ଭୁବନେଶ୍ୱର, ୨୫/୮ : ଭୁବନେଶ୍ୱର ସ୍ଥିତ ଘରୁ ILS ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ସନ୍ଦୀପ ଆତ୍ମହତ୍ୟା Continue Reading
ନୟାଗଡ଼, ୨୫/୮ : ଆଜି ସକାଳୁ ସକାଳୁ ନୟାଗଡ଼ ଜିଲ୍ଲା ମୁଖ୍ୟ କାରାଗାର ସହ ୩ ଉପ କାରାଗାରରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ନିଶା କାରବାର ଅଭିଯୋଗରେ ନୟାଗଡ଼ ଏସପିଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ ସହ ବହୁ ବରିଷ୍ଠ ଅଧିକାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।ଚଢ଼ାଉ ବେଳେ ନୟାଗଡ଼ ଜିଲ୍ଲାମୁଖ୍ୟ କାରାଗାରରୁ ବିପୁଳ ନିଶା ଦ୍ରବ୍ୟ ଜବତ ହୋଇଛି। ଦଶପଲ୍ଲା ଉପ କାରାଗାରରୁ ମଧ୍ୟ ବହୁ ପରିମାଣର ବିପୁଳ ନିଶା ସାମଗ୍ରୀ ଜବତ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୮ : ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍ଯାପିତ ହୋଇ ଯାଇଛି।ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗଦେଇ ଚିରାଚରିତ ଫଟୋ ଛଡ଼ା କିଛି ଭିନ୍ନ ତଥା ସମାଜର ଉନ୍ନତି ଓ ସଂସ୍କାର ଆଣି ପାରୁଥିବା ଫଟୋ ଉଠାଇବା ଦିଗରେ ଯତ୍ନବାନ ହେବାକୁ ଫଟୋଗ୍ରାଫରଙ୍କୁ ପରାମର୍ଶ Continue Reading
ଭୁବନେଶ୍ୱର,୨୪/୮: ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ।ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ ସମସ୍ୟା ତିଆରି କରାଯାଇଥିଲା। ଆଳୁ ମିଶନକୁ ନିଜ ସରକାରକୁ ବଞ୍ଚାଇବାକୁ କରିଥିଲେ। ଚାଷୀ ବଞ୍ଚାଇବା କାର୍ଯ୍ୟକ୍ରମ ପୂର୍ବ ସରକାର କରି ନ ଥିଲେ। ଏବେ ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆଳୁ ଆସିଛି। ଆଉ ଏବେ Continue Reading
BY BARADA DAS BHUBANESWAR,AUG 24 : The New Government of Odisha arranged a Training Program for the newly elected Members of the Legislative Assembly, titled as “Assembly Reform Program “. It is not necessary to say that the expenses made on this account are made from the public coffer. Now a question arises, what are […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୮: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ପିଏମ୍-ଜନମନ ଅଭିଯାନ ରଥକୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି ।ଏହି ରଥ ଜିଲ୍ଲାର ସମସ୍ତ ବ୍ଲକ୍ ରେ ପ୍ରଚାର ପ୍ରସାର କରିବ। ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହାଅଭିଯାନ ଅଧୀନରେ ସମସ୍ତଙ୍କୁ ପକ୍କା ଘର , ପ୍ରତ୍ୟେକ ଘରକୁ ନଳ ପାଣି, ଗାଁ ଗାଁ Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା, ତା ୨୪/୮ : ରାୟଗଡା ଜ଼ିଲ୍ଲା ଚନ୍ଦ୍ରପୁର ବ୍ଲକର ସରକାରୀ (ଏସ ଏସ ଡି) ଉଚ୍ଚ ବିଦ୍ୟାଳୟ ଚନ୍ଦ୍ରପୁର ଠାରେ “ଜାତୀୟ ମହାକାଶ ଦିବସ ପାଳନ ହୋଇ ଯାଇଛି ।ଏତିରେ ମୁଖ୍ୟ ଅଥିତି ଚନ୍ଦ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଗଣେଶ ଶବର,ବିଦ୍ୟାଳୟ ର ପ୍ର ,ଏଚ ବି ଧାନ ଶିକ୍ଷକ ଶ୍ରୀ ଭାସ୍କର ଗମାଙ୍ଗ, ବରିଷ୍ଠ ଶିକ୍ଷକ ଶ୍ରୀ ପ୍ରଦୀପ କୁମାର ଚୌଧୁରୀ,ଶ୍ରୀ କୁନା କୁମାର ମାଝୀ,ଶ୍ରୀ ମକର ତୁଇକା, ରୁଦ୍ରାଣାୟାନ […]Continue Reading
ଭୁବନେଶ୍ବର, ୨୪/୮ : ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି। ତାଙ୍କର ୧କୋଟି ୪୯ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ସହ ବିପୁଳ ପରିମାଣର ଆୟବହିର୍ଭୂତ ସଂପତ୍ତି ଠାବ କରିଛି ଭିଜିଲାନ୍ସ।ସୂଚନାଯୋଗ୍ୟ, ଗତକାଲି ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିଲା।ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପଖଣ୍ଡ ବେତାଗୁଡ଼ା ସ୍ଥିତ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ “ଜାତୀୟ ମହାକାଶ ଦିବସ” ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗତବର୍ଷ ଅଗଷ୍ଟ ୨୩ ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଭାରତର ଚନ୍ଦ୍ରଯାନ-୩ ପହଞ୍ଚିଥିଲା । ଏହା ଭାରତୀୟ ମହାକାଶ ଇତିହାସର ଏକ ସ୍ୱର୍ଣିମ୍ ଦିବସ ଥିଲା । ତେଣୁ ଏହି ଦିନରେ ପ୍ରତିବର୍ଷ ରାଷ୍ଟ୍ରୀୟ Continue Reading
ପୁରୀ, ୨୩/୮ : ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିଛି। ସ୍ଥାନାନ୍ତରଣ ହେଉଛି ଖାଲି ସିନ୍ଦୁକ ଓ ଆଲମିରା। ଏଣୁ ଶୁକ୍ରବାର ଅପରାହ୍ଣ ଗୋଟାଏରୁ ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତର ଶେଷ ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ତେବେ Continue Reading




