Home Posts tagged ODISHA (Page 416)
Odisha News
ଭୁବନେଶ୍ବର,୩୧/୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। Continue Reading
Odisha News
ଭୁବନେଶ୍ୱର,୩୧/୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ।ଏହା କଳିଙ୍ଗପଟ୍ଟନମ ଠାରୁ ୮୦ କି.ମି. ଦୂରରେ ଥିବା ବେଳେ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବସ୍ଥିତ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।ଲଘୁଚାପ Continue Reading
Odisha News
ଗଞ୍ଜାମ,୩୧/୮ : ଆଜି ପୁଣି ଜଣେ ସରକାରୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଛତ୍ରପୁର ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ଶ୍ରୀ ସୀତାରାମ ପାତ୍ର ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବା ସୂଚନା ମିଳିଛି ।ବ୍ରହ୍ମପୁର ସ୍ୱତନ୍ତ୍ରୀ ଭିଜିଲାନ୍ସ ବିଚାରପତିଙ୍କ ନିର୍ଦ୍ଦେଶର କ୍ରମେ ବିଇଓ ସୀତାରାମ ପାତ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ପଶିଛି । ଏକକାଳୀନ ୬ଟି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୧/୮: ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ର ଉଦ୍ଭିଦ ବିଜ୍ଞାନ ବିଭାଗ ମୂଖ୍ୟ ତଥା ପରିବେଶବିତ୍ ଅଧ୍ୟାପକ ଡ. ପ୍ରବୀର କୁମାର ଦାସ ଙ୍କୁ ପରିବେଶ ସୁରକ୍ଷା ଏବଂ ଗବେଷଣା କାର୍ଯ୍ୟ ପାଇଁ ଉତ୍ତରାଖଣ୍ଡ ର ନଇନିତାଲ ଠାରେ ଅନୁଷ୍ଠିତ ଷଷ୍ଠ ଆନ୍ତର୍ଜାତିକ କୃଷି, ବିଜ୍ଞାନ, ପରିବେଶ ସମ୍ମିଳନୀ ରେ “ପରିବେଶ ସୁରକ୍ଷା ଗବେଷଣା ସମ୍ମାନ -୨୦୨୪ ” ଦ୍ବାରା ସମ୍ମାନିତ କରାଯାଇଛି ।ଗତ ବର୍ଷ ମଧ୍ୟ ତାଙ୍କୁ ଆନ୍ତର୍ଜାତିକ Continue Reading
Odisha News
ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ରିପୋର୍ଟକୋରାପୁଟ, ୩୦/୮ : ଆଜି ଶୁକ୍ରବାର ମଧ୍ୟାହ୍ନ ସମୟରେ କୋରାପୁଟ ମେଡ଼ିକାଲ କଲେଜର ପ୍ରସୂତି ଓ ଏସ୍ ଏନ୍ ସି ୟୁ ନିକଟରେ ଏକ ବଡ ଶଦ୍ଦ ହୋଇଥିଲା। ଏହା ପରେ ଉପରୋକ୍ତ ୱାର୍ଡରେ ଧୂଆଁ ମୟ ପରିବେଶ ସୃଷ୍ଟି ହୋଇଥିଲା।ଏଥରେନିଆଁ ଲାଗିଥିବା ଭାବି ସମସ୍ତେ ଭୟଭୀତ ହୋଇ ପଡ଼ିଥିଲେ। କାରଣ ଏସ୍ ଏନ୍ ସି ୟୁରେ ପ୍ରାୟ ୨୫ ଜଣ ନବ ଜାତକ ଓ ପ୍ରସୂତି ୱାର୍ଡ ରେ ପ୍ରାୟ ୧୦ […]Continue Reading
Odisha News
ପୁରୀ, ୩୦/୮ : ଶ୍ରୀମନ୍ଦିର ନାଟ ମଣ୍ଡପରେ ଏୟାର କଣ୍ଡିସନ ବ୍ୟବସ୍ଥା ହେବ। ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ। ବୃଦ୍ଧବୃଦ୍ଧା ଓ ମହିଳାଙ୍କ ପାଇଁ ଅଲଗା ଧାଡ଼ି ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।ଶ୍ରୀ ପାଢ଼ୀ କହିଛନ୍ତି, ଆଜିର ବୈଠକରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ବିସ୍ତୃତ ଆଲୋଚନା ହୋଇଛି। ନାଟ ମଣ୍ଡପରେ ଥିବା ଅଦରକାରି ସିନ୍ଦୁକ ଓ ଆଲ୍‌ମିରା ଗୁଡ଼ିକୁ Continue Reading
Odisha News
ଚାନ୍ଦବାଲି, ୩୦/୮: ଭଦ୍ରକ ଜିଲା ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି।ଏକ ସ୍କୁଲ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ଦୁର୍ଘଟଣାରେ ୧୦ଜଣ ଛାତ୍ରୀଛାତ୍ର ଆହତ ହୋଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରାଯାଇଛି।Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୮: ବୌଦ୍ଧଜିଲ୍ଲା ର ବିଭିନ୍ନ ସମସ୍ୟା ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ପୂର୍ତବିଭାଗ ଡାକବଙ୍ଗଳା ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ଜିଲ୍ଲା କାର୍ଯ୍ୟକାରୀ ସଭାପତି ସୁବୋଧ କୁମାର ପ୍ରଧାନ ଅଧ୍ୟକ୍ଷତା କରି ରାଜ୍ୟରେ କ୍ଷମତାରେ ଥିବା ଭାରତୀୟ ଜନତା ପାର୍ଟିର ସରକାର ନିର୍ବାଚନ ସମୟରେ ଲୋକଙ୍କୁ ଦେଇଥିବା ବିଭିନ୍ନ ପ୍ରତିଶୃତି ପାଳନ କରିବାରେ ବିଫଳ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୮ : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ ।ଜିଲ୍ଲାରେ ସୁଭଦ୍ରା ଯୋଜନା ସଫଳତାର ସହ କାର୍ଯ୍ୟକାରୀକୁ ନେଇ ଜିଲ୍ଲାସ୍ତରୀୟ ଏକ ପ୍ରସ୍ତୁତି ବୈଠକ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରି ଜିଲ୍ଲାରେ ଏହି ଯୁଗାନ୍ତକାରୀ Continue Reading
Odisha News
ବାଲେଶ୍ୱର,୩୦/୮: ରାଜ୍ୟରେ ପ୍ରତ୍ୟେକ ଦିନ କେହି ନ କେହି ଜଣେ ସରକାରୀ ଅଫିସର ଭିଜିଲାନ୍ସ ଜାଲରେ ପଡ଼ୁଛନ୍ତି । ବଡ଼ ବଡ଼ ଅଧିକାରୀଙ୍କ ଠାରୁ ଆରମ୍ଭ କରି ତଳିଆ କର୍ମଚାରୀଙ୍କୁ ଖୋଜି ବାହାର କରୁଛି ରାଜ୍ୟ ଦୁର୍ନିତୀ ନିବାରଣ ନିର୍ଦ୍ଦେଶାଳୟ ।ଏହି କ୍ରମରେ ପୁଣି ଜଣେ ସରକାରୀ କର୍ମଚାରୀ ଯୋଡ଼ି ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ଶିକ୍ଷା ବିଭାଗର କିରାଣୀଙ୍କ ଘରେ ପଶିଛି ଭିଜିଲାନ୍ସ । ବାଲେଶ୍ୱର ଡିଇଓ କିରାଣୀ ପ୍ରଦାପ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି […]Continue Reading