Home Posts tagged ODISHA (Page 368)
Odisha News
ଭୁବନେଶ୍ୱର,୮/୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ ଦିଗକୁ ଗତି କରିବ ବୋଲି ସୂଚନା ମିଳିଛି। ପରବର୍ତ୍ତୀ ଦୁଇଦିନ ପର‌୍ୟ୍ୟନ୍ତ ତାମିଲନାଡୁ, ଶ୍ରୀଲଙ୍କା ଆଡ଼େ ମୁହାଁଇବ।ଏହାର ପ୍ରଭାବରେ ୧୨ ପର‌୍ୟ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା Continue Reading
Odisha News
ଭୁବନେଶ୍ଵର, ୮/୧୧: ସଂଶୋଧିତ ଅନୁମୋଦିତ ହସ୍ତଶିଳ୍ପ ତାଲିକା ପ୍ରକାଶ ପାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ବିଭାଗୀୟ ଅନୁମୋଦନ ମିଳିଛି ।ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏହାକୁ ଅନୁମୋଦନ କରିଛନ୍ତି । ପୂର୍ବରୁ ୫୧ ଗୋଟି ହସ୍ତଶିଳ୍ପକୁ ଅନୁମୋଦନ ମିଳିଥିଲା । ଏବେ ଏହି ତାଲିକାକୁ ସଂଶୋଧନ କରାଯାଇ ନୂତନ ଭାବେ ୫୫ ଗୋଟି ହସ୍ତଶିଳ୍ପକୁ ରାଜ୍ୟ ସରକାରଙ୍କ ମାନ୍ୟତପ୍ରାପ୍ତ ହସ୍ତଶିଳ୍ପ ତାଲିକାରେ Continue Reading
Odisha News
ଭୂବନେଶ୍ୱର,୮/୧୧: ବିଜେଡି ନେତା ତଥା ଛେଣ୍ଡିପଦାର ପୂର୍ବତନ ବିଧାୟକ ସୁଶାନ୍ତ ବେହେରା ନିଜ ଦଳ ବିରୋଧରେ ମୁହଁ ଖୋଲିଛନ୍ତି। ଗତ ନିର୍ବାଚନରେ ବିଜେଡି ହାରିବାର ବଡ଼ କାରଣ ମଧ୍ୟ ସେ କହିଛନ୍ତି। ଦଳର ପରାଜୟ ପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟୀ ବୋଲି ସେ ଖୋଲାଖୋଲି କହିଛନ୍ତି।ସୁଶାନ୍ତ କହିଛନ୍ତି ଯେ, ଗତ ନିର୍ବାଚନରେ ଦଳର ସଭାପତି ନବୀନ ପଟ୍ଟନାୟକ ନିଜେ ସମସ୍ତ ସଭାସମିତିରେ ଯୋଗ ଦେବା ବଦଳରେ ତାଙ୍କ ପ୍ରତିନିଧି ଯୋଗ ଦେବା ଯୋଗୁ ଦଳର କିଛି […]Continue Reading
Odisha News
କୋରାପୁଟ, ୮/୧୧ : ଲାଞ୍ଚ ନେଉଛନ୍ତି ବୋଲି ଅଭିଯୋଗ ହୋଇଥିଲା। ତେଣୁ ତାଙ୍କୁ ବଦଳି କରାଯାଇଥିଲା। ତଥାପି ସେ ସୁଧୁରିଲେନି। ଆଉ ଆଜି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଏହି ସରକାରୀ ବାବୁ ହେଉଛନ୍ତି ଜଣେ ଡାକ୍ତର। ତାଙ୍କ ନାଁ ବିଶ୍ୱଜିତ୍ ଭୂୟାଁ। ସେ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭାରପ୍ରାପ୍ତ ମେଡିକାଲ ଅଫିସର ଭାବେ ନିଯୁକ୍ତ ହୋଇଛନ୍ତି।ସହିତ ଡାକ୍ତରଖାନାର Continue Reading
Odisha News
ଭୁବନେଶ୍ୱର, ୮/୧୧ : ଭୁବନେଶ୍ୱରରେ ଲଭ୍ ଜିହାଦ୍‌! ଧରାପଡ଼ିଲେ କଶ୍ମୀର ଯୁବକ। ଅଭିଯୁକ୍ତ କଶ୍ମୀର ଯୁବକକୁ କଟକରେ ପୁଲିସ୍ ଅଟକ ରଖିଛି। ଅନ୍‌ଲାଇନ୍ ଗେମ୍‌ରୁ ଆରମ୍ଭ ହୋଇଥିଲା ହିନ୍ଦୁ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ। ଜଗତସିଂହପୁରର ଯୁବତୀଙ୍କୁ ନେବା ପାଇଁ ଆସିଲା ବେଳେ ମାଡ଼ି ବସିଲା ପୁଲିସ୍‌।ଫ୍ରି ଫାୟାର୍ ଗେମ୍ ଖେଳୁଥିବା ବେଳେ ରୀମା(ଛଦ୍ମନାମ) ୨୦୨୨ ମସିହାରେ ସମୀରଙ୍କ ସଂସ୍ପର୍ଶରେ ଆସିଥିଲେ। ସମୀରଙ୍କ ଘର ବିହାରରେ ହୋଇଥିବା କଶ୍ମୀରରେ ଚାକିରି Continue Reading
Odisha News
ଭୁବନେଶ୍ୱର, ୮/୧୧: ପରିବାର ସୁଖ ଏବଂ ସମୃଦ୍ଧି ପାଇଁ ମହିଳାମାନେ ଆରମ୍ଭ କରିଥିବା ‘ଛଟ୍‌’ ପୂଜାର ଆଜି ହେଉଛି ତୃତୀୟ ଦିନ । ଆଜି ବ୍ରତଧାରୀ ମହିଳାମାନେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି । ଏଥିପାଇଁ ବିଭିନ୍ନ ଜଳାଶୟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।ଓଡ଼ିଶାରେ ମଧ୍ୟ ବିଭିନ୍ନ ଜଳାଶୟ ଏହି ପ୍ରସିଦ୍ଧ ବ୍ରତ ବିଦ୍ଧି ଦେଖିବାକୁ ମିଳିଛି । ବିଶେଷ କରି ବିହାରର ମହିଳାମାନେ କୂଆଖାଇ ନଦୀପଠାରେ ଆୟୋଜିତ ପୂଜାରେ ଅସ୍ତଗାମୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୧୧ : ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଡକରବାଡ଼ି ଗ୍ରାମରେ।ପ୍ରକାଶ ଯେ, ସିମନବାଡ଼ି ପଞ୍ଚାୟତଠାରୁ ମାତ୍ର ୩ କିଲୋମିଟର ଦୂରତାରେ ରହିଛି। ଏହି ଗ୍ରାମ ସେଠାରେ ଶତାଧିକ ପରିବାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୮/୧୧: ବୌଦ୍ଧଜିଲ୍ଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଷୁଡିବାରେ ଲାଗିଛି । ଶିକ୍ଷାବର୍ଷ ଅଧା ଅତିକ୍ରମ କରିସାରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କାର୍ଯ୍ୟ ସରିନାହିଁ । ଏପଟେ ଶିକ୍ଷକ ଅଭାବରୁ ଗୋଟିଏ ପରେ ଗୋଟିଏ ବିଦ୍ୟାଳୟରେ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ବିଦ୍ୟାଳୟଗୁଡିକରେ ତାଲା ପକାଇବା ଭଳି ଘଟଣା ଦେଖିବାକୁ ମିଳିଛି ।ସବୁଠାରୁୂ ଗୁରୁତ୍ୱପୂର୍ଣ୍ଣ ହେଲା ବୁଧବାର ଦିନ ବୌଦ୍ଧ ସହର Continue Reading
Odisha News
ଭୁବନେଶ୍ୱର ,୭/୧୧ : ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ମନ୍ତ୍ରୀ କହିଛନ୍ତି, କିଛି ହିତାଧିକାରୀ ଗହମ ଚାହୁଁଥିବା ବେଳେ କିଛି ଚାହୁଁନାହାନ୍ତି। ଏବେ ଗହମ ଆସିଛି, ସରକାରୀସ୍ତରରେ କାମ ବାକି ଥିବାରୁ ୨ ମାସ […]Continue Reading
Odisha News
ଭୁବନେଶ୍ୱର,୭/୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର ତପସ୍ୟାକୁ ଭାଜପା ସରକାର ଶୁଖୁଆ ପୋଡ଼ାରେ ଶେଷ କରିଦେଲେ। ବିଜେଡି ସରକାରଙ୍କ ବିକାଶମୂଳକ ଯୋଜନା ଲୋକମାନଙ୍କୁ ବଞ୍ଚିବାକୁ ଶକ୍ତି ଦେଉଥିଲା । ଏବେ ଭାଜପା ସରକାର ବିନା କାରଣରେ ଆଦିବାସୀଙ୍କ ଚାଉଳକୁ ବନ୍ଦ Continue Reading