Home Posts tagged ODISHA (Page 407)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୯ : ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ନିର୍ଦ୍ଦେଶ କ୍ରମେ ଆଜି ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ଗଜପତି ଜିଲ୍ଲା ଅନ୍ତର୍ଗତ ନୂଆଗଡ ବ୍ଲକ୍ର ଏନ: ଝାଲାରସିଂ , କିରାମା ଓ ଅନୁଗୁର ସମେତ ଅନ୍ୟ ଜନ ସେବା କେନ୍ଦ୍ର ଏବଂ ମୋ ସେବା କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ ।ସେଠାରେ ସୁଭଦ୍ରା ଯୋଜନାର ଆବେଦନ […]Continue Reading
Odisha News
ଭୁବନେଶ୍ବର, ୧୨/୯ : ରାଜ୍ୟରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃନିଯୁକ୍ତି ବା ଥଇଥାନ ଉପରେ ଲାଗିଲା ବ୍ରେକ୍ । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତା ବିଶିଷ୍ଟ ୪ଜଣିଆ କମିଟିର ସୁପାରିଶ ଓ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ବିନା ରାଜ୍ୟରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃନିଯୁକ୍ତି ମିଳିପାରିବ ନାହିଁ ।ଏପରିକି କୌଣସି ପୁନଃନିଯୁକ୍ତିକୁ ପୋଷ୍ଟଫେକ୍ଟୋ(ପିଛିଲା ଭାବେ) ମଧ୍ୟ ଅନୁମୋଦନ ମିଳିବ ନାହିଁ । ଯଦି ଅତ୍ୟନ୍ତ ଜରୁରୀ ନହୁଏ ତା’ହେଲେ ପୁନଃନିଯୁକ୍ତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୨/୯ :ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ । ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ପାଞ୍ଚ ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା ।ସୂଚନା ପ୍ରକାରେ ବୁଧବାର ବିଦ୍ୟାଳୟ ପରିସରରେ ମଧ୍ୟାହ୍ନ ଭୋଜନ ଖାଇବା ସମୟରେ Continue Reading
Odisha News
ଖୋର୍ଦ୍ଧା , ୧୨/୯ : ସିଲ୍ ହେଲା ଜନସେବା କେନ୍ଦ୍ର । ଖୋର୍ଦ୍ଧା ପୌରାଞ୍ଚଳ ମୁକୁନ୍ଦ ପ୍ରସାଦରେ ଥିବା ଏକ ଜନସେବା କେନ୍ଦ୍ର ସିଲ୍ ହୋଇଛି । ‘ସୁଭଦ୍ରା’ ଫର୍ମ ଡିଜିଟାଇଜେସନ୍ ପାଇଁ ଏହି କେନ୍ଦ୍ରରେ ଲୋକଙ୍କୁ ଟଙ୍କା ମଗାଯାଉଥିବା ଅଭିଯୋଗ ହୋଇଥିଲା । ଅଭିଯୋଗ ପରେ ଜିଲ୍ଲା ପ୍ରଶାସନ ଏହି ଜନସେବା କେନ୍ଦ୍ରକୁ ସିଲ୍ କରିଛି ।ସୂଚନା ଅନୁଯାୟୀ ଏହି କେନ୍ଦ୍ରକୁ ‘ସୁଭଦ୍ରା’ ଫର୍ମ ଡିଜିଟାଇଜେସନ୍ ପାଇଁ ଆସୁଥିବା ହିତାଧିକାରୀଙ୍କୁ Continue Reading
Odisha News
କେନ୍ଦୁଝର, ୧୨/୯ : ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ ଡାକରା ଦିଆଯାଇଛି। ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ କରି ବନ୍ଦ ପାଳନ କରୁଛି ଚକଧର ସମନ୍ୱୟ ସମିତି। ସମିତି ପକ୍ଷରୁ ୪୯ନଂ ଜାତୀୟ ରାଜପଥର ଜଗମୋହନପୁର ଠାରେ ରାସ୍ତା ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ମୋଟର ଅଟକି ରହିଛି। ବନ୍ଦ ଯୋଗୁ ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି।ମୋହନ ମାଝୀ ସରକାରଙ୍କ ପ୍ରଥମ ବଜେଟରେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୯ : ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜନଗଣନା ତଥା ନାଗରିକ ପଞ୍ଜିକରଣ ନିର୍ଦ୍ଦେଶକ ଉଦୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ସମସ୍ତଙ୍କୁ ସ୍ୱାଗତ କରିବା ସହିତ ଜିଲାର ସମସ୍ତ ଅଧିକାରୀ ନିଜ ନିଜ ସ୍ତରରେ ଆଗକୁ ହେବାକୁଥିବା ଜନଗଣନା ସମ୍ବନ୍ଧୀୟ ତଥ୍ୟ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ ।ପ୍ରତି ଦଶବର୍ଷରେ ଜନଗଣନା Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୧୧/୯ : ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ଡ଼ାଙ୍ଗସରଡ଼ାରେ ଅବସ୍ଥିତ ଚନ୍ଦ୍ରପୁର ବୃହଦାକାର ଆଦିବାସୀ ବହୁମୂଖୀ ସମବାୟ ସମିତି । ଦୀର୍ଘ ଦିନ ହେବ ସ୍ଥାନୁ ଅବସ୍ଥାରେ ଥିବାଅଭିଯୋଗ ହେଉଛି ।ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ନୂତନ ଜାତୀୟ କୃଷି ନୀତି ପ୍ରଣୟନ କରି କୃଷକ ମାନଙ୍କର ଆୟ ଦୁଇଗୁଣିତ କରାଇବା ସହ ମଣ୍ଡି ମାଧ୍ୟମରେ ଉତ୍ପାଦିତ ଫସଲର ସର୍ଵନିନ୍ମ ସହାୟକ ମୂଲ୍ୟ ପ୍ରଦାନ ଏବଂ ରିହାତି ଦରରେ ବିହନ, Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୧୧/୯: ରେଭେନ୍ସାଙ୍କ ବିଷୟରେ କେନ୍ଦ୍ର ମନ୍ତ୍ରୀଙ୍କ ମନ୍ତବ୍ୟ ଅନୁଯାୟୀ ତର୍କ ବିତର୍କ ଇତିହାସ ଲୋକଙ୍କ ଆଖି ଖୋଲିଦେଲା ।ମାତ୍ର ତା ପରବର୍ତ୍ତୀ ଅଧ୍ୟାୟ ୧୯୦୩ ଓ ୦୪ ରେ କଟକ ଇଦଗକ୍ଷ ପଡ଼ିଆ ରେ ମଧୁ ବାବୁ ଙ୍କ ନେତୃତ୍ୱରେ ଉତ୍କଳ ସମ୍ମିଳନୀ ଅନୁଷ୍ଠିତ ହୋଇ ଦୀର୍ଘ ୩୬ ବର୍ଷ ଆନ୍ଦୋଳନ ଚାଲୁ ହେବା ଓ ସେଠାରେ ପଟ୍ଟା ମିଳିବା ପରେ ମଧ୍ୟ ସ୍ମୃତି ମଣ୍ଡପ ଟିଏ ନିର୍ମାଣ ପାଇଁ ସରକାର ଭୁଲିଯିବା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୯ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଙ୍କୁ ସ୍ଵାଗତ ସମାରୋହ ଉତ୍ସବ ଆୟୋଜିତ ହୋଇଯାଇଛି।ଉକ୍ତ ସମାବେଶରେ ମୁଖ୍ୟ ଅତିଥି ଭାବେ ରାମନାଗୁଡା ସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ କୈଳାସ ମଳିକ, ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ବିଭାଗୀୟ ମୁଖ୍ୟ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଅଧ୍ୟାପିକା ସ୍ନେହଲତା Continue Reading