Home Posts tagged ODISHA (Page 403)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୯: ବୌଦ୍ଧବ୍ଲକ ଅନ୍ତର୍ଗତ ମୁରୁଷୁଣ୍ଢି ଖେଳପଡିଆଠାରେ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ସୁଭଦ୍ରା ଯୋଜନା ଶୁଭାରମ୍ଭ କରାଯାଇଛି । ପୂର୍ବାହ୍ନରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟଅତିଥି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ସମ୍ମାନିତ ଅତିଥି ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅନିରୁଦ୍ଧ ପ୍ରଧାନ, ସାଂସଦଙ୍କ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟ ଚନ୍ଦ୍ରପୁର,୧୭/୯: ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁରବ୍ଲକ ପରିସରରେ ରାଜ୍ୟ ସରକାରଙ୍କ ସୁଭଦ୍ରା ରଥକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରଯାଇଥିଲା ।ବ୍ଲକରେ ସୁଭଦ୍ରା ରଥକୁ ଉପସ୍ଥିତ ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ, ଗୋଷ୍ଟି ଭାର ପ୍ରାପ୍ତ ଡାକ୍ତର ଅଭିଷେକ ନାୟକ,ଶିଶୁ ବିକାଶ ବିଭାଗ ଅଧିକାରୀ ଶ୍ରୀମତୀ ଗୀତା ରାଣୀ ସାହୁ, ଅଧିକ୍ଷଣ ଯନ୍ତ୍ରୀ ବିଶ୍ୱଜିତ ମିଶ୍ର, ବ୍ଲକ ଅଧିକ୍ଷକ କୋଇନ କିମ୍ବାକା, ଯୋଗାଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୯: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି , ଆଇଟିଡିଏ: ପ୍ରକଳ୍ପ ପ୍ରଶାସକ , ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୯: ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଜୀ ଙ୍କ ୭୧ ତମ ଜନ୍ମ ଦିବସ ମହାସମାରୋହ ରେ ସମସ୍ତ ମଣ୍ଡଳ, ଶକ୍ତି କେନ୍ଦ୍ର, ଓ ଜିଲ୍ଲା ସ୍ତରରେ ପାଳିତ ହୋଇ ଥିଲ ।ସେବା ପକ୍ଷ ଭାବରେ ୧୭.୯.୨୪ ଠାରୁ ୦୨.୧୦.୨୪ ପର୍ଯ୍ୟନ୍ତ ଦଳ ତରଫରୁ ବିଭିନ୍ନ ଲୋକହିତତ୍କାରୀ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହେବ ।ଆଜିର କାର୍ଯ୍ୟକ୍ରମ ରେ ବିଭିନ୍ନ ଦେବା ଦେବୀ ମନ୍ଦିର ମାନଙ୍କ ରେ ପୂଜା Continue Reading
Odisha News
ଭୁବନେଶ୍ୱର,୧୬/୯ : ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା Continue Reading
Odisha News
ଓଡ଼ିଶା, ୧୭/୯ : ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟସୂଚୀ ଅନୁଯାୟୀ, ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି। ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ପ୍ରଧାନମନ୍ତ୍ରୀ ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ଏଥିପାଇଁ ରାଜଧାନୀର ଜନତା ମଇଦାନରେ ଭବ୍ୟ ଆୟୋଜନ ହୋଇଛି ।ଜନତା ମଇଦାନରେ ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ ୪ଟି ସେଡ୍ କରାଯାଇଛି। ଏଥିରେ ସୁଭଦ୍ରା ହିତାଧିକାରୀ, Continue Reading
Odisha News
ବାଲେଶ୍ୱର,୧୭/୯ : ରାଜ୍ୟରେ ଗତ କିଛି ଦିନ ହେବ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବିଭିନ୍ନ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଉଛି। ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦. ୨୦ମିଟରରେ ପ୍ରବାହିତ ହେଉଛି।ଯଦି ଜଳସ୍ତର ଏଭଳି ବୃଦ୍ଧି ପାଏ ତା’ହାଲେ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୯ : ଆଜି ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର (ନିଶାନ ଶାଲୋମ ଚିଲ୍ଡ୍ରେନ ହୋମ) ର କାଶୀନଗର ବ୍ଲକ୍ ଅନ୍ତର୍ଗତ ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ରାଣିପେଟା ଠାରେ ଥିବା ସରକାରୀ ଗୃହରେ ନୂତନ “ଗୃହ ପ୍ରବେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି “ଗୃହ ପ୍ରବେଶ” କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫିତା କାଟି ଏହି ଗୃହର Continue Reading