Home Posts tagged ODISHA (Page 401)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୯: ବୌଦ୍ଧ ଜିଲ୍ଲାର ବିଜୁ ଜନତା ଦଳର ଉଭୟ ବୌଦ୍ଧ ଓ କଣ୍ଟାମାଳ ନିର୍ବାଚନମଣ୍ଡଳୀର ସାଂଗଠନିକ କର୍ମକର୍ତ୍ତା ସମ୍ମିଳନୀ ଭୁବନେଶ୍ୱରସ୍ଥ ଶଙ୍ଖଭଵନ ଠାରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତ ତଥା ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ସମନ୍ୱୟ କମିଟି ଅଧକ୍ଷ ତଥା ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୂର୍ବତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପୂର୍ବତନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୯ : . ଆଜି ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ଉଭୟ ବୌଦ୍ଧ ଓ କଣ୍ଟାମାଳ ନିର୍ବାଚନମଣ୍ଡଳୀର ସାଂଗଠନିକ କର୍ମକର୍ତ୍ତା ସମ୍ମିଳନୀ ଭୁବନେଶ୍ୱରସ୍ଥ ଶଙ୍ଖଭଵନ ଠାରେ ଦଳ ସୁପ୍ରିମୋ ନବୀନ ପଟନାୟକଙ୍କ ଉପସ୍ଥିତ ତଥା ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ସମନ୍ୱୟ କମିଟି ଅଧକ୍ଷ ତଥା ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୂର୍ବତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପୂର୍ବତନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୯: ପାରଳାଖେମୁଣ୍ଡି ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ – ୨୦୨୪ କାର୍ଯ୍ୟକ୍ରମ ସ୍ଥାନୀୟ ନଗର ଭବନ(ଟାଉନ ହଲ) ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୯: ଗଜପତି ଜିଲ୍ଲା ପରିଷଦ ୫୨ ତମ ବୈଠକ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଜିଲ୍ଲା ସଭ୍ୟା , ବ୍ଲକ୍ ଅଧ୍ୟକ୍ଷ/ଅଧ୍ୟକ୍ଷା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲାଇନ୍ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।ବୈଠକରେ ସ୍ବାଗତ ଭାଷଣ ପୂର୍ବକ ପ୍ରତ୍ୟେକ ତତ୍ତ୍ବାବଧାନରେ ବୈଠକ ଅନୁଷ୍ଠିତ ହୋଇଥିଲା ।ଏହି ବୈଠକରେ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୯/୯ : ଆହୁରି ସଶକ୍ତ ହୋଇଛି ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)ର ସୁରକ୍ଷା ପଦ୍ଧତି।ବାଲିଆ ସ୍ଥିତ ବାଲେଶ୍ଵର ମଣ୍ଡଳ କାର‌୍ୟ୍ୟାଳୟ ଏବଂ ସ୍ଥାନୀୟ ଅନ୍ୟ କାର୍ଯ୍ୟାଳୟଗୁଡ଼ିକର ଅଗ୍ନି ନିର୍ବାପକ ବ୍ୟବସ୍ଥା ସୁଦୃଢ ଉଦ୍ଦେଶ୍ୟରେ ନବ ନିର୍ମିତ ଅଗ୍ନି ଚିହ୍ନଟ, ଆଲାର୍ମ ଏବଂ ସୁରକ୍ଷା ଷ୍ଟେସନ ବିଶ୍ୱକର୍ମା ପୂଜା ଅବସରରେ ଉଦ୍ଘାଟନ ସହଜରେ Continue Reading
Odisha News
ଭୁବନେଶ୍ୱର, ୧୯/୯ : ରାଜ୍ୟରେ ପ୍ରଥମ ଥର ଶାସନଭାର ସମ୍ଭାଳି ଥିବା ଭାରତୀୟ ଜନତା ପାର୍ଟି ସରକାର ଆଜି ଶହେ ଦିନ ପୂରଣ କରିଛନ୍ତି ।ଆଉ ସେହି ସଫଳତାର ଶହେ ଦିନକୁ ନେଇ ଉତ୍ସବ ପାଳୁଛି ଦଳ । ଯେଉଁଥିପାଇଁ ଦଳର ବଡ଼ ବଡ଼ ନେତାଙ୍କଠାରୁ ଆରମ୍ଭ କରି ତୃଣମୂଳ ସ୍ତରର କର୍ମକର୍ତ୍ତାମାନେ ବେଳ ଉତ୍ସାହିତ ।ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀରେ ବଡ଼ ଆୟୋଜନ କରିଛି ବିଜେପି । ଶହେ ଦିନ ପୂର୍ତ୍ତି […]Continue Reading
Odisha News
ଭୁବନେଶ୍ୱର,୧୯/୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା। ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ଫଣ୍ଡ ରହିଛି। ଏ ସରକାରର ବଡ଼ ସଫଳତା, ଲୋକଙ୍କ ସହ ଯୋଡ଼ିହେବାର ପ୍ରତିବଦ୍ଧତା। ୨୫ ଲକ୍ଷ ମହିଳାଙ୍କୁ Continue Reading
Odisha News
ଭୁବନେଶ୍ୱର, ୧୯/୯ : ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର‌୍ୟାତନା ଓ ଦୁର୍ବ୍ୟବହାର ପ୍ରଦର୍ଶନ ଘଟଣା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆଇଆଇସିଙ୍କ ସମତେ ୫ ପୁଲିସ୍ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ତେବେ ଏହି ଘଟଣାର ମୂଳ ମାମଲାର ବି ତଦନ୍ତ ହେବ । ପୁଲିସ ଡିଜିପି ୱାଇ ବି ଖୁରାନିଆ ଦେଇଛନ୍ତି ଏହି ନିର୍ଦ୍ଦେଶ ।ତେଣୁ ସେନା ଅଧିକାରୀଙ୍କ ଅଭିଯୋଗ […]Continue Reading
Odisha News
ଭୁବନେଶ୍ୱର, ୧୯/୯ : ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି । ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ।ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ଆରମ୍ଭ ହେବ । ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।ମନ୍ତ୍ରୀ କହିଛନ୍ତି ୨୦୧୪ରେ ଯେତେବେଳେ ମୋଦୀ ସରକାର ଆସିଥିଲେ ସେତେବେଳେ ପ୍ରଧାନମନ୍ତ୍ରୀ Continue Reading