ପୁରୀ, ୩/୧୧ : ଅଧା ରହିଲା ଜଗା ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଅଟୋକୁ ଏକ ଟ୍ରକ୍ ପଛପଟୁ ଧକ୍କା ଦେବାରୁ ଜଣେ ହବିଷ୍ୟାଳିଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଘଐ-୧୬ ଟାଙ୍ଗୀ ଚଣ୍ଡେଶ୍ୱର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଆଜି ସକାଳେ କୟଥ ପଲା ଗାଁର ୭ ଜଣ ହବିଷ୍ୟାଳି […]Continue Reading
ଭୁବନେଶ୍ୱର,୩/୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍ଯାଏ ଚାଲିବ।ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍ଲାଇନ୍ରେ ଫର୍ମ ପୂରଣ କରାଯାଉଛି। bseodisha.ac.inରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨/୧୧: ବଲାଙ୍ଗୀର ବନବିଭାଗକୁ ସତେ ଅବା କାଳ ଗୋଡାଇଛି।ଅଳ୍ପ କିଛିଦିନ ତଳେ ବଲାଙ୍ଗୀର ବନଖଣ୍ଡ ରେ ଦୁଇଟି ଦନ୍ତାହାତୀର ମୃତ୍ୟୁ ପରେ କେଇ ଘଣ୍ଟା ପରେ ପାଟଣାଗଡ ରେଞ୍ଜ୍ ର ଲରମ୍ଭା ସେକ୍ସନ୍ ଗଡିଆଯୋର ଗାଁ\’ରେ ଲିଫ୍ଟ ଇରିଗେସନ୍ ରୁ ଲମ୍ବି ଥିବା ଅବୈଧ ବାରହା ଶିକାର ପାଇଁ ଖେଲା ଯାଇଥିବା ବିଦ୍ୟୁତ୍ ତାରରେ ଲାଗି ପ୍ରାୟ ୩୦ ବର୍ଷ ବୟସ୍କ କୁହାଯାଉଥିବା ଏକ ଦନ୍ତା ହାତୀର ମୃତ୍ୟୁ ଖବର ବନବିଭାଗକୁ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧୧: ଗଜପତି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ପାଳନ ଅବସରରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ଯୋଗଦେଇ ଉପସ୍ଥିତ ଥିବା ଜିଲ୍ଲାର ସମସ୍ତ ଅଧିକାରୀ , କର୍ମଚାରୀ, ଶିକ୍ଷକ ଶିକ୍ଷୟତ୍ରୀ , ଛାତ୍ର ଛାତ୍ରୀ , ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଶପଥ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୧୧: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି।କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨/୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରଥମ ବଲାଙ୍ଗିର ଗସ୍ତ। ତୁଷୁରା ରେ ପହଞ୍ଚିଲା ମୁଖ୍ୟମନ୍ତ୍ରୀ ଙ୍କ ବିମାନ।ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ବଲାଙ୍ଗିର ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।ତାଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ,ସାଂସଦ ସଙ୍ଗୀତା ସିଂହ ଦେଓ,ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ସମେତ ଅନ୍ୟାନ୍ୟ ବିଧାୟକ ଓ ନେତୃବୃନ୍ଦ ମାନେ ଉପସ୍ଥିତ Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା,୨/୧୧: ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ ର କୁମୁଡ଼ା ବାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କିନାମ ଗ୍ରାମ ଆଜି ଆଦି ବୈଦ୍ୟ ଶ୍ରୀ ଧନ୍ୱନ୍ତରୀ ଦେବଙ୍କ ପବିତ୍ର ଜୟନ୍ତୀ ଉତ୍ସବ ସହ ନୀଳାଦ୍ରି ବିହାରୀ ଭାଗବତ ଟୁଙ୍ଗି ର ଅଷ୍ଟମ ବାର୍ଷିକୋତ୍ସବ ପାରମ୍ପରିକ ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି ।ଓଡ଼ିଶାର ସର୍ବ ପ୍ରଥମ ପଞ୍ଜିକୃତ ଚରକ ଆୟୁର୍ବେଦ ବୈଦ୍ୟ ସଂଘ ଓ କିନାମ ଗ୍ରାମବାସୀଙ୍କ ମିଳିତ ଆୟୋଜନ କ୍ରମେ ଅନୁଷ୍ଠିତ ଉକ୍ତ Continue Reading
ଓଡ଼ିଶା, ୨/୧୧ : ନଭେମ୍ବର ଶେଷ ସୁଦ୍ଧା ମିଳିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଟଙ୍କା ମିଳିବ। ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତକାଲି ସନ୍ଧ୍ୟାରେ ସୁଭଦ୍ରା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ କମିଟି ବୈଠକ ବସିଥିଲା। ଏହି ବୈଠକରେ ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କ ଆବେଦନର ରି-ଚେକିଂ ପାଇଁ ବିଡିଓଙ୍କୁ ନୋଡାଲ୍ Continue Reading
ଢେଙ୍କାନାଳ,୨ / ୧୧ : ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ ଚିନ୍ତା ପୋଖରୀଠାରେ ରେଳ ଧାରଣା ପାର ହେଉଥିବା ବେଳେ ଶନିବାର ମାଲଗାଡ଼ି ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ହାତୀଟିର ବୟସ ୧୨ ରୁ ୧୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ଦୁର୍ଘଟଣା ପରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା ।ଖବର ପାଇଁ ଡିଏଫଓ ସୁମିତ କର ଓ ବନବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତହାତୀଟିକୁ ଉଠାଇ […]Continue Reading
ଭୁବନେଶ୍ୱର, ୨/୧୧ : ଗତ ମାସରେ ଆସିଥିବା ସାମୁଦ୍ରିକ ଝଡ ‘ଦାନା’ ଓଡିଶା ଉପକୂଳରେ ତାଣ୍ଡବ ରଚିବା ପରେ ନଭେମ୍ବର ମାସରେ ଆଉ ଏକ ବାତ୍ୟାର ସୃଷ୍ଟି ନେଇ ଆଶା ଆଶଙ୍କା ଲାଗିରହିଛି। ତେବେ ବର୍ତ୍ତମାନ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ। ଆସନ୍ତା ଏକ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନାହିଁ। ରାଜ୍ୟରେ ନଭେମ୍ବର ୩ରୁ ୫ ତାରିଖ ପର୍ୟ୍ୟନ୍ତ ଶୁଖିଲା ପାଗ ରହିବା ସହିତ ୬ […]Continue Reading




