Home Posts tagged ODISHA (Page 363)
Odisha News
ସୁଧାଂଶୁ ସିଂଙ୍କ ରିପୋର୍ଟକନ୍ଧମାଳ, ୧୪/୧୧ : ଗତ ଅକ୍ଟୋବର ୩୧ ତାରିଖ ଦିନ କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁରେ ଆମ୍ବଟାକୁଆ ଜାଉ ଖାଇ ଦୁଇଜଣ ମହିଳା ରୁନୁ ମାଝି (ଦିବ୍ୟାଙ୍ଗ) ଓ ରୁମିତା ପାଟ୍ଟମାଝିଙ୍କର ଅକାଳ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଏବେ ଏମ୍‌.କେ.ସି.ଜି. ମେଡିକାଲ୍ କଲେଜ ହସ୍ପିଟାଲ୍‌, ବ୍ରହ୍ମପୁରରେ ଓ ୨ଜଣ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।ଗତ ତା ୦୩.୧୧.୨୦୨୪ରବିବାର ଦିନ ୩ ବାମପନ୍ଥୀ ଦଳ ସ.ପି.ଆଇ., Continue Reading
Odisha News Ollywood News
ଓଡ଼ିଶା,୧୪/୧୧ : ଘୋଷଣା ହେଲା ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଏକାଥରକେ ୨୦୨୦, ୨୦୨୧ ଓ ୨୦୨୨ ମସିହା ପାଇଁ ଘୋଷଣା ହୋଇଛି ଏହି ପୁରସ୍କାର। ଏଥିସହ ଜୀବନ ବ୍ୟାପୀ ସାଧନା ପାଇଁ ସର୍ବୋଚ୍ଚ ପୁରସ୍କାର ‘ମୋଦନ ସୁନ୍ଦର ଦେବ ଗୋଗୋମୀ’ ବିଜେତାଙ୍କ ନାଁ ମଧ୍ୟ ଘୋଷଣା କରାଯାଇଛି। ଉଚ୍ଚଶିକ୍ଷା, କ୍ରିଡ଼ା, ଯୁବ ବ୍ୟାପାର, ଓଡ଼ିଆ ଭାଷା ସଂସ୍କୃତି ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୂରଜ ଏହି ଘୋଷଣା କରିଛନ୍ତି।୨୦୨୦ ମସିହା ପାଇଁ ବିଶିଷ୍ଟ ଲେଖକ ତଥା ନାଟ୍ୟକାର ଅନନ୍ତ Continue Reading
Odisha News
ଭୁବନେଶ୍ୱର, ୧୪/୧୧: ରାଜ୍ୟରେ ହେବାକୁ ଥିବା ଦଶମ ଶ୍ରେଣୀ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ୨୦୨୫, ଫେବୃଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ ହେବ ।ସକାଳ ୯ଟାରୁ ପୂର୍ବାହ୍ନ ୧୧ ଘଣ୍ଟା ୩୦ ମିନିଟ୍ ଯାଏ ପରୀକ୍ଷା ଚାଲିବ । କେବଳ ଗଣିତ ପାଇଁ ଅତିରିକ୍ତ ୧୫ ମିନିଟ୍ ସମୟ ଦିଆଯିବ । ସେଥିପାଇଁ ଗଣିତ ପରୀକ୍ଷା ୧୧ ଘଟିକା ୪୫ ମିନିଟରେ ଶେଷ […]Continue Reading
Odisha News
ବାଲେଶ୍ୱର, ୧୪/୧୧ : ବୃଦ୍ଧାଙ୍କୁ ଝୁଣି ମାରିଦେଲା ପାଗଳ କୁକୁର। ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଜୟନାରାୟଣପୁର ପଞ୍ଚାୟତ ନାରାୟଣପୁର ଗାଁର ଏହି ଅଭାବନୀୟ ଘଟଣା ଘଟିଛି। ମୃତ ବୃଦ୍ଧା ଜଣଙ୍କ ହେଲେ ଗାଁର ବାସନ୍ତି ସାହୁ ।ଆଜି ସକାଳେ ବାସନ୍ତି ଘର ବାହାରେ ବସିଥିବା ବେଳେ ଏକ ପାଗଳ କୁକୁର ଆସି ତାଙ୍କୁ ଆକ୍ରମଣ କରିଥିଲା। ବୃଦ୍ଧାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ବୃଦ୍ଧାଙ୍କ ଚିତ୍କାର ଶୁଣି ପରିବାର ଲୋକେ […]Continue Reading
Odisha News
ଓଡ଼ିଶା, ୧୪/୧୧ : ପିଲାମାନେ ହିଁ କୌଣସି ଦେଶର ଭିତ୍ତିଭୂମି ଏବଂ ସେମାନେ ହିଁ ଆଗାମୀ ଦେଶର ଭବିଷ୍ୟତ । ଦେଶ ନିର୍ମାଣରେ ଶିଶୁମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏକ ଶାନ୍ତ, ସୁସଂପନ୍ନ, ସେହ୍ନସିକ୍ତ ପରିବାରରେ ବଢ଼ିଥିବା ଶିଶୁଟିଏ ଭବିଷ୍ୟତର ସୁନାଗରିକ ଓ ସୁସଂହତ ସମାଜ ସଂଗଠନରେ ମୁଖ୍ୟଭୂମିକା ଗ୍ରହଣ କରିଥାଏ।ତାଙ୍କ ମତରେ ଶିକ୍ଷା ହିଁ ପ୍ରଗତିର ମୂଳପିଣ୍ଡ । ଏହି କଥାକୁ ମର୍ମେ ମର୍ମେ ହୃଦୟଙ୍ଗମ କରିଥିଲେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ Continue Reading
Odisha News
ବୌଦ୍ଧ, ୧୪/୧୧ : ଅପରାହ୍ନରେ ବୌଦ୍ଧଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆସନ୍ତା ୧୮ ନଭେମ୍ବର ରୁ ୩୦ ନଭେମ୍ବର ପର୍ଯ୍ୟନ୍ତ ଜିଲା ବ୍ୟାପି କୁଷ୍ଠରୋଗ ଚିହ୍ନଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।ଆଶାକର୍ମୀମାନେ ଘର ଘର ବୁଲି କୁଷ୍ଠରୋଗୀଙ୍କୁ ଚିହ୍ନଟ କରିବେ । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲାପାଳ ଶ୍ରୀପଣ୍ଡା ସମସ୍ତ ଜିଲାବାସୀଙ୍କୁ ଆହ୍ୱାନ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୧୪/୧୧ : କେନ୍ଦୁଝର ଜିଲ୍ଲା ସାହାରପଡା ଓ ଯାଜପୁରର ମଇଣ୍ଡା ଅଞ୍ଚଳବାସୀଙ୍କ ସମସ୍ୟା ଦୂର ହୋଇଛି। ବନ୍ୟା ପରିସ୍ଥିତିରେ ବିଜୁଳି ସେବା ନେଇ ଉପୁଜୁଥିବା ସମସ୍ୟାର ସ୍ଥାୟୀ ପ୍ରତିକାର ଟିପିଏନଓଡ଼ିଏଲ କରିଛି।ସୂଚନା ମୁତାବକ କେନ୍ଦୁଝର ଜିଲ୍ଲାର ସାହାରପଡା ଓ ଯାଜପୁର ମଇଣ୍ଡା ୧୧ କେଭି ଫିଡରକୁ ସଂଯୋଗ କରୁଥିବା ଏଚଟି ତାର ଦୁଇ ପାର୍ଶ୍ଵରେ ନଦୀ ଉପର ଦେଇ ସଂଚାରଣ କରୁଥିବାବେଳେ ବନ୍ୟା ପରିସ୍ଥିତିରେ ବିଦ୍ୟୁତ ସେବା ବ୍ୟାପକ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୧୪/୧୧: ରାୟଗଡା ଜ଼ିଲ୍ଲା ଚନ୍ଦ୍ରପୁର ବ୍ଲକ ସଦର ମହକୁମା ସରକାରୀ SSDବାଳକ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ଶ୍ରୀ ଭାସ୍କର ଗମାଙ୍ଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।ମୁଖ୍ୟ ଅତିଥିଭାବେ ଚନ୍ଦ୍ରପୁର ବ୍ଲକ ଅଧ୍ୟକ୍ଷ ଶ୍ରୀ କୟିନ କିମ୍ଵାକା,ସଭାପତିତ୍ୱ WEO କୃଷ୍ଣଚନ୍ଦ୍ର ବେହେରା,ମୁଖ୍ୟ ବକ୍ତା ଭାବରେ ଶିକ୍ଷା ବିଭାଗ BEO ଗଣେଶ ଶବର ଯୋଗଦେଇଥିଲେ ।ସମ୍ନାନନୀୟ ଅତିଥିଭାବେ ଚନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ Continue Reading
Odisha News Ollywood News
ଭୁବନେଶ୍ୱର, ୧୩/୧୧ : ଓଲିଉଡ ଏବେ ଦୁଇ ଫାଳ । ଗୋଟିଏ ପଟେ ମନୋଜ ମିଶ୍ର, ଆଉ ଗୋଟାଏ ପଟେ ପୁରା ଓଲିଉଡ୍ । ସାଇବର ଥାନାରେ ଅଭିଯୋଗ ପରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଅଭିନେତା ମନୋଜ ମିଶ୍ର । ଓଲିଉଡ୍ ମୋ ବୋପାର ନୁହେଁ, କିନ୍ତୁ ଯିଏ ଓଡ଼ିଆ ସିନେମାର ଶତ୍ରୁ, ସିଏ ମୋର ଶତ୍ରୁ ବୋଲି କହିଛନ୍ତି ମନୋଜ ।ବୁଧାବର ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ଯେଉଁ ଫିଲ୍ମ ମୁଁ […]Continue Reading