Home Posts tagged ODISHA (Page 383)
Odisha News
ଭୁବନେଶ୍ୱର, ୧୮/୧୦ : ରାଜଧାନୀର ବିଚ୍ ରାସ୍ତାରେ ଭାରତୀୟ କୋଷ୍ଟଗାର୍ଡ ଡିଆଇଜିଙ୍କୁ ଦୁର୍ବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଖୋଦ କୋଷ୍ଟଗାର୍ଡ ଡିଆଇଜି ଏସ୍.ଆର୍. ଦାସ ଗତ ରାତିରେ ନୟାପଲ୍ଲୀ ଥାନାରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ୍ ଏହି ମାମଲାରେ ଦୁଇ ଯୁବକଙ୍କୁ ଉଠାଇ ନେଇ ପଚରାଉଚରା କରୁଛୁ।ଗତରାତିରେ କୋଷ୍ଟଗାର୍ଡ ଡିଆଇଜି ଏସ୍.ଆର୍. ଦାସ ନିଜ ପରିବାର ସହ କାର୍‌ରେ ଘରକୁ ଫେରୁଥିଲେ। କଳିଙ୍ଗ ଷ୍ଟାଡିୟମ ନିକଟ ଏକ ଟ୍ରାଫିକ୍‌ରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୧୦ : ପାରଳାଖେମୁଣ୍ଡି ସ୍ଥିତ ରାଜବାଟୀ ପରିସରରେ ଥିବା ୟୁ-ଟେକ୍ କମ୍ପ୍ୟୁଟର ଏଜୁକେଶନ ସେଣ୍ଟରର ପ୍ରଶିକ୍ଷଣ କକ୍ଷ ଠାରେ ଅଗ୍ରଣୀ ମହିଳା ଅନୁଷ୍ଠାନ “ପ୍ରଗତି ମହିଳା ସଙ୍ଗଠନ” ଏବଂ ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୁଲ୍ୟରେ ଏକ ବର୍ଣକ୍ଷଢ଼୍ୟପୂର୍ଣ୍ଣ ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠାନର ଉପଦେଷ୍ଟା ଶିକ୍ଷାବିତ୍ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତାଙ୍କ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟରାୟଗଡ଼ା,୧୮/୧୦: ବିଜେପି ସଦସ୍ୟତା ଅଭିଯାନ ୨୦୨୪ ଅବସରରେ ରାୟଗଡା ଜିଲ୍ଲା ବିଶମକଟକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅମ୍ବାଦଳା, ମୁନିଗୁଡ଼ା ଓ ରାୟଗଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜିଞ୍ଜିଲି ଠାରେ ଆଜି ବିଜେପି କୃଷକ ମୋର୍ଚ୍ଚା ତରଫରୁ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିଲେ।ଘରକୁ ଘର Continue Reading
Odisha News
ସାତକୋଶିଆ, ୧୭/୧୦ : ସାତକୋଶିଆ ଅଭୟାରଣ୍ୟକୁ ପୁଣି ଫେରିବେ ମହାବଳ ବାଘ। ୧୨ରୁ ୧୪ ମହାବଳ ବାଘ ଖୁବ୍ ଶୀଘ୍ର ସାତକୋଶିଆରେ ବିଚରଣ କରିବାକୁ ଲାଗିବେ। ତେବେ ବାଘ ଆସିବା ପୂର୍ବରୁ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ ମିଳିଛି।ଅଭୟାରଣ୍ୟର ରେଞ୍ଜ ଅଫିସ ଦକ୍ଷତା ବଢ଼ାଇବା ପାଇଁ ଦିଆଯାଇଛି ଏସବୁ ଅତ୍ୟାଧୁନିକ ପାଟ୍ରୋଲିଂ ଗାଡ଼ି। ପ୍ରତେକ ଦିନ ଏହି ପାଟ୍ରୋଲିଂ ଭ୍ୟାନ ସାତକୋଶିଆ ଅଭୟାରଣ୍ୟରେ ମଧ୍ୟ ବୁଲିବା ସହିତ ମହାବଳ ବାଘଙ୍କ Continue Reading
Odisha News
ସୁଧାଂଶୁ ସିଂଙ୍କ ରିପୋର୍ଟରାୟଗଡ଼, ୧୭/୧୦: ରାୟଗଡ଼ ପୌରାଞ୍ଚଳରେ ଦିନକୁ ଦିନ ରାସ୍ତା ଅବରୋଧ ଓ ପାର୍କିଂକୁ ନେଇ ରିଲିଆନ୍ସ ମାର୍ଟ ଠୁ ନେଇ ରାୟଗଡ଼ ବୁସଷ୍ଟାଣ୍ଡ ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଲାଗି ରହିବା ଏକ ପ୍ରକାର ବେପାର୍ଵା ମନୋପୋଲି କୁ ଦର୍ଶାଏ ।ପୋଲିସ ବଳ ତରଫରୁ ବି ପେଟ୍ରୋଲିଙ୍ଗ ଜରିଆରେ ହେଉ ବା ପର୍ବ ପର୍ବାଣି ସମୟରେ ହେଉ ଯେଉଁ ପ୍ରକାର ଆବଶ୍ୟକ ରହିଛି ତାକୁ ପୂରଣ କରିବାରେ ବିଫଳ ରହୁଥିବା ବି ଆଲୋଚନା ର ବିଷୟ […]Continue Reading
Odisha News
ଭଦ୍ରକ, ୧୭/୧୦ : ଭଦ୍ରକ ଜିଲ୍ଲା ବାସୁଦେବବପୁରରେ ଏକ ନାଳି ପାଖରୁ ଉଦ୍ଧାର ହେଲା ମଣିଷ ଖପୁରୀ । ଖପୁରୀ ସହ ଦାନ୍ତ ଓ ହାଡ଼ ବି ଉଦ୍ଧାର ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।ପ୍ରାୟ ୧୫ ଦିନ ହେବ ସ୍ଥାନୀୟ ଅଞ୍ଚଳର ଜଣେ ମହିଳା ଓ ତାଙ୍କ ମା’ ନିଖୋଜ ଥିବା ବେଳେ ଏହା ସେମାନଙ୍କ ଶରୀରର ଅବଶିଷ୍ଟାଶଂ ବୋଲି ଚର୍ଚ୍ଚା ହେଉଛି। ଏହି ଘଟଣାରେ ପୁଲିସ୍ ମୃତା ମହିଳାଙ୍କ ସ୍ୱାମୀ […]Continue Reading
Odisha News
କେନ୍ଦୁଝର, ୧୭/୧୦ : ହାତୀ ଘଉଡ଼ାଇବାକୁ ଯାଇ ଅଡୁଆରେ ପଡିଗଲେ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ କର୍ମଚାରୀ । ହାତୀକୁ ଘଉଡ଼ାଇବେ କ’ଣ ହାତୀ ସେମାନଙ୍କୁ ଗୋଡ଼ାଇଲା। ଏହାଦେଖି ସମସ୍ତେ ଜୀବନ ବିକଳରେ ପଳାଇଲେ, କିନ୍ତୁ ହାବୁଡରେ ପଡିଯାଇ ଥିଲେ ଜଣେ କର୍ମଚାରୀ ।ହାତୀଟି ତାଙ୍କୁ ଟେକି କଚାଡ଼ିଦେଲା। ଫଳରେ ଅକାଳରେ ଚାଲିଗଲା ଜଣେ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ କର୍ମଚାରୀଙ୍କ ଜୀବନ। ଏପରି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲାରେ ଘଟିଛି। ମୃତକ ହେଲେ ଗୋବିନ୍ଦପୁର ଗ୍ରାମର ବସନ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୧୦ : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବ ଓଡ଼ିଶାର ନିର୍ମାତା ନବୀନ ପଟନାୟକଙ୍କ ୭୮ତମ ଜନ୍ମ ଦିବସ ଅବସରରେ ସମଗ୍ର ଓଡ଼ିଶାରେ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କ୍ରମରେ ବୌଦ୍ଧ ବିଜୁ ଜନତାଦଳ ପକ୍ଷରୁ ସ୍ଥାନୀୟ ରେଡ଼କ୍ରସ ରକ୍ତଭଣ୍ଡାର ଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ।ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ଏନଏସି ଅଧକ୍ଷ ମୃତ୍ୟଞ୍ଜୟ ମିଶ୍ର ବିସିସିବି ସଭାପତି ଅରୁଣ Continue Reading
Odisha News
ଭୁବନେଶ୍ୱର, ୧୫/୧୦ : ଧାନ କିଣିବା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ମଣ୍ଡି ଦାୟିତ୍ୱରେ ରହିବେ ମନ୍ତ୍ରୀ । ପ୍ରତି ମଣ୍ଡିରେ ରହିବେ ଜଣେ ଲେଖାଏଁ ପ୍ରାଧିକୃତ ଅଧିକାରୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।ମଙ୍ଗଳବାର ଧାନ କିଣା ପାଇଁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ମନ୍ତ୍ରୀ କହିଛନ୍ତି ଯେ ୩୦ ଜିଲ୍ଲାରେ ଜିଲ୍ଲାପାଳଙ୍କ […]Continue Reading
Odisha News
ଭୁବନେଶ୍ୱର,୧୫/୧୦: ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା। ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦିଆଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ବୈଜୟନ୍ତଙ୍କୁ ଇନଚାର୍ଜ ଭାବେ ନିଯୁକ୍ତି କରିଛି। ସେହିପରି ଏମ୍‌ପି ଅତୁଲ ଗର୍ଗଙ୍କୁ ସହକାରୀ ଇନଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି। ଉଭୟଙ୍କୁ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତି ଦେଇଛନ୍ତି।ଦିଲ୍ଲୀ ବିଧାନସଭା ନିର୍ବାଚନ ଆଗକୁ ଅଛି। ସେଥିପାଇଁ Continue Reading