Home Posts tagged ODISHA (Page 37)
Top Stories
By Chitta Ranjan Beura Bhubaneswar, Aug. 3: President Droupadi Murmu arrived in Odisha on Monday afternoon on a three-day visit during which she is scheduled to participate in a series of educational, cultural and religious engagements across Cuttack, Bhubaneswar, Berhampur and Ganjam district. The President landed at the Biju Patnaik International Airport in Bhubaneswar, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୩/୮ : ଓଡ଼ିଶା କୃଷି ଓ ଯାନ୍ତ୍ରିକ ବିଶ୍ୱବିଦ୍ୟାଳୟ (OUAT)ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ପିଜି (Postgraduate) ଓ ପିଏଚ୍‌ଡି ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। କୃଷି ଓ ଆନୁଷଙ୍ଗିକ ବିଷୟରେ ପାଠ ପଢ଼ୁଥିବା ନିୟମିତ ଛାତ୍ରଛାତ୍ରୀଙ୍କୁ ଏଣିକି ପ୍ରତିମାସ ଷ୍ଟାଇପେଣ୍ଡ ପ୍ରଦାନ କରାଯିବ। ଏହି ପଦକ୍ଷେପ ମାଧ୍ୟମରେ ଉଚ୍ଚଶିକ୍ଷା, ଗବେଷଣା ଓ କୃଷି କ୍ଷେତ୍ରରେ ନୂତନ ଉଦ୍ଭାବନକୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ବର ୩/୮: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡ଼ା ସୁରକ୍ଷା ବଳୟରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିମାନ ବନ୍ଦରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ ।ଭୁବନେଶ୍ବରରେ ପହଞ୍ଚିବା ପରେ ଲୋକଭବନ ଯାଇଥିଲେ ରାଷ୍ଟ୍ରପତି । ସେଠାରୁ ସଡ଼କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୩/୮ : ଶ୍ରାବଣ ମାସର ଆଜି ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।ଭଗବାନ ଶିବଙ୍କ କୃପା ପାଇବା ପାଇଁ ଅନେକ ଭକ୍ତ ଆଜି ବ୍ରତ ରଖିଛନ୍ତି । ବିଭିନ୍ନ ଶିବାଳୟରେ କାଉଡ଼ିଆ ମାନଙ୍କ ଭିଡ ଦେଖିବାକୁ ମିଳିଛି। ହରିଶଙ୍କରଠାରେ କାଉଡ଼ିଆମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ଜ୍ଝ ବୋଲ୍‌ବମ୍ ଧ୍ବନିରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୮ : ସମ୍ବଲପୁରୀ ଦିନ୍ ପାଳନ ଅବସରରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ସ୍ୱତନ୍ତ୍ର ଓ ଆକର୍ଷଣୀୟ ପରିବେଶ ସୃଷ୍ଟି ହୋଇଥିଲା, ଯାହା ଖୁବ୍ ଚମତ୍କାର ଓ ପ୍ରେରଣାଦାୟକ ଥିଲା।ହସ୍ତତନ୍ତ ଶିଳ୍ପର ସଂରକ୍ଷଣ, ପ୍ରସାର ଏବଂ ସ୍ଥାନୀୟ ବୁଣାକାର ମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ପ୍ରେରଣାରେ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସମ୍ବଲପୁରୀ ହାତବୁଣା ବସ୍ତ୍ର ପରିଧାନ କରି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨/୮ : ଲଗାଣ ବର୍ଷା ଓ ନଦୀ-ନାଳର ଜଳସ୍ତର ବୃଦ୍ଧି ପରେ ଖୋରଧା ବ୍ଲକର ବିଭିନ୍ନ ନିମ୍ନାଞ୍ଚଳ ଗ୍ରାମରେ ବନ୍ୟା ପରିସ୍ଥିତି ଉପୁଜିଥିବା ବେଳେ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ ଓ ଉଦ୍ଧାର କାର୍ଯ୍ୟକ୍ରମ ଜୋରଦାର କରାଯାଇଛି।ବିଶେଷକରି ଖୋରଧା ବ୍ଲକର ନରଣଗଡ଼ ଓ ଓରବରସିଂହ ଗ୍ରାମ ପଞ୍ଚାୟତର ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ପ୍ରାୟ ୧,୧୯୪ ଜଣ ବନ୍ୟାପୀଡ଼ିତଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିବା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୨/୮ : ରାଜ୍ୟରେ ମହାନଦୀ ଓ ଏହାର ଶାଖାନଦୀଗୁଡ଼ିକରେ ବନ୍ୟା ସ୍ଥିତିରେ କ୍ରମଶଃ ସୁଧରିବାରେ ଲାଗିଛି। ମୁଣ୍ଡଳୀରେ ଜଳପ୍ରବାହ କମିବା ପରେ ହୀରାକୁଦ ଜିଅର୍‌ରୁ ଜଳ ନିଷ୍କାସନ କରାଯାଇଛି।ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟକୁ ହ୍ରାସ ପାଇଥିବା ବେଳେ ଏହା କମିବାରେ ଲାଗିଛି ଏବଂ ଆସନ୍ତା ଅଗଷ୍ଟ ୪ ସୁଦ୍ଧା ଏହା ୬୧୫ ଫୁଟକୁ ଖସିବ ବୋଲି ଆକଳନ କରାଯାଇଛି। ଏହି ସୂଚନା ଦେଇଛନ୍ତି ଜଳସଂପଦ ବିଭାଗର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ଭୁବନେଶ୍ୱର, ୨/୮: ବହୁ ଚର୍ଚ୍ଚିତ ଏସିଏଫ୍ (ଇଉୠ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ରାଜ୍ୟ ସରକାର ନେଇଛନ୍ତି କଠୋର ଆଭିମୁଖ୍ୟ। ବରିଷ୍ଠ ଆଇଏଫଏସ (IFS) ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କୁ ନିଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କୋର୍ଟଙ୍କ ଦ୍ୱାରା ବିଚାର ବିଭାଗୀୟ ହାଜତକୁ ପଠାଯିବା ପରେ ସରକାରୀ ସ୍ତରରେ ଏହି ବଡ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି।କ’ଣ ଥିଲା ପୂରା ମାମଲା?୨୦୨୧ ମସିହାରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨/୮ : ଖୋରଧା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିକ୍ଷା ଅଧିକାରୀ,ଖୋରଧାଙ୍କ ଦ୍ୱାରା ଆୟୋଜିତ ଶ୍ରେଷ୍ଠତା ସମ୍ମିଳନୀରେ A୧ ଗ୍ରେଡ ପ୍ରାପ୍ତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା ଓ ପ୍ରଧାନ ଶିକ୍ଷକମାନଙ୍କ କର୍ମଶାଳା ଅନଷ୍ଠିତ ହୋଇଯାଇଛି ।ଦକ୍ଷତା ବିକାଶ ଅନୁଷ୍ଠାନ, ତରାବୋଇ ଜଟଣୀ ଠାରେ ଅନୁଷ୍ଠିତ ଶ୍ରେଷ୍ଠତା ସମ୍ମିଳନୀ ୨୦୨୬ ଉଦ୍ଘାଟନ ଉତ୍ସବରେ ଆବାହକ ଶ୍ରୀମତୀ ସୋନମିକା ରାୟ , ଜିଲ୍ଲା ଶିକ୍ଷା ଅଧିକାରୀ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧ /୮ :ଆସନ୍ତା ୯ ଅଗଷ୍ଟରୁ ୧୭ ଅଗଷ୍ଟ, ୨୦୨୬ ପର‌୍ୟ୍ୟନ୍ତ ସମଗ୍ର ଦେଶରେ ପାଳନ ହେବାକୁ ଥିବା” ହର ଘର ତିରଙ୍ଗା–୨୦୨୬\” ଅଭିଯାନକୁ ବୌଦ୍ଧ ଜିଲ୍ଲାରେ ମହାସମାରୋହରେ ସଫଳ ଭାବେ ପାଳନ କରିବା ନିମନ୍ତେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ବୈଠକରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନା, ଅତିରିକ୍ତ ଜିଲ୍ଲାପାଳ Continue Reading