Home Posts tagged ODISHA (Page 409)
Odisha News
ଭୁବନେଶ୍ବର, ୯/୯ : ମଙ୍କି ପକ୍ସକୁ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମଙ୍କି ପକ୍ସ୍ କୁ ନେଇ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଇଣ୍ଟରନ୍ୟାସନାଲ ଟ୍ରାଭେଲ ହିଷ୍ଟ୍ରି, ପ୍ରଭାବିତ ଅଞ୍ଚଳରୁ ଯେଉଁମାନେ ବୁଲି ଆସିଛନ୍ତି, ଭାରତ ସରକାରଙ୍କ ତରଫରୁ ସେମାନଙ୍କୁ ଆଇସୋଲେଟ କରି ରଖାଯାଇଛି। ରବିବାର ଦିନ ଜଣେ ବ୍ୟକ୍ତିଙ୍କୁ ଆଇସୋଲେଟ କରି ରଖାଯାଇଛି। ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଚେକିଂ Continue Reading
Odisha News
ଭୁବନେଶ୍ବର, ୯/୯ : ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୯ : ସାପ କାମୁଡ଼ାରେ ଚାଲିଗଲା ୩ ଭଉଣୀଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ଚରିଆପାଲି ଗ୍ରାମରେ। ସେମାନଙ୍କ ବାପା ସୁଲେନ୍ଦ୍ର ମଲ୍ଲିକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ମୃତକ ହେଲେ ସୁଲେନ୍ଦ୍ରଙ୍କ ବଡ ଝିଅ ସୁଧିରେଖା ମଲ୍ଲିକ(୧୩), ମଝିଆ ଝିଅ ଶୁଭରେଖା ମଲ୍ଲିକ(୧୨) ଓ ସାନ ଝିଅ ସୁରଭୀ ମଲ୍ଲିକ (୩ ବର୍ଷ)।ଗତ ରାତିରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ସି:ସିଡି: ର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାର ଭିନ୍ନକ୍ଷମ ମାନଙ୍କ ପାଇଁ କାର୍ଯ୍ୟରତ ସିସିଡି: ଓ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” ର ମିଳିତ ସହଯୋଗରେ ଜିଲ୍ଲାସ୍ତରୀୟ ବିଶ୍ଵ ଭୌତିକ ଚିକିତ୍ସା ଦିବସ ପାଳନ ଅବସରରେ “ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ ବ୍ୟବସ୍ଥା ଏବଂ ସୁସ୍ଥତା ସମସ୍ତଙ୍କ ପାଇଁ” Continue Reading
Odisha News
ଓଡ଼ିଶା, ୯/୯ : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତହୋଇଛି। ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି।ଏହା ପୁରୀଠାରୁ ୧୧୦ କିମି ଦୂର କେନ୍ଦ୍ରୀଭୂତ ହୋଇଛି। ଆଜି ମଧ୍ୟାହ୍ନ ସମୟରେ ପୁରୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା Continue Reading
Odisha News
ସମ୍ବଲପୁର, ୮/୯ : ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି। ଆସିଲା ସିଏମ୍ କିଷାନ୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁରରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରଥମ କିସ୍ତି ବାବଦ ୯୨୫ କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଏଥିସହ ସିଏମ୍ ଓ ପିଏମ୍ କିଷାନରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜିକରଣ ପାଇଁ ସିଏମ କିଷାନ୍ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ।ସିଏମ୍ କିଷାନ୍ ଯୋଜନା ପାଇଁ ସମ୍ବଲପୁର ଜିଏମ୍ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୯: ଓଡ଼ିଶାର ଗଣପର୍ବ ନୂଆଁଖାଇ ବାଲିଗୁଡା ତଥା ଆଖପାଖ ଅଞ୍ଚଳ ଲଣ୍ଡାଗାଁରେ ମଧ୍ୟ ଧୁମଧାମରେ ପାଳିତ ହୋଇଯାଇଛି । ଏଥିପାଇଁ ଘରେ ଘରେ ଜମୁଛି ପିଠା ପଣାର ଆସର ।ଇଷ୍ଟ ଦେବାଦେବୀ ଓ ପିତୃପୁରୁଷଙ୍କ ନିକଟରେ ନାବନ୍ନ ଲାଗି କରିଛନ୍ତି ଲଣ୍ଡାଗାଁ ଅଞ୍ଚଳ ବାସୀ। ଚାଷୀ ଘରର ପୁଅ ନିଜ ଅମଳ ଧାନ ଘରକୁ ଆଣିବା ପରେ ପୂଜାର୍ଚ୍ଚନା କରି ସମସ୍ତେ ଏକାଠି ବସି ନବାନ୍ନ ଭକ୍ଷଣ କରିଛନ୍ତି।ନୂଆଖାଇ ଭେଟଘାଟରେ ସାନ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୯ : ବୌଦ୍ଧ ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରୁ ସୁଭଦ୍ରା ଯୋଜନା ସଚେତନତା ଉପଲକ୍ଷେ ତିନି ଗୋଟି ରଥ ବୌଦ୍ଧ ଜ଼ିଲ୍ଲା ସାରା ପରିକ୍ରମା କରିବ । ଉଦ୍ଦେଶ୍ୟ ରେ ଯାତ୍ରା ଆରମ୍ଭ କରିଥିଲା ।ଏହି ସଚେତନତା ରଥ ଗୁଡିକୁ ମୁଖ୍ୟଅତିଥି ଭାବରେ ସରକାରୀ ଦଳର ମୁଖ୍ୟ ସଚେତକ ତଥା ମାନ୍ୟବର ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ ଗୌରୀକ ପତାକା ଦେଖାଇ ଶୁଭାରମ୍ଭ କରିଥଲେ।ଏହି ଅବସରରେ ସମ୍ମାନିତ ଅତିଥି ଭାବେ ମାନ୍ୟବର […]Continue Reading
Odisha News
ସମ୍ବଲପୁର,୮/୯ : ଆଜି ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା। ଦୁଲୁକୁଛି ମନ୍ଦିର ପରିସର । ପୂର୍ବ ନିର୍ଦ୍ଧାରିତ ସମୟରେ ସମ୍ବଲପୁରର ମା’ ସମଲେଶ୍ୱରୀ ଓ ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ ନିକଟରେ ଲାଗି ହୋଇଛି ନବାନ୍ନ ।ପ୍ରଥମ ଶସ୍ୟକୁ ଇଷ୍ଟ ଦେବୀଙ୍କ ନିକଟରେ ଅର୍ପଣ କରିବାର ପରମ୍ପରାକୁ କୁହାଯାଇଥାଏ ନୂଆଖାଁଇ । ମା’ ନିକଟରେ ଅର୍ପଣ କରାଯାଉଥିବା ଚାଉଳକୁ ପଶୁପକ୍ଷୀ ବି ଅଇଁଠା କରି ନ ଥାନ୍ତି। ତେଣୁ ଫସଲ ପାଚିବା ପୂର୍ବରୁ ବିଲରୁ ଅମଳ କରି ଆଣି ମା’ଙ୍କୁ […]Continue Reading