କମ୍ଭୁଧର କ୍ଷେତିଙ୍କ ରିପୋର୍ଟହରଭଙ୍ଗା/ବୌଦ୍ଧ, ୧୦/୭ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ଧଳପୁର ପଞ୍ଚାୟତର ଧଳପୁର ଛକଠାରେ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ଏକ ବୃହତ୍ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ବୌଦ୍ଧ ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ସଭାପତିତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳକୁ ଏକ ବଡ଼ ଝଟ୍କା ଲାଗିଛି।ବିଜେପିର ନୀତି, ଆଦର୍ଶ ଏବଂ ଜନକଲ୍ୟାଣକାରୀ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡି ଦଳର Continue Reading




