ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୯ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଙ୍କୁ ସ୍ଵାଗତ ସମାରୋହ ଉତ୍ସବ ଆୟୋଜିତ ହୋଇଯାଇଛି।ଉକ୍ତ ସମାବେଶରେ ମୁଖ୍ୟ ଅତିଥି ଭାବେ ରାମନାଗୁଡା ସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ କୈଳାସ ମଳିକ, ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ବିଭାଗୀୟ ମୁଖ୍ୟ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଅଧ୍ୟାପିକା ସ୍ନେହଲତା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୧/୯: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପର୍ବ ପାଇଁ ଆଜି ବୌଦ୍ଧ ଜିଲ୍ଲାର ଗାଁଠୁ ସହର ଉତ୍ସବ ମୁଖର ହୋଇପଡିଛି । ଗାଁ ଗାଁରେ ଖୁସିଲ ମାହୋଲ ସାଙ୍ଗକୁ ଜମିଛେ ନାଚ ଗୀତର ଆସର । ଚଷା ପୁଅ ତାର ପ୍ରଥମ ଫସଲକୁ ମାଁ ଙ୍କ ନିକଟରେ ଅର୍ପଣ କରିଥାଏ । ଚଷୀ ନିଜ ଜମିରେ ଖିର ,ଅରୁଆ ଚାଉଳ ଓ ଫୁଲ ଦୁବ ଦେଇ ମାଟି ମାକୁ ପୁଜା ମଧ୍ୟ କରିବାକୁ […]Continue Reading
ଭୁବନେଶ୍ୱର,୧୦/୯: ମଙ୍ଗଳବାର ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସ ଆର ସି ତଥା ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ଓ Continue Reading
ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ରିପୋର୍ଟକୋରାପୁଟ, ୧୦/୯ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରୁ ଅବପାତ ପ୍ରଭାବରେ ପଅର ଦିନ ଠାରୁ ଜିଲ୍ଲାରେ ବ୍ୟାପକ ଭାବେ ଲଗାଣ ବର୍ଷା ଲାଗି ରହିଛି ।ଜିଲ୍ଲାର ସବୁ ବ୍ଲକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ରାସ୍ତା ଘାଟ ସବୁଠି ପାଣିର ଲହଡି ଭାଙ୍ଗୁଛି ବର୍ଷା ଜଳ ।ଅନ୍ୟପଟେ ଜିଲ୍ଲାର ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପସି ଯାଇଛି ବର୍ଷା ଜଳ । ମାଛକୁଣ୍ଡ ପାୱାର ହାଉସରେ ୨ ନମ୍ବର […]Continue Reading
4 suspects detained, high-level police probe underway Bhubaneswar, Sept. 10: In a harrowing case that has shocked the communities across the state, a 22-year-old woman hailing from Bhapur village in Odisha’s Dhenkanal district, was allegedly gang-raped by a group of youths for over a period of seven months. The victim, now seven months pregnant, was […]Continue Reading
ଭୁବନେଶ୍ୱର, ୧୦/୯ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି । ଫଳରେ ବିଭିନ୍ନ ସ୍ଥାନରେ ପରିସ୍ଥିତି ଅସମ୍ଭାଳ ହେଲାଣି। ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ତିନି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।ଏହି ତିନି ଜିଲ୍ଲା ହେଉଛି ମାଲକାନଗିରି, ଗଂଜାମ ଓ କୋରାପୁଟ। ପରିସ୍ଥିତିକୁ ନଜରରେ ରଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସ୍କୁଲ ଛୁଟି ଘୋଷଣା କରିଛନ୍ତି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୯ :ଭାରତ ସରକାରଙ୍କ ଅମୃତ ଭାରତ ଯୋଜନାରେ ପାରଳାଖେମୁଣ୍ଡି ରେଳଷ୍ଟେସନ ର ନବୀକରଣ ତଥା ନୂତନ କୋଠା ନିର୍ମାଣ ଯୁଦ୍ଧକାଳୀନ ଭିତ୍ତିରେ ଆଗେଇ ଚାଲିଛି ।ଏହି ନୂତନ ରେଳଷ୍ଟେସନ କୋଠାର ନିର୍ମାଣ କାର୍ଯ୍ୟ ତଦାରଖ ଓ ଅନୁଧ୍ୟାନ କରିବା ପାଇଁ ଆଜି ବିଶାଖାପାଟଣା ସ୍ଥିତ ଇଷ୍ଟ-କୋଷ୍ଟ ତଥା ପୂର୍ବତଟ ରେଳ ଡିଭିଜନର ଡିଆରଏମ: ଶ୍ରୀ ସୌରଭ ପ୍ରସାଦ ଏବଂ ତାଙ୍କ ସହ ବିଭାଗୀୟ ବରିଷ୍ଠ ବୈଷୟିକ ଅଧିକାରୀ ଦଳ ଏକ ସ୍ବତନ୍ତ୍ର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୯: କନ୍ଧମାଳ ପ୍ରଶାସନ ଉପରେ ଭରସା କରି ପାହାଡ଼ ଉପର ଗାଁରୁ ତଳକୁ ଆସି ବସତି ସ୍ଥାପନ କଲେ; କିନ୍ତୁ ଏଠାରେ ଦୁର୍ଦ୍ଦଶାରେ ଏତେ ବଢ଼ିଗଲା ଯେ ଦିନ କାଟିବା ଅସମ୍ଭବ ହୋଇପଡ଼ିଲା । ସମସ୍ତ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଶେଷରେ ପୁଣି ନିଜ ଭିଟାମାଟି ବା ଗାଁକୁ ଫେରିଯିବାକୁ ମନ ବଳାଇଛନ୍ତି ୩୮ କୁଟିଆ ଆଦିବାସୀ ପରିବାର ।କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଳକ କୋଟଗଡ଼ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୯: ଚଳିତ ମାସ ୧୪/୯/୨୦୨୪ ତାରିଖ ଦିନ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ସମେତ ଜିଲ୍ଲାର ରା: ଉଦୟଗିରି , ମୋହନା ଓ କାଶୀନଗର ଠାରେ ଥିବା ଅଦାଲତ ମାନଙ୍କରେ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି ।ଏହି ଅବସରରେ ସଂପୃକ୍ତ ଅଦାଲତ ମାନଙ୍କରେ ପ୍ରାୟ ସମସ୍ତ ପ୍ରକାରର ପ୍ରାକ ସ୍ତରୀୟ ମକଦ୍ଦମା ଓ ରହିଥିବା ବିଚାରାଧୀନ ମକଦ୍ଦମା ଯଥା:- ଫୌଜଦାରୀ( ସାଲିସ ଯୋଗ୍ୟ) , ଚେକ୍ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୯ : (ସୋମବାର ) ଦିବା ୧୧ ଘଟିକା ସମୟରେ ଜ଼ିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ସୁଭଦ୍ରା ଯୋଜନା ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ସୁଭଦ୍ରା ଯୋଜନା ରେ ମହିଳା ମାନେ ଶୀଘ୍ର ଆବେଦନ କରିବା ପାଇଁ ଜ଼ିଲ୍ଲାପାଳଏହି କାର୍ଯ୍ୟ ରେ ନିୟୋଜିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ଏହି ବାର୍ତ୍ତା ପହଞ୍ଚାଇବା ପାଇଁ ନିର୍ଦେଶ ଦେଇଥିଲେ ।ସମସ୍ତ Continue Reading




