ବରଦା ଦାସଙ୍କ ରିପୋର୍ଟକଟକ,୨୮/୮ : ବରିଷ୍ଠ ସ୍ୱର୍ଗତଃ ବ୍ରହ୍ମା କୁମାରୀ ଦାଦି ପ୍ରକାଶ ମଣି ଙ୍କ ପୁଣ୍ୟ ତିଥି ଓ ଜନ୍ମାଷ୍ଟମୀ ପର୍ବ ବେପାରିସାହି ବ୍ରହ୍ମ। କୁମାରୀ ଇଶ୍ୱରୀୟ ବିଶ୍ଵ ବିଦ୍ୟାଳୟ ଯୋଗ କେନ୍ଦ୍ରରେ ସମାରୋହରେ ପାଳିତ ହୋଇଯାଇଛି କ୍ଷ ବି କେ ଝୁନୁ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସୁପରିଚାଳନା କରିଥିଲେ ।ବି କେ ନଗେନ୍ଦ୍ର ମୁଣ୍ଡ, ବି କେ ବରଦା ପ୍ରସନ୍ନ ଦାସ ଅତିଥି ଭାବେ ଯୋଗଦେଇ ଦାଦି ପ୍ରକ।ଶ ମଣି ଙ୍କ ଅବଦାନ […]Continue Reading
ଭୁବନେଶ୍ୱର,୨୮/୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଗୃହରେ ଜଣେ ବିଧାୟକ ଫଟୋ ଉଠାଇଥିବା ଦେଖିବା ପରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ଏଣିକି କୌଣସି ବିଧାୟକ କିମ୍ବା ମନ୍ତ୍ରୀ ବିଧାନସଭା ଗୃହ ମଧ୍ୟକୁ ମୋବାଇଲ ନେଇ ଯାଇପାରିବେ ନାହିଁ […]Continue Reading
ବରଗଡ଼,୨୮/୮: ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍କୁ ବୁଧବାର କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସୁନ୍ଦରଗଡ଼ ସବ୍ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ ଲାଇନକୁ ବି ମଞ୍ଜୁରୀ ମିଳିଛି।କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କହିଛନ୍ତି, ଜାତୀୟ ଶିଳ୍ପ କରିଡର ବିକାଶ କାର୍ୟ୍ୟକ୍ରମ ଅଧୀନରେ କ୍ୟାବିନେଟ ୧୨ଟି ସ୍ମାର୍ଟ ସହରକୁ ଅନୁମୋଦନ କରିଛି। ତେବେ ସରକାର Continue Reading
କଟକ,୨୮/୮ : ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସେ ହେଲେ ଅରବିନ୍ଦ ଖଟୁଆ।ସୂଚନାଯୋଗ୍ୟ, ୨୦୨୧ ଜାନୁଆରି ୨ରେ ବରିଷ୍ଠ ଭାଜପା ନେତା କୁଳମଣି ବରାଳ ଓ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୨୮/୮ : ଚନ୍ଦ୍ରପୁର ବ୍ଲକ ପଞ୍ଚାୟତ ସମିତି ସଦଭାବନା ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି।ରାୟଗଡା ଜିଲ୍ଲାପାଳ ପାରୁଲ ପାଟୱାରି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ଵୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର, ଗୁଣୁପୁର ଉପ ଜିଲ୍ଲାପାଳ କିରଣ ଦୀପ କୌର ସ। ହୋତେ, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ତଥା ଜନ ସ୍ୱାସ୍ଥ୍ୟ Continue Reading
ଭୁବନେଶ୍ବର, ୨୮/୮: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସିଏଚଏସଇର ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଚାଲିଛି। ସୂଚନା ଅନୁଯାୟୀ, ଭୁବନେଶ୍ବରରେ ୨ଟି ଓ ଜଗତସିଂହପୁରର କେଉପଡ଼ା ପୈତୃକ ଘରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି।ତାଙ୍କର ରାଜଧାନୀର କାନବିହାର ଚାରିମହଲା ଘରେ ଓ ଅଫିସରେ ଭିଜିଲନ୍ସ ଟିମ୍ ଚଢ଼ଉ କରୁଛି। ତେବେ ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।ଚାକିରୀ ଆଉ ୪ ଦିନ ଥିଲା ହେଲେ ଭିଜିଲାନ୍ସ ଜାଲରେ ପଡିଗଲେ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୮/୮ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ଅଧିକାରଏବଂ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ସ୍କୁଲ୍ ସ୍ତରୀୟ ସଚେତନତା ଶିବିର ହର୍ଡାଟାଲ ଠାରେ ଥିବା ଧୋବା ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଅଛି ।ମୁଖ୍ୟ ଅତିଥି ଭାବେ ଧୋବା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ କୁମାର ମିଶ୍ର ଉପସ୍ଥିତ ରହି ଶିଶୁ ମାନଙ୍କର ସୁରକ୍ଷା ପାଇଁ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଭାରେ ପ୍ରକାଶ କରି […]Continue Reading
• Jio connects over 47000 villages with digital services across Odisha By Our Correspondent Bhubaneswar: In its continued effort to enhance digital inclusion and bridge the digital divide, Reliance Jio has connected thousands of remote villages across Odisha with its 4G / 5G network. True to its commitment to deliver world-class data services across all […]Continue Reading
ଭୁବନେଶ୍ୱର,୨୭/୮: ଶାସକ ଦଳର ପ୍ରାର୍ଥୀ ମମତା ମହନ୍ତ ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବା ଜଗନ୍ନାଥ ପ୍ରଧାନ ଆଜି ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇଥିଲେ। ଏହି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ସୁଦ୍ଧା ଶାସକ ଦଳ ପ୍ରାର୍ଥୀଭାବେ ମମତା ମହନ୍ତ ଏବଂ ସ୍ୱାଧୀନ ପ୍ରାର୍ଥୀ ଭାବେ ଜଗନ୍ନାଥ ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଥିଲେ Continue Reading
ମାଲକାନଗିରି, ୨୭/୮ : ଆଜି ଠାରୁ ମାଲକାନଗିରି ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ। ଜିଲ୍ଲାରେ ଚାଲୁଥିବା ଟାୟାର-୨ ଲକ୍ଷ୍ମୀ ବସ ଅର୍ଥାତ ବ୍ଲକ ସଦର ମହକୁମାରୁ ଜିଲ୍ଲା ସଦର ମହକୁମାକୁ ଯାତାୟତ କରୁଥିବା ଶୀତତାପ ନିୟନ୍ତ୍ରିତ ଲକ୍ଷ୍ମୀ ବସକୁ ବିରୋଧ କରିଛି ଜିଲ୍ଲା ଘରୋଇ ବସ ମାଲିକ ସଂଘ। ଏଥିଲାଗି ଯାତ୍ରୀ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହେଉଛନ୍ତି।ଏହି ବସ ଯାତାୟତ କଲେ ଘରୋଇ ବସରେ ଯାତ୍ରୀ ନ ହେବା ସହ ଅନେକ କ୍ଷତି ସହିଛନ୍ତି ବସ […]Continue Reading




