Home Posts tagged ODISHA (Page 367)
Odisha News
ବରଦା ଦାସଙ୍କ ରିପୋର୍ଟକଟକ,୧୦/୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ସାରସ୍ଵତ ସାଧିକା କବୟତ୍ରୀ କଲ୍ୟାଣୀ ମିଶ୍ରଙ୍କ ଶୁଭ ଜନ୍ମଦିନ ଅବସରରେ ସାତଭାଟିଆର ଅପନା ଘର ଆଶ୍ରମର ସମସ୍ତ ପ୍ରଭୁଜୀଙ୍କ ସହ ପାଳନ କରିଛନ୍ତି ।ଜନ୍ମଦିନ ପାଳନ କରିବାର ମୂଳ ଉଦେଶ୍ୟ ପ୍ରଭୁଜୀଙ୍କ ମୁହଁ ରେ ଆନନ୍ଦ ଦେବା । ପ୍ରତିଷ୍ଠାତା ଶୁଖଦେବ ଅଗ୍ରୱାଲ ସାରଙ୍କ ସହ ବହୁ ବିଶିଷ୍ଟ ସମାଜ ସେବୀ ସାରସ୍ଵତ ବନ୍ଧୁ ମାନେ ଯୋଗ ଦେଇଥିଲେ ।ସେମାନଙ୍କ ମଧ୍ୟରୁ ଲୋକ ସମ୍ପର୍କ ବିଭାଗ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଖମନଖୋଲ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇଦେବାକୁ ଦାବି କରିଛନ୍ତି ଅଂଚଳବାସୀ ।ବାଲିଗୁଡା ବ୍ଳକ ତଥା କନ୍ଧମାଳ ଜିଲାର ସୀମାନ୍ତ ପଞ୍ଚାୟତ ହେଉଛି ଖମନଖୋଲ ଓ ଲଣ୍ଡାଗାଁ। ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୩ଟି ପଞ୍ଚାୟତ ବାସୀ ସହ ସୀମାନ୍ତ ଜିଲାର ଗ୍ରାମବାସୀ ନିର୍ଭର କରିଥାନ୍ତି।କିନ୍ତୁ ଏହି ଚିକିତ୍ସାଳୟରୁ ବାଲିଗୁଡା Continue Reading
Odisha News
ଭୁବନେଶ୍ୱର, ୯/୧୧: ଗୋଟିଏ ପରେ ଗୋଟିଏ ଘୋଷଣା କରି ରାଜ୍ୟ ବାସୀଙ୍କୁ ଚକିତ କରୁଛନ୍ତି ମୋହନ ସରକାର । ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ସରକାର ବଡ଼ ଘୋଷଣା କରିଛନ୍ତି ।ଯେଉଁମାନେ ଆଜି ଯାଏ ବିଭିନ୍ନ ପଦ୍ମ ସମ୍ମାନରେ ସମ୍ମାନିତ ହୋଇଛନ୍ତି ସେମାନଙ୍କୁ ସରକାର ମାସିକ ସହାୟତା ପ୍ରଦାନ କରିବେ । ପଦ୍ମ ବିଜେତାଙ୍କୁ ରାଜ୍ୟ ସରକାର ମାସକୁ ୩୦ ହଜାର ଟଙ୍କାର ସହୟତା ରାଶି ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧୧ : ଗତ ଦୁଇ ଦିନ ଧରି ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଚାଲିଥିବା ଗଜପତି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଆଜି ଉଦଯାପିତ ହୋଇଯାଇଛି।ଆଜିର ଏହି ଉଦଯାପନ ସମାରୋହରେ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ପାରଳା ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ଆର: ଇ ବ୍ଳକ ଅଧ୍ୟକ୍ଷ ଶ୍ରୀ […]Continue Reading
Odisha News
ଭୁବନେଶ୍ୱର, ୯/୧୧ : ପରିବାର ଓ ସମ୍ପର୍କୀୟ ଜଣାଇଲେ ନାହିଁ। ତରବରିଆ ଭାବେ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ମୃତଦେହକୁ ଶଶ୍ମାନରେ ପୋଡ଼ି ଦେଉଥିଲେ ତାଙ୍କ ବୋହୂ। ପରିବାର ଲୋକଙ୍କଠାରୁ ଅଭିଯୋଗ ପାଇ ପୁଲିସ୍ ଶ୍ମଶାନରେ ପହଞ୍ଚି ନିଆଁ ଲିଭାଇ ଦରପୋଡ଼ା ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଆଜି ମଧ୍ୟରେ ଏପରି ଘଟଣା ରାଜଧାନୀ ଭୁବନେଶ୍ୱରରେ ଘଟିଛି।ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ହେଉଛନ୍ତି ଅଜୟ କୁମାର ଜେନା। ତାଙ୍କ ଧର୍ମପତ୍ନୀ Continue Reading
Odisha News
ବାଲେଶ୍ୱର, ୯/୧୧ : ବିଜେଡି କାଉନ୍‌ସିଲରଙ୍କ ଘରୁ ଶିଶୁ ପୁତ୍ର ଉଦ୍ଧାର। ବେଆଇନ୍ ଭାବେ ନିଜ ଘରେ ୪ ମାସର ଶିଶୁପୁତ୍ରକୁ ରଖିଥିଲେ। ଏପରି ଅଭିଯୋଗ ବାଲେଶ୍ୱର ଜିଲ୍ଲା ରେମୁଣା ଏନ୍‌ଏସିରୁ ଆସିଛି। CWC ଅଧିକାରୀ ଓ ପୁଲିସ୍ ବିଜେଡି କାଉନ୍‌ସିଲରଙ୍କ ଘରେ ଚଢ଼ଉ କରି ଶିଶୁ ପୁତ୍ରକୁ ଉଦ୍ଧାର କରିଛନ୍ତି।ରେମୁଣା ଏନ୍‌ଏସି ୧୧ ନମ୍ୱର ୱାର୍ଡର ବିଜେଡି କାଉନ୍‌ସିଲର ହେଉଛନ୍ତି ପାନମଣୀ ମୁର୍ମୁ। ତାଙ୍କ ଘରେ ତାଙ୍କ ତୁଳସୀ ରହୁଛନ୍ତି। ଅଭିଯୋଗ ଅନୁସାରେ ସିଏ ତାଙ୍କ Continue Reading
Odisha News
ଭୁବନେଶ୍ୱର,୯/୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟାକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।ଏ ପର୍ଯ୍ୟନ୍ତ ଏହି ଯୋଜନାରେ Continue Reading
Odisha News
ଓଡ଼ିଶା, ୯/୧୧ : ମଦ୍ୟପାନ କରି ଗାଡ଼ି ଚଳାଉଥିବା ‘ମୋ ବସ୍’ ଡ୍ରାଇଭରଙ୍କ ବିରୋଧରେ ଆକ୍ସନ ମୋଡରେ କ୍ରୁଟ୍ । ମଦ ପିଇ ଡ୍ୟୁଟି କରୁଥିବା ଅଭିଯୋଗରେ ଜଣେ ବସ୍ ଗାଇଡ୍ ଓ କ୍ୟାପଟେନଙ୍କୁ ନିଲମ୍ବିତ କରିଛି କ୍ରୁଟ୍। ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ତୁରନ୍ତ ର୍କାଂ୍ୟରୁ ନିଲମ୍ବନ କରାଯାଇଥିବା କ୍ରୁଟ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।ସେପଟେ ଏଣିକି ପ୍ରତିଦିନ ମଦ୍ୟପାନ ପରୀକ୍ଷଣ କରାଯିବ ଏବଂ ଧରାପଡ଼ିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ କ୍ରୁଟ୍ କହିଛି। ମଦ୍ୟପାନ କରି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି. ୯/୧୧ : ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ୨ ଦିନିଆ ଗଜପତି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ ହୋଇଯାଇଛି।ଆଜିର ଏହି ଉଦଘାଟନ ସମାରୋହରେ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ , ମାନ୍ୟବର ମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଓଡ଼ିଶା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ , ମାନ୍ୟବର ସାଂସଦ ବ୍ରହ୍ମପୁର ଯୋଗ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୯/୧୧: ବୌଦ୍ଧ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ସ୍ଥାନୀୟ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ କାର‌୍ୟ୍ୟକ୍ରମର ମୁଖ୍ୟ ଅତିଥି ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ସମ୍ମାନୀତ ଅତିଥି ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ବୌଦ୍ଧ ନଗରପାଳ ମୃତ୍ୟୁଞ୍ଜୟ ମିଶ୍ର,ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ Continue Reading