ଭୁବନେଶ୍ବର ୧୦/୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା ସେମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ NHMରେ କାର୍ଯ୍ୟରତ Continue Reading




