Home Posts tagged ODISHA (Page 39)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୮/୯ : ଶୁକ୍ରବାର ପୂର୍ବାହ୍ନରେ ଓଡ଼ିଶାର ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟଅତିଥି ଭାବେ ଯୋଗଦେଇ ୧୪ କୋଟି ୩୫ ଲକ୍ଷ ବ୍ୟୟ ଅଟକଳରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅତିରିକ୍ତ କୋଠା ଏବଂ ୧ କୋଟି ୩୦ ଲକ୍ଷ ବ୍ୟୟ ଅଟକଳରେ ନବନିର୍ମିତ ଜିଲ୍ଲାପରିଷଦ, ଖୋରଧାଙ୍କ ନବନିର୍ମିତ ସଭାଗୃହକୁ ଉଦ୍ଘାଟିତ କରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୭/୯: କାଳୀପୂଜା ଯାଜପୁର ଜିଲ୍ଲାରେ ଏକ ଗଣ ପର୍ବ ହୋଇଥିବାରୁ ଏହାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଚଳିତ ବର୍ଷ ଗଣପର୍ବ କାଳୀପୂଜା କୁ ଶାନ୍ତି, ମୈତ୍ରୀ, ସଂପ୍ରିତି, ଭାଇଚାରା ଓ ସୌହାର୍ଦ୍ୟପୂର୍ଣ୍ଣ ଶୃଙ୍ଖଳା ବାତାବରଣ ମଧ୍ୟରେ ପୂଜା ଓ ଭସାଣି କୁ Continue Reading
Odisha News
ଭୁବନେଶ୍ୱର/ଝାରସୁଗୁଡ଼ା, ୨୬/୯ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି।ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୯ : ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବିନ୍ଦୁଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜାତୀୟ ସେବା ଯୋଜନା ଦିବସ -୨୦୨୫ ମୈତ୍ରୀ ଭବନରେ ପାଳନ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇ ନିଜର ବକ୍ତବ୍ୟରେ ସ୍ୱେଚ୍ଛାସେବୀ ମାନଙ୍କୁ କରିଥିଲେ ‘ନିଜେ ଶୃଙ୍ଖଳିତ ହେଲେ ସମାଜ ଶୃଙ୍ଖଳିତ ହେବ’।ସମ୍ମାନିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବୌଦ୍ଧ,୨୬ /୯ : (ଶୁକ୍ରବାର) ଦିନ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଶାନ୍ତି କମିଟିର ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ Continue Reading
Odisha News
ଭୁବନେଶ୍ଵର, ୨୬/୯ : ଏଣିକି ମୋବାଇଲ୍ ଟିପିଲେ ଆପଣଙ୍କୁ ସବୁ ସରକାରୀ ସେବା ପାଇ ପାରିବେ । ହ୍ୱାଟ୍‌ସଅପ୍ ରେ ଜନ୍ମ ପ୍ରମାଣପତ୍ରଠାରୁ ଆରମ୍ଭ କରି ଆଇନଗତ ସୁବିଧା ସବୁକିଛି ମିଳିବ ।ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ‘ଆମ ସାଥୀ ୟୁନି ଫାଏଡ଼ ହ୍ୱାଟ୍‌ସଅପ୍’ ର ଶୁଭାରମ୍ଭ ହୋଇଛି । ମୋବାଇଲ ହ୍ୱାଟ୍‌ସଅପ୍ ନମ୍ବରରେ ୧୩୨ ପ୍ରକାରର ସରକାରୀ ସୁବିଧା ଉପଲବ୍ଧ ହେବ। ଏଥିପାଇଁ ବିଭାଗ ପକ୍ଷରୁ ୯୪୩୭୨୯୨୦୦୦ ନମ୍ବର ଜାରି କରାଯାଇଛି ।ଏଥିରେ ବିଭିନ୍ନ […]Continue Reading
Odisha News
ଓଡ଼ିଶା, ୨୬/୯ : ବହୁ ପ୍ରତୀକ୍ଷିତ ଓଡ଼ିଶା ସିଭିଲ ସର୍ଭିସ-୨୦୨୩ ପରୀକ୍ଷାର ଫଳ ପ୍ରକାଶ ପାଇଛି। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ୩୯୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏହି ପରୀକ୍ଷାରେ ପ୍ରିୟାଂଶୁ ପାଲ ଓଏଏସ୍ ଟପ୍ପର ହୋଇଛନ୍ତି ।ସେହିପରି ଦ୍ୱିତୀୟ ସ୍ଥାନରେ ଅନନ୍ୟା ମିଶ୍ର ଥିବା ବେଳେ ତୃତୀୟରେ ଶୋଭନ ପଟ୍ଟନାୟକ ରହିଛନ୍ତି । ଶ୍ରେଷ୍ଠ ଦଶ ଜଣଙ୍କ ଭିତରେ ଏକମାତ୍ର ମହିଳା ଭାବେ ଅନ୍ୟନ୍ୟା ମିଶ୍ର ସ୍ଥାନ ପାଇଛନ୍ତି। Continue Reading
Odisha News
ଭୁବନେଶ୍ୱର,୨୬/୯ : ବଙ୍ଗୋପସାଗରରେ ଏବେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି।ଶୁକ୍ରବାର ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।ତେବେ ୨୭ ତାରିଖ ଶନିବାର ବେଳକୁ ଏହା ଦକ୍ଷିଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୯ : ଗଜପତି ଜିଲ୍ଲା ନୂଆଗଡ ସ୍ଥିତ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ବିମଳ ରାଉଳ ଅଧ୍ୟକ୍ଷତା କରି ଉପସ୍ଥିତ ସଭାସଦଙ୍କୁ ପ୍ରବାସୀ ଶ୍ରମିକ\’ଙ୍କ ଅଧିକାର , ସୁରକ୍ଷା ଓ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୯ : ( ଗୁରୁବାର ) ଦିନ ଦିବା ୧୧ ଘଟିକା ସମୟରେ ଜ଼ିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ବୌଦ୍ଧ ଜ଼ିଲ୍ଲା ରେ ଥିବା ୩ ଗୋଟି ସମ୍ୱନ୍ୱିତ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପର ମାସିକ ସମୀକ୍ଷା ବୈଠକ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ଠାରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ତଥା ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକ ରେ ସୁଭଦ୍ରା ଯୋଜନା,ମମତା […]Continue Reading