Home Posts tagged ODISHA (Page 40)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୭ : ବୌଦ୍ଧ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭା ଗୃହରେ ଆଜି ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନା ଯୁଗ୍ମ ଭାବରେ ଏହି ଶିବିରରେ ଜନ ସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ଶୁଣାଣି ଓ ସମାଧାନ କରିଥିଲେ ।ଶିବିରରେ ଅତିରିକ୍ତ ଜିଲ୍ଲାପାଳ Continue Reading
Odisha News
ଭୁବନେଶ୍ୱର,୮/୭ : ରାଜ୍ୟରେ ଶକ୍ତିକ୍ଷେତ୍ର ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ଅବାସ ଯୋଜନାର ପ୍ରଦତ୍ତ ଘର ସହ ପ୍ରଧାମନ୍ତ୍ରୀ ସୂର୍ଯ୍ୟଘର ଯୋଜନାକୁ ସମନ୍ବିତ କରାଯିବ। ଏହାଦ୍ବାରା ଘରର ବିଦ୍ୟୁତ୍ ବ୍ୟବହାର ଉପରେ ନିର୍ଭରତା ହ୍ରାସ ପାଇବ।ଆଜିର ଏହି ବୈଠକରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବୈଠକର ଅଧ୍ୟକ୍ଷତା କରିଥିଲେ। ଶକ୍ତି କ୍ଷେତ୍ରର ସୁଧାର, ସୁରକ୍ଷା Continue Reading
Odisha News
ବରଗଡ଼,୮/୭ : ପଦ୍ମପୁର ଉପଖଣ୍ଡର ବରିହାପାଲି ପଞ୍ଚାୟତ ଅନ୍ତର୍ଗତ ଝାଞ୍ଜ ପାହାଡରେ ଦୁଇ ଜଣ ଯୁବକ ନିଖୋଜ ହେବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ନିଖୋଜ ଯୁବକମାନେ ହେଲେ କନସିଂହା ଗ୍ରାମର ରାଜ ମଲ୍ଲିକ ଓ ଗଣେଶ ଡୁଡୁକା। ଉଭୟଙ୍କ ସନ୍ଧାନ ପାଇଁ ବନ ବିଭାଗ, ସ୍ଥାନୀୟ ଲୋକ ଓ ପ୍ରଶାସନ ପକ୍ଷରୁ ଜୋରଦାର ଖୋଜାଖୋଜି ଅଭିଯାନ ଜାରି ରହିଛି।ସୂଚନା ଅନୁଯାୟୀ, ମଙ୍ଗଳବାର କନସିଂହା ଗ୍ରାମର ମୋଟ ୯ ଜଣ ଯୁବକ ବରିହାପାଲି ପଞ୍ଚାୟତ ଅନ୍ତର୍ଗତ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୭ : ସୋମବାର ପୂର୍ବାହ୍ନରେ ଜିଲ୍ଲା ପରିଷଦ କାର‌୍ୟ୍ୟାଳୟ,ଖୋରଧା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପାରୁଶୋତ୍ତମ୍ ଦାସ ଙ୍କ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋରଧା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୭ : ବୌଦ୍ଧ ଜିଲ୍ଲାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ୭୭ତମ ବନ ମହୋତ୍ସବ ଆଜି ସହରାଞ୍ଚଳ ବନୀକରଣ ପ୍ରକଳ୍ପ, କରୁଣାପାଲୀ ଠାରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯାଇଛି।ବନଖଣ୍ଡ ଅଧିକାରୀ ରାଜେନ୍ଦ୍ର ଗୋଛାୟତଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।ସମ୍ମାନିତ Continue Reading
Odisha News
ଭୁବନେଶ୍ୱର, ୭/୭: ଭୁବନେଶ୍ୱରସ୍ଥିତ ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍ତେଜନା ସୃଷ୍ଟି ହୋଇଛି । ବ୍ୟାନର୍ ମରାକୁ କେନ୍ଦ୍ର କରି ଦୁଇ ଛାତ୍ରୀ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି ।ଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ସମସ୍ତ ଗେଟରେ ତାଲା ପକାଇ ନାରାବାଜି କରିଛନ୍ତି । ଉତ୍ତେଜନା ପରିସ୍ଥିତିକୁ ଦେଖି ବିଶ୍ୱବିଦ୍ୟାଳୟ ପରିସରରେ ତିନି ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।ପ୍ରାଥମିକ ସୂଚନା ଅନୁସାରେ, ଛାତ୍ର ସାଂସଦ ନିର୍ବାଚନ ପୂର୍ବରୁ ରମାଦେବୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୭ : ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ ମଣ୍ଡଳ ଅନ୍ତର୍ଗତ ବିଶ୍ୱ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ଧାମ ପୁରୀରୂ ପଶ୍ଚିମ ଓଡ଼ିଶା କୋରାପୁଟକୁ ପ୍ରଥମ କରି ସିଧାସଳଖ ତ୍ରିସାପ୍ତାହିକ ଟ୍ରେନ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ପୁରୀ ଠାରେ ସବୁଜ ପତକା ଦେଖାଇ ଶୁଭାରମ୍ଭ କରିଥିଲେ ।ଟ୍ରେନଟି ଖୋର୍ଦ୍ଧାରୋଡ ପହଞ୍ଚିବା ପରେ ସ୍ଥାନିୟ ନୋଡାଲ ଅଫିସର ତଥା ବରିଷ୍ଠ ଡ଼ିଏମଇ ଲିଙ୍କନ ପାତ୍ର, ସହକାରୀ ବାଣିଜ୍ୟ ଅଧିକାରୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୬/୭ : ଖୋରଧା ସଦର ଥାନା ପୁଲିସ ଏକ ବଡ଼ ଧରଣର ବେଆଇନ ବିସ୍ଫୋରକ ସାମଗ୍ରୀ କାରବାରର ପର୍ଦ୍ଦାଫାଶ କରିଛି। ତାପଙ୍ଗ ପାହାଡ଼ ନିକଟସ୍ଥ ଗ୍ରୀନ ଲେକ୍ ଅଞ୍ଚଳରେ ଚଢ଼ାଉ କରି ପୁଲିସ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ, ନଗଦ ୬ ଲକ୍ଷ ୮୦ ହଜାର ଟଙ୍କା, ତିନୋଟି ମୋବାଇଲ୍ ଫୋନ୍, ଦୁଇଟି ମୋଟରସାଇକେଲ୍ ଏବଂ ଗୋଟିଏ ଅଶୋକ ଲେଲାଣ୍ଡ ପିକପ ଗାଡ଼ି ଜବତ କରିଛି।ଏହି ଘଟଣାରେ ତିନିଜଣଙ୍କୁ ଗିରଫ କରାଯାଇଥିବା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୭ : ଲଗାଣ ବର୍ଷା ଯୋଗୁଁ ବୌଦ୍ଧ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଆଜି କଣ୍ଟାମାଳ ବ୍ଲକର ପ୍ରଭାବିତ ଅଞ୍ଚଳଗୁଡ଼ିକ ପରିଦର୍ଶନ କରିଥିଲେ।ପ୍ରଥମେ ସେ ବାସୁଦେବପାଲି ଗ୍ରାମକୁ ଯାଇ ରାସ୍ତା ଉପରେ ପାଣି ଜମି ରହିଥିବା ଦେଖି ଶୀଘ୍ର ଜଳ ନିଷ୍କାସନ ବ୍ୟବସ୍ଥା କରିବା ସହିତ ଡ୍ରେନ୍ ନିର୍ମାଣ ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ Continue Reading
Odisha News
ପୁରୀ, ୬/୭ : ଓଡ଼ିଶାର ରେଳ ଯୋଗାଯୋଗ ଇତିହାସରେ ଯୋଡ଼ି ହୋଇଛି ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ଆଜି ଶ୍ରୀକ୍ଷେତ୍ର ପୁରୀ ସହ ଶାବର ଶ୍ରୀକ୍ଷେତ୍ର କୋରାପୁଟର ସିଧାସଳଖ ରେଳ ସଂଯୋଗ ସ୍ଥାପିତ ହୋଇଛି।ୟମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମିଳିତ ଭାବେ ପୁରୀ ରେଳ ଷ୍ଟେସନରୁ ପୁରୀ-କୋରାପୁଟ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ସହ ବ୍ରହ୍ମପୁର-ସୁରଟ (ଉଧନା) ଅମୃତ ଭାରତ ଏକ୍ସପ୍ରେସର ଦୈନିକ Continue Reading