇ ପୂରା ଓଡ଼ିଶାକୁ କରାଯାଇଛି ଆଲର୍ଟ। ୭ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଏବଂ ୧୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣି ଜାରି କରାଯାଇଛି। ରେଡ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା- କୋରାପୁଟ, କଳାହାଣ୍ଡି, ଗଞ୍ଜାମ, ଗଜପତି ପୁରୀ, ରାୟଗଡ଼ା ଏବଂ କନ୍ଧମାଳ।ଏସବୁ ଜିଲ୍ଲାରେ ୨୦ Continue Reading