Home Posts tagged ODISHA (Page 398)
Odisha News
ଭୁବନେଶ୍ୱର,୨୩/୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଉଲ୍ଲେଖ ରହିଛି।ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଭରତପୁର ଥାନା, କ୍ରାଇମବ୍ରାଞ୍ଚ ଓ ଚନ୍ଦକା ଥାନା ମାମଲାର ତଦନ୍ତ ହେବ। Continue Reading
Odisha News
ଭୁବନେଶ୍ୱର,୨୩/୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି।ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି ବନ୍ଦ ଡାକରା ଦିଆଯାଇଥିଲା।ରୋଡ୍ ରୋମିଓଙ୍କ ଦ୍ୱାରା ନିର୍ଯ୍ୟାତିତ ହୋଇ ଥାନାକୁ ସହାୟତା ପାଇଁ ଯାଇଥିବା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ସହାୟତା ଦେବା ବଦଳରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।ଏହି Continue Reading
Odisha News
ମାଲକାନଗିରି , ୨୩/୯: ଝରଣା ନିକଟରେ ବସି ଗପସପ କରୁଥିଲେ ଡାକ୍ତରୀ ଛାତ୍ରଛାତ୍ରୀ। ହଠାତ୍ ମାଡ଼ି ଆସିଲା ଝରଣା ପାଣି। ପାଣି ସୁଅରେ ଭାସିଗଲେ ୫ ଜଣ ଡାକ୍ତରୀ ଛାତ୍ରଛାତ୍ରୀ। ୨ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ବହୁ ଖୋଜାଖୋଜି ପରେ ଅନ୍ୟ ୨ଜଣ ଛାତ୍ରୀଙ୍କର ମୃତଦେହ ମିଳିଥିଲା। ଏବେ ବି ଜଣେ ଡାକ୍ତରୀ ଛାତ୍ରୀ ନିଖୋଜ ଅଛନ୍ତି। ତାଙ୍କାର କୌଣସି ପତ୍ତା ମିଳିନାହିଁ। ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଆଲୁରି ଜିଲ୍ଲାର ଥିବା Continue Reading
Odisha News
ଜଗତସିଂହପୁର,୨୩/୯ : ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଯୁବକଜଣକ ମରଣ ସହ ସଂଘର୍ଷ କରୁଥିବା ବେଳେ ଅଭିଯୁକ୍ତମାନେ ଫେରାର ହୋଇ ଯାଇଛନ୍ତି। ଏପରି ଏକ ସାଂଘାତିକ ଘଟଣା ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ କୋଠିଆସାହିରେ ଘଟିଛି।ଆକ୍ରମଣର ଶିକାର ଯୁବକଙ୍କ ଘର ବଳରାମପୁର ବୋଲି ଜଣାପଡିଥିବା ବେଳେ ଆକ୍ରମଣକାରୀମାନେ ଜଗନ୍ନାଥପୁର ଅଞ୍ଚଳର ବୋଲି ଅଭିଯୋଗ ହୋଇଛି।ଗତ ରାତିରେ ଯୁବକ ଜଣକ ତାଳଦଣ୍ଡାରୁ ନିଜ ଘରକୁ ଫେରୁଥିଲେ। ଏହି ସମୟରେ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟବିଷମ କଟକ, ୨୨/୯ : ଆଜି ବିଷମ କଟକ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ମୁନିଗୁଡା ବନଖଣ୍ଡା କାର୍ଯ୍ୟାଳୟ ପରିଷରରେ ସମ୍ବାଦ ଗୃପ୍ ତରଫରୁ ରେିବେଶ ପଂଚାୟାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ ।ଏହି କାର୍ଯ୍ୟକ୍ରମରେ ବିଷମ କଟକ ବିଧାୟକ ନିଳମାଧବ ହିକକା ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜର ସ୍ୱାର୍ଥ ସାଧନ ପାଇଁ ଆମେ ଆମ ପରିବେଶ କୁ କ୍ରମାଗତ ଭାବେ ନଷ୍ଟ କରିଚାଲିଛୁ ।ନିଜ ଘର ଚାରିପଟେ ରହିଥିବା ଗଛ କୁ କାଟି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ରାଜ ସିତାପୂର ନିକଟରେ ଥିବା ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ କେମ୍ପସ ଠାରେ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ ପାଇଁ ଏକ ଚୁକ୍ତିନାମା ସ୍ଵାକ୍ଷରିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ପ୍ରଶାସନ , ଜିଲ୍ଲା ଦକ୍ଷତା ବିକାଶ , ଜିଲ୍ଲା କର୍ମ ନିୟୋଜନ ବିଭାଗ ଏବଂ କ୍ରିଷ୍ଣାପାଟନମ ସିକୁରିଟି ସର୍ଭିସ ପ୍ରାଇଭେଟ୍ ଲିମିଟେଡ ପକ୍ଷରୁ Continue Reading
Top Stories
By Nalini Sahu Bhubaneswar, Sept. 22: In a proud moment for Odisha’s sporting fraternity, swimmer Pratyasa Ray was on Sunday named the recipient of the prestigious 32nd Ekalabya Puraskar for 2024.  The Ekalabya Puraskar Committee, comprising distinguished jury members from various fields, unanimously decided to honor Ray during a meeting held on Sunday. Pratyasa Continue Reading
Odisha News Sports News
ଓଡ଼ିଶା, ୨୨/୯ : ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ମିଳିବ ୨୦୨୪ ମସିହାର ସମ୍ମାଜନକ ‘ଏକଲବ୍ୟ ପୁରସ୍କାର’।ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତି କ୍ରମେ ତାଙ୍କ ଘୋଷଣା କରାଯାଇଛି।ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ତାଙ୍କୁ ପୁରସ୍କାର ବାବଦକୁ ୭ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ।ଏହି ଅବସରରେ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ Continue Reading
Odisha News
ବାଲିଆପାଳ/ଜଳେଶ୍ବର, ୨୨/୯ : ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ମହାପଦା ଅଙ୍ଗନବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣାରେ ୩ ଜଣ ମହିଳାଙ୍କୁ ଗିରଫ କରାଯାଇଛି। ଗତ ୧୯ ତାରିଖରେ ମହାପଦା ଅଙ୍ଗନବାଡି କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ପିଟିଥିଲେ ଗ୍ରାମବାସୀ। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ତାଙ୍କ ନିକଟରୁ ଘଟଣା Continue Reading