ଭୁବନେଶ୍ୱର, ୭/୧୧: ଚାରି ଧାମକୁ ଯାତ୍ରା କରିବା ଓଡ଼ିଶା ବାସୀଙ୍କ ପାଇଁ ଏବେ ସହଜ ହୋଇଯିବ । ଏଣିକି ଗୋଟିଏ ବସରେ ବସି ଶ୍ରଦ୍ଧାଳୁମାନେ ଚାରି ଧାମ ଦର୍ଶନ କରିପାରିବେ ।ଏମିତିକି ସୁବିଧା ଉପଲବ୍ଧ କରିବାକୁ ଯାଉଛନ୍ତି ରାଜ୍ୟର ମୋହନ ସରକାର । ଏ ନେଇ ସୂଚନା ଦେଇଛନ୍ତି ସଡ଼କ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ।ପରିବହନ ମନ୍ତ୍ରୀ କହିଛନ୍ତି, ଚାରି ଧାମ ଯାତ୍ରା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ବସର ବ୍ୟବସ୍ଥା କରିବାକୁ […]Continue Reading
ଭୁବନେଶ୍ୱର, ୭/୧୧ : ବାରମ୍ବାର ବାରମ୍ବାର ବିମାନ ବାତିଲ ହେବା ପରେ ତାତିଛନ୍ତି ଯାତ୍ରୀ। ଅସନ୍ତୋଷ ପ୍ରକାଶ କରିବା ସହ ବିମାନ ବନ୍ଦରରେ ଧାରଣାରେ ବସିଛନ୍ତି ୬୦ରୁ ଅଧିକ ଯାତ୍ରୀ। ଏପରି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ।ଭୁବନେଶ୍ୱରରୁ ହାଇଦ୍ରାବାଦ ଯିବାକୁ ଥିବା ବିମାନ ଓଢ ୨୯୩୨ ଗତକାଲି ସକାଳ ୯ ଟା ୫୫ରେ ଥିବାବେଳେ କୌଣସି କାରଣ ପାଇଁ ବାତିଲ ହୋଇଥିଲା। ଏହି ବିମାନ ଆଜି ସକାଳ ୮ଟା ୪୫କୁ ଧାର୍ୟ୍ୟ […]Continue Reading
By Mahendra Darjee Bhubaneswar, Nov. 6: The Bhubaneswar Metro Rail Project (BMRP), a transformative infrastructure initiative aimed at modernising urban transport in Odisha’s capital, is projected for completion by December 2027. Designed to tackle traffic congestion and improve connectivity, the metro system promises a significant upgrade in public transportation across Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୬/୧୧ : ଗଜପତି ଜିଲ୍ଲା ଅନ୍ତର୍ଗତ ଗୋଷାଣୀ ବ୍ଲକର ବିଭିନ୍ନ ଅଞ୍ଚଳର ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଗୁରାଣ୍ଡୀ ଗୋଷ୍ଟି ସ୍ୱା କେନ୍ଦ୍ର ପକ୍ଷରୁ ଯୁବ ସମାଜ ପାଇଁ ତମାଖୁ ମୁକ୍ତ ସଚେତନତା ଅଭିଯାନ ୨-୦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଗୋଷାଣୀ ବ୍ଲକର ଗୁରାଣ୍ଡି ସ୍ଥିତ ମୀନକେତନ ଡିଗ୍ରୀ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମତା ପାଢ଼ୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୧୧ : ଓଡ଼ିଆ ଭାଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ସହଯୋଗିତାରେ ବୁଧବାର ‘ରାଜ୍ୟସ୍ତରୀୟ ଭାଷା ସଂପାନ’ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରାରମ୍ଭରେ ବୈଦିକ ମନ୍ତ୍ରୋଚ୍ଚାରଣ ମଧ୍ୟରେ ଆମନ୍ତ୍ରିତ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଭାଷା ସଂପାନର ଶୁଭାରମ୍ଭ କରିଥିଲେ ।ମହାବିଦ୍ୟାଳୟ ଅଧ୍ୟକ୍ଷ Continue Reading
ଓଡ଼ିଶା, ୬/୧୧ : ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା ।ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ ଆପାତତଃ ନିଷ୍ପତ୍ତି ନେଇଛନ୍ତି । ଆୟୋଗଙ୍କ ପକ୍ଷରୁ ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।ଆୟୋଗଙ୍କ ସଚିବଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ସିଭିଲ୍ Continue Reading
ଓଡ଼ିଶା, ୬/୧୧ : ରାଜଧାନୀ ଭୁବନେଶ୍ୱରରେ ଗଡ଼ବ ମେଟ୍ରୋ ଟ୍ରେନ୍। ୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ ସରିବ। ପ୍ରତି ୧୦ ମିନିଟ୍ ବ୍ୟବଧାନରେ ଗଡ଼ିବ ମେଟ୍ରୋ। ଆଜି ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ।ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ କହିଛନ୍ତି, ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ଭୂମିଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ୍। ତେବେ ରାଜମହଲ, ଜୟଦେବ ବିହାର ଓଭରବ୍ରିଜ Continue Reading
ଭୁବନେଶ୍ୱର, ୬/୧୧: ମୋ ବସରେ ଲଗାମ ଲଗାଇଛନ୍ତି ସରକାର । ଡ୍ରାଇଭରମାନଙ୍କ ବେପରୁଆ ଗାଡ଼ି ଚଲାଇବା ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଏଣିକି ୪୦ କିଲୋମିଟରରୁ ଅଧିକ ବେଗରେ ଗଡ଼ିବନି ମୋ ବସ୍ । କାରଣ ମୋ ବସରେ ଲାଗିବ ସ୍ପିଡ୍ ଗଭର୍ଣ୍ଣର । ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।ରାଜ୍ୟର ବିଭିନ୍ନ ସ୍ଥାନରେ ମୋ ବସ୍ ଦୁର୍ଘଟଣା ଘଟାଇବା ନେଇ ଅଭିଯୋଗ ଆସୁଛି […]Continue Reading
ଭୁବନେଶ୍ୱର,୬/ ୧୧ : ବୁଧବାର ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସ୍ୱାମୀ ଦେବେନ୍ଦ୍ର ଦାସ ଏବଂ ନିଜର ସମର୍ଥକଙ୍କ ସହିତ ସାମିଲ ହୋଇଛନ୍ତି ସୁନନ୍ଦା । ଦଳର ସଭାପତି ମନମୋହନ ସାମଲ ତାଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ଦେଇ ଦଳକୁ ସ୍ୱାଗତ କରିଛନ୍ତି । ଏହା ଆହୁରି ଶତାଧିକ ବିଜେଡ଼ି କର୍ମୀ ମଧ୍ୟ ଆଜି ବିଜେପିରେ ଯୋଗ […]Continue Reading
ସମ୍ବଲପୁର, ୬/୧୧: ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ୱର ହାଟପଦାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି । ରାତିରେ ଘର ଭିତରେ ଅଗ୍ନିକାଣ୍ଡ ଘଟି ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ଓ ତାଙ୍କ ବୃଦ୍ଧା ମାଆ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତକ ଦୁଇ ଜଣ ହେଲେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୈରେନ୍ଦ୍ରୀ ଦୀକ୍ଷିତ ଓ ତାଙ୍କ ମା’ ସ୍ନେହଲତା ଦୀକ୍ଷିତ । ଖବର ପାଇ ସଦର ଥାନା ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।ସ୍ଥାନୀୟ ଲୋକଙ୍କ […]Continue Reading




