Home Posts tagged ODISHA (Page 391)
Business News Top Stories
–  Hon’ble Dy. Chief Minister Sri KV Singhdeo & Hon. MP (Balangir) Smt. Sangeeta Kumari Singhdeo Inaugurated  the Monumental Flag Pole of 108 ft high at Ramai High School Ground –   District Collector, SP & eminent Citizens joined the grand occasion By Subrat Sarangi Bhubaneswar / Patnagarh, Oct. 2: Flag Foundation of India, led by […]Continue Reading
Odisha News
ଭୁବନେଶ୍ୱର,୨/୧୦ : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍।ଏହା କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ। ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ Continue Reading
Odisha News
ଭୁବନେଶ୍ୱର,୨/୧୦: ବଦଳିବ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ । ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ସବୁଜ ବଦଳରେ ପିନ୍ଧିବେ ବାଦାମୀ ରଙ୍ଗର ଡ୍ରେସ୍ ।ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ସମସ୍ତଙ୍କୁ ଡ୍ରେସ ମିଳିବ। ଏହା ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ ବୋଲି ଆଜି ଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି ।ପୂର୍ବରୁ ଛାତ୍ରୀଙ୍କ ପାଇଁ ହ୍ୱାଇଟ ଗ୍ରିନ ଚେକ୍ ସାଲ୍‌ୱାର ସହ ଗ୍ରୀନ ଜ୍ୟାକେଟ, Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨/୧୦: ଆଜି ଯାଜପୁର ଜିଲ୍ଲା ସଦର ମହକୁମାସ୍ଥିତ ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଅଛି। ସକାଳ ୮ ଘଟିକା ୩୦ ମିନିଟ ସମୟରେ ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ୱେଷା ରେଡ୍ଡୀ ଗାନ୍ଧୀ ଛକ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ପରେ ଜିଲ୍ଲା ସ୍କୁଲ, ଯାଜପୁର ପରିସରରେ ଥିବା ମହାତ୍ମା ଗାନ୍ଧୀ, ଲାଲ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ମାୟାଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୧୦: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପର ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୪-ପାଳନ ଅବସରରେ ବିଭିନ୍ନ ଉପାଦେୟତା ମୂଳକ କାର୍ଯ୍ୟକ୍ରମ ସବୁ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କୁ ନେଇ ଏକ ରଙ୍ଗାରଙ୍ଗ ଯୋଗାସନ ଓ ପ୍ରାଣାୟାମ କାର୍ଯ୍ୟକ୍ରମ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଆଜି ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାତା ଦିବସ ଅବସରରେ ଜିଲ୍ଲା ଓ ଜିଲ୍ଲା ବାହାରେ ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ଶ୍ରୀ ନବକିଶୋର ଦୀପ ଓ କଣ୍ଟାମାଳ ହାଇସ୍କୁଲ ରେଡ଼କ୍ରସ କାଉନସେଲର ଶ୍ରୀ ବନମାଳୀ ମେହେରଙ୍କୁ ଭୁବନେଶ୍ୱର ସ୍ଥିତ ରେଡ଼କ୍ରସ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟସ୍ତରୀୟ ବ୍ଲଡ଼ ହିରୋ ଆୱାର୍ଡରେ ସମ୍ବର୍ଦ୍ଧିତ କରାଯାଇଛି ।ଆୟୋଜିତ Continue Reading
Top Stories
BY AKSHYA ROUT JAJPUR,OCT 1 : Dharmasala MLA Himanshu Sekhar Sahoo on Monday met Odisha chief minister Mohan CharanMajhi Budakendua village under Samian gram panchayat in Barchana assembly constituency and submitted him a memorandum seeking all-round development of Jajpur district. The CM expressed his happiness and assured all support from the sides of his government.Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧/୧୦: ବୌଦ୍ଧଜିଲାରେ ଦୁର୍ଘଟଣା ହାର ହୁହୁ ହୋଇ ବୃଦ୍ଧି ପାଇଚାଲିଥିବାବେଳେ ବୌଦ୍ଧଜିଲା ସଡକ ସୁରକ୍ଷା ସମିତିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଆହ୍ୱାନକ୍ରମେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି ବୈଠକରେ ଜିଲାରେ ବୃଦ୍ଧି ପାଉଥିବା ଦୁର୍ଘଟଣାଜନିତ ମୃତ୍ୟୁକୁ ନେଇ ଜିଲାପାଳ ଶ୍ରୀପଣ୍ଡା ଉଦବେଗ ପ୍ରକାଶ କରିବା ସହିତ ବାରମ୍ବାର Continue Reading
Odisha News
ଭୁବନେଶ୍ୱର, ୧/୧୦ : ଦାୟିତ୍ୱ ନେଉ ନେଉ ଆକ୍ସନ ମୁଡକୁ ଆସି ଯାଇଛନ୍ତି ପୁଲିସ କମିଶନର ଏସ୍ . ଦେବଦତ୍ତ ସିଂହ । ପରଫରମାନ୍ସ ହେଉଛି ଆଧାର, ନ କରିପାରିଲେ ଦୃଢ ଆକ୍ସନ ନିଆଯିବ ବୋଲି କହିଛନ୍ତି। ଟୁଇନ୍ ସିଟିରେ ଦୀର୍ଘ ବର୍ଷ ଧରି ରହି ଯାଇଥିବା ଗାଦି ମଡ଼ା ପୁଲିସ ଅଧିକାରୀଙ୍କୁ ଏପରି ଚେତାବନୀ ଦେଇଛନ୍ତି ପୁଲିସ କମିଶନର ।ଟୁଇନ ସିଟି କମିଶନର ଏସ୍ . ଦେବଦତ୍ତ ସିଂହ ଗତକାଲି ଭୁବନେଶ୍ୱରରେ ପୂର୍ବତନ ପୁଲିସ୍ କମିଶନର […]Continue Reading