ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୯ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଏବେ ବ୍ଲକ ପ୍ରଶାସନ ହାତକୁ ଚାଲିଗଲା।ପ୍ରଥମ ଦିନରେ ହିଁ ହିଲଭିୟୁ ପାର୍କଠାରୁ କଫି ବଗିଚାରେ ଅଧିକ ପର୍ଯ୍ୟଟକ ବୁଲିଥିବା ଓ ହିଲଭିୟୁଠାରୁ ଅଧିକ ଟିକେଟ ବାବଦକୁ ଅର୍ଥ ସଂଗ୍ରହ ହୋଇଥିବା ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି।ସେ କହିଛନ୍ତି, ରବିବାର ସାଞ୍ଜାସରୁ Continue Reading




