Home Posts tagged ODISHA (Page 414)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୯: ଭୁବନେଶ୍ଵର ସ୍ଥିତ ଜୟଦେବ ଭବନ ଠାରେ ଗତ ୩୦ ଅଗଷ୍ଟ ୨୦୨୪ ଦିନ ବିଜେପି ପର୍ଯ୍ୟବେକ୍ଷକ କବି ତଥା ସାରସ୍ଵତ ସାଧକ ଶ୍ରୀ ଶଙ୍କର ପରିଡ଼ା ଏବଂ ବିଶିଷ୍ଟ ବ୍ୟକ୍ତି-ବିଶେଷ ମାନଙ୍କ ଦ୍ଵାରା ପାରଳାଖେମୁଣ୍ଡି ସହରର ଅଗ୍ରଣୀ ମହିଳା ଅନୁଷ୍ଠାନ ତଥା “ପ୍ରଗତି ମହିଳା ସଂଗଠନ” ର ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ ଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଛି ।ଶ୍ରୀମତୀ ଶତପଥୀଙ୍କୁ ଭୁବନେଶ୍ୱର ସ୍ଥିତ ଜୟଦେବ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୯: ବୌଦ୍ଧ ଥାନା ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ନୂଆପଡ଼ା ଡେମ୍ ନିକଟରୁ ବୌଦ୍ଧ ପୁଲିସ ୧୩୦ କିଲୋ ଗଞ୍ଜେଇ ଜବତ କରିଥିବା ବେଳେ କାହାରିକୁ ଗିରଫ କରାଯାଇନଥିବା ଜଣାପଡିଛି ।ମିଳିଥିବା ସୂଚନା ମୁତାବକ ନୂଆପଡ଼ା ଡେମ୍ ନିକଟରେ ଗଞ୍ଜେଇ ଚାଲାଣ ପାଇଁ ରଖାଯାଇଥିବା ବୌଦ୍ଧ ପୁଲିସ ବିଶେଷ ସୂତ୍ରରୁ ଖବର ପାଇ ଉକ୍ତ ସ୍ଥାନରେ ଚଢଉ କରାଯାଇଥିଲା । ଡେମ୍ ନିକଟରେ କିଛି ଜରି ବସ୍ତା ଥିବା ଦେଖି ପୁଲିସ ଯାଞ୍ଚ କରିବା ପରେ […]Continue Reading
Odisha News
ଭୁବନେଶ୍ୱର, ୨/୯ : ତାଳଚେର ଖଣି ଉପ ନିର୍ଦ୍ଦେଶକଙ୍କ ଘରେ ସୋମବାର ସକାଳୁ ସକାଳୁ ଚଢ଼ାଉ କରିଛି । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଡିଡିଏମ୍ ଧରଣୀଧର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ।ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା। ଏହା ପରେ ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ କରାଯାଉଛି ।ଖଣି […]Continue Reading
Odisha News
ରାୟଗଡ଼ା,୧/୯: ରାୟଗଡ଼ା ଜିଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା। ଆଜି ତାଙ୍କ ଘରୁ ବିପୁଳ ସଂପତ୍ତି ଠାବ କରାଯାଇଛି।ରବିବାର ମଧ୍ୟ ତାଙ୍କ ଘରେ ଚଢ଼ାଉ ଜାରି ରହିଛି। ଚୌଧୁରୀଙ୍କ ଘରୁ ନଗଦ ୧୪ ଲକ୍ଷ ୮୧ ହଜାର ଟଙ୍କା ମିଳିଛି।ଏହା ସହ ପ୍ରାୟ ୩୫ ଗ୍ରାମର ସୁନା ଅଳଙ୍କାର ମିଳିଛି। ସେହିଭଳି ରାୟଗଡ଼ା ଓ ଟିକିରି ଠାରେ ଗୋଟିଏ ଲେଖାଏଁ ଘର, ଦୁଇଟି ପ୍ଲଟ ଠାବ ହୋଇଛି।ଶନିବାର ରାୟଗଡ଼ା […]Continue Reading
Odisha News
ପୁରୀ,୧/୯ :ପାରିଲେନି ନବୀନ ସରକାର,,, ସମ୍ଭବ କରି ଦେଖାଇଲେ ମୋହନ ସରକାର। ଶ୍ରୀମନ୍ଦିର ସଂସ୍କାର ମାମଲାରେ ମାନ୍ୟବର ସୁପ୍ରିମକୋର୍ଟ ଦେଇଥିବା ଅନେକ ଅନ୍ତରୀଣ ନିର୍ଦ୍ଦେଶ ମଧ୍ୟରୁ ପ୍ରମୁଖ ଥିଲା ଆନନ୍ଦବଜାରରେ ଶୃଙ୍ଖଳା ଆଣିବା।କିନ୍ତୁ ବିଜେଡି ସରକାର ଏହାକୁ ବାଏଁବାଏଁ ଉଡାଇଥିବା ବେଳେ ବର୍ତ୍ତମାନ ସରକାର ମାନ୍ୟବର କୋର୍ଟଙ୍କ ନିର୍ଦେଶକୁ ସମ୍ମାନ ଜଣାଇ ଆନନ୍ଦବଜାର ଶୃଙ୍ଖଳା ପାଇଁ ନେଇଛନ୍ତି ଐତିହାସିକ ପଦକ୍ଷେପ। ଯାହାକି ଶ୍ରୀମନ୍ଦିର ଇତିହାସରେ ବିରଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧/୮: ଜୁଲାଇ ୧୫ ବିଶ୍ୱ ଦକ୍ଷତା ଦିବସ ପାଳନ ଅବସର ରେ ରାଜ୍ୟ ସରକାର ଙ୍କ ଦ୍ୱାରା ବିଶ୍ୱ ଦକ୍ଷତା କେନ୍ଦ୍ର, ଭୁବନେଶ୍ୱର ରେ ପାଳନ କରାଯାଇଥିଲା ।ମୁଖ୍ୟମନ୍ତ୍ରୀ ଙ୍କ କରକମଳ ରେ ଦୁଇଟି କୌଶଳ ରଥ ରାଜ୍ୟ ବ୍ୟାପି ପରିକ୍ରମା କରୁଅଛି ।ଆଜି ର ଯୁବ ସମାଜ ବେକାରୀ ସମସ୍ୟା ରେ କବଳିତ ହୋଉଥିବାରୁ ସାଧାରଣ ଶିକ୍ଷା ପରିବର୍ତେ ସରକାର ଙ୍କ ବିଭିନ୍ନ ଦକ୍ଷତା ଭିତିକ ପ୍ରଶିକ୍ଷଣ ରେ ସାମିଲ ହୋଇ ନିଜକୁ […]Continue Reading
Odisha News
ସମ୍ବଲପୁର, ୧/୯: ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।ଅଶ୍ୱିନୀ ଗୁରୁ ୧୯୮୦ରେ ସମ୍ବଲପୁରରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସମୟରେ ବିଧାୟକ ରହିଥିଲେ। ୨୦୧୮- ୨୦୨୨ ପର‌୍ୟ୍ୟନ୍ତ ସମ୍ବଲପୁରର କଂଗ୍ରେସର ଜିଲ୍ଲା ସଭାପତି ଓ ଇଓଉଉ ସଦସ୍ୟ Continue Reading
Odisha News
ଗଞ୍ଜାମ, ୧/୯ : କାନ୍ଥ ପଡ଼ି ଚାଲିଗଲା ଅଢେଇ ବର୍ଷର ଶିଶୁ ପୁତ୍ରର ଜୀବନ। ତା’ ବାପାମା’ଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ଗ୍ରାମ ନିକଟ ତୋଟା ସାହିରେ ଏହି ଅଘଟଣ ଘଟିଛି। ବର୍ଷା ଯୋଗୁ ଏହି ଅଘଟଣ ଘଟିଛି ବୋଲି କୁହାଯାଉଛିମୃତ ଶିଶୁ ଜଣକ ହେଉଛନ୍ତି ବସନ୍ତ ପ୍ରଧାନଙ୍କ ପୁଅ ରିଷି ପ୍ରଧାନ। ବାପା ଓ ମା ଉଭୟ ଗୁରୁତର ହୋଇ ଭଞ୍ଜନଗର ମେଡ଼ିକାଲରେ ଭର୍ତି ହୋଇଛନ୍ତି।ଗତକାଲି […]Continue Reading
Odisha News
ଓଡ଼ିଶା, ୧/୯: ‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେବ ପଞ୍ଜୀକରଣ;। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଗତକାଲି ସୋଶାଲ୍ ମିଡ଼ିଆରେ ଲାଇଭରେ ଆସି ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଫର୍ମ ଉପଲବ୍ଧ ହୋଇଥିବାବେଳେ ଆଜିଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବ।ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ମହିଳା ଓ ଶିଶୁ Continue Reading
Top Stories
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୮ : ଆଦିବାସୀ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଡା ରୀନା ପ୍ରଧାନ , ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ମାଲକାନଗରି କଲେଜର ଅଧକ୍ଷ(ପ୍ରନ୍ସିପାଲ) ଡା ମଧୂସୁଦନ ମହାପାତ୍ର ଯୋଗଦେଇ ଏହି ମହାବିଦ୍ୟାଳୟର ଐତିହ ଉପରେ କହିଥିଲେ ।ସମ୍ମାିତ ଅତିଥୀ ଭାବେ ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରତ୍ୟୁଷ ରଂଜନ ଶତପଥୀ,ପ୍ରକ୍ତାନ ପ୍ରାଧ୍ୟାପକ Continue Reading