Home Posts tagged ODISHA (Page 42)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୪/୭: ମୌଳିକ ସ୍ୱାକ୍ଷରତା ଓ ସଂଖ୍ୟାଜ୍ଞାନ (ଏଫ.ଏଲ.ଏନ.) କାର୍ଯ୍ୟକ୍ରମକୁ ଅଧିକ ଫଳପ୍ରଦ କରିବା ଲକ୍ଷ୍ୟରେ କୁରାଢ଼ମଲ୍ଲ କ୍ଲଷ୍ଟରର ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଶନିବାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଦଳେଇପୁଟଠାରେ ଅନୁଷ୍ଠିତ ହୋଇଛି।ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଚିଠି ସଂଖ୍ୟା–୭୨୩୩, ତାରିଖ ୧ ଜୁଲାଇ ୨୦୨୬ ଅନୁଯାୟୀ ଆୟୋଜିତ ଏହି ବୈଠକରେ କ୍ଲଷ୍ଟର ଅନ୍ତର୍ଗତ ୧୦ଟି ବିଦ୍ୟାଳୟର ପ୍ରଧାନ Continue Reading
Odisha News
କଟକ, ୪/୭: କଟକସ୍ଥିତ ଚାଉଳିଆଗଞ୍ଜ ଥାନା ପରିସରରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଚାଉଳିଆଗଞ୍ଜ ଥାନା ଅଧିକାରୀଣୀଙ୍କ ଝୁଲନ୍ତା ମୃତଦେହ ଏକ ବନ୍ଦ କୋଠରୀରୁ ମିଳିଛି । ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ମିଳିଛି ।ଗତକାଲି ଆଇଆଇସି ଆଇଆଇସି ବିୟୁଟି ମହାନ୍ତି ଚାଉଳିଆଗଞ୍ଜ ଥାନାର ଉପରେ ଥିବା ରେଷ୍ଟରୁମରେ ରହିଥିଲେ । ଆଜି ସକାଳେ କବାଟ ବାଡ଼େଇବାରୁ ସେ କବାଟ ଖୋଲି ନ ଥିଲେ ।ଏ ନେଇ କର୍ମଚାରୀ ଉପରସ୍ଥ ଅଧିକାରୀଙ୍କୁ ଜଣାଇଥିଲେ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩/୭ : ନିର୍ଭୁଲ ଓ ସ୍ୱଚ୍ଛ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ଅଭିଯାନରେ ଖୋରଧା ଜିଲ୍ଲା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି।ଜିଲ୍ଲାରେ ଏପର୍ଯ୍ୟନ୍ତ ୯୪.୦୪ ପ୍ରତିଶତ ଇଲେକ୍ଟୋରାଲ ଫର୍ମ ଡିଜିଟାଇଜ୍ ହୋଇଥିବା ବେଳେ ୧୦ ଲକ୍ଷ ୫୧ ହଜାର ୫୯୧ଟି ଫର୍ମ ସଫଳତାର ସହ ଅନଲାଇନ ବ୍ୟବସ୍ଥାରେ ସଂଯୋଜିତ ହୋଇଛି।ଏହା ଜିଲ୍ଲା ପ୍ରଶାସନ ଏବଂ ନିର୍ବାଚନ ବିଭାଗର ସୁଚାରୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୭ : ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଆଜି କଣ୍ଟାମାଳ ବ୍ଲକର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ନିର୍ମାଣାଧୀନ ସ୍ୱାସ୍ଥ୍ୟ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ତଥା ନିର୍ମାଣ ହେଇସାରିଥିବା ଅନୁଷ୍ଠାନ ଗୁଡ଼ିକର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରିଥିଲେ।ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସେଠାରେ ୨୦୧୮ ମସିହାରୁ ମଂଜୁର ହୋଇଥିବା ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ଚିକିତ୍ସା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୭ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ସହଯୋଗରେ ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର Continue Reading
Odisha News
ଭୁବନେଶ୍ୱର, ୩/୭: ଓଡ଼ିଶାରେ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ (Special Intensive Revision) ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ (ECI) ବଡ଼ ପଦକ୍ଷେପ ନେଇଛନ୍ତି।ରାଜ୍ୟର ୧୦ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ଇଲେକ୍ଟୋରାଲ ରୋଲ ଅବଜରଭର ଭାବେ ନିଯୁକ୍ତ କରାଯାଇଛି।୧ ଜୁଲାଇ ୨୦୨୬କୁ ଯୋଗ୍ୟତା ତାରିଖ Qualifying Date) ଭାବେ ଧରି ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଏହି ଅଧିକାରୀମାନେ ତଦାରଖ Continue Reading
Odisha News
ଭୁବନେଶ୍ୱର, ୩/୭ : ଓଡ଼ିଶା ମେଡିକାଲ ସେବା ସଂଘର ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ରାଜ୍ୟ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆନ୍ଦୋଳନରେ ସାମିଲ ଓଏମ୍ଏଚ୍ଏସ୍ କ୍ୟାଡର ସମସ୍ତ ଡାକ୍ତରଙ୍କ ଦରମା ବନ୍ଦ କରିବା ଏବଂ ଚୁକ୍ତି ଭିତ୍ତିକ ଡାକ୍ତରଙ୍କୁ କାର୍ଯ୍ୟରୁ ବହିଷ୍କାର କରିବାକୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶ ଜାରି କରିଛି । ରାଜ୍ୟର ସମସ୍ତ ସରକାରୀ ମେଡିକାଲ୍ କଲେଜ ଓ ହସ୍‌ପିଟାଲ୍‌, ସିଡିଏମ୍ ଓ ପିଏଚ୍‌ଓଙ୍କୁ Continue Reading
Odisha News
ଭୁବନେଶ୍ୱର, ୩/୭ : ରାଜ୍ୟ ସରକାରୀ ଅର୍ଥ କାରବାରକୁ ଅଧିକ ସ୍ୱଚ୍ଛ ଓ ସୁରକ୍ଷିତ କରିବା ପାଇଁ ଓଡ଼ିଶା ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏଣିକି ସରକାରୀ ବିଭାଗ, ବିଶ୍ୱବିଦ୍ୟାଳୟ, ରାଜ୍ୟ ସରକାରୀ ଉଦ୍ୟୋଗ, ସଂସ୍ଥା ଓ ଅନ୍ୟାନ୍ୟ ସରକାରୀ ଏଜେନ୍ସିର ସମସ୍ତ ବ୍ୟାଙ୍କିଂ କାରବାର କେବଳ ୧୪ଟି ଅନୁମୋଦିତ ବ୍ୟାଙ୍କ ମାଧ୍ୟମରେ ହେବ। ଏହି ତାଲିକାରୁ ପ୍ରମୁଖ ଘରୋଇ (ପ୍ରାଇଭେଟ୍) ବ୍ୟାଙ୍କଗୁଡ଼ିକ ବାଦ୍ ପଡ଼ିଛନ୍ତି।ଅର୍ଥ ବିଭାଗର ପ୍ରଧାନ ସଚିବ ସଞ୍ଜୀବ କୁମାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୭ : ବୌଦ୍ଧ ଜିଲ୍ଲାର ଗ୍ରାମାଞ୍ଚଳରେ ରୋଜଗାର ସୃଷ୍ଟି, ଜୀବିକାର ବିକାଶ ଏବଂ ସ୍ଥାୟୀ ଭିତ୍ତିଭୂମି ନିର୍ମାଣକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ VB-G RAM G (Viksit Bharat – Guarantee for Rozgar and Ajeevika Mission–Gramin) ଯୋଜନାର ଜିଲ୍ଲାସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଆଜି ବୌଦ୍ଧ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ Continue Reading
Top Stories
By Subrat Sarangi Paradeep/Odisha, July 2 : AM/NS Ports extended its support to the Government of India’s Pulse Polio Campaign, ensuring that life saving vaccines reached every corner of Paradeep thereby reaffirming its dedication to public health. Conducted during June 28–30, 2026, the initiative was organised in collaboration with Biju Memorial Hospital, with AM/NS Ports Continue Reading